Browsing Tag

News

ବାତ୍ୟା ଅଞ୍ଚଳରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ

ବାତ୍ୟା ପ୍ରଭାବିତ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ଥିତି ପରଖିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଧନ ସିଂହଦେଓ  । ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଓ ବଗପାଟିଆରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ  । ବାତ୍ୟା ଦାନା ସ୍ଥଳଭାଗ ଅତିକ୍ରମ କରିବାବେଳେ କେନ୍ଦ୍ରାପଡ଼ା…

ନଭେମ୍ବର ୨୯ରେ ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ। ଏହି ଅବସରରେ…

ନୂଆବର୍ଷରେ ରିଲିଜ୍ ହୋଇପାରେ ‘ଦାହାନ୍’

‘ପ୍ରତୀକ୍ଷା‘, ‘ତ୍ରିକନ୍ୟା’ ଓ ‘କର୍ମ’ ପରେ ରାଷ୍ଟ୍ରୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ତାଙ୍କର ନୂଆ ସିନେମା ‘ଦାହାନ୍’କୁ ନୂଆବର୍ଷରେ ରିଲିଜ୍ କରିବାର ଯୋଜନା କରିଛନ୍ତି। ଅମୀୟ ପଟ୍ଟନାୟକ ପ୍ରଡକସନ୍ ବ୍ୟାନରରେ ନିର୍ମିତ ‘ଦାହାନ୍’ ତାଙ୍କର କାହାଣୀ ଉପରେ…

ଦିଲ୍ଲୀରେ ନିଶ୍ବାସ ନେବା କଷ୍ଟ

ଦିଲ୍ଲୀରେ ବାୟୁ ପ୍ରଦୂଷଣ ବଢ଼ିଚାଲିଛି । କିଛି ଦିନ ପୂର୍ବରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୁଡ ମର୍ଣ୍ଣିଂ ଓ୍ବାକ୍ କରିବାକୁ ଭୟ ଲାଗୁଥିବା କହିଥିଲେ । ଏବେ  ଅଧିକାଂଶ ଦିଲ୍ଲୀ ବାସିନ୍ଦା ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା କହିଲେଣି। ପ୍ରଦୂଷଣ ପାଇଁ ପ୍ରଧାନ…

ପାକିସ୍ତାନକୁ ଚେତାବନୀ ଦେଲେ ଫାରୁକ୍ ଅବଦୁଲ୍ଲା

ଜମ୍ମୁ କଶ୍ମୀର ନ୍ୟାସନାଲ କନଫରେନ୍ସ (ଜେକେଏନ୍‌ସି) ମୁଖ୍ୟ ଫାରୁକ ଅବଦୁଲ୍ଲା  ଆଜି ପାକିସ୍ତାନକୁ ଭର୍ତ୍ସନା କରି କହିଛନ୍ତି ଯେ କଶ୍ମୀରରେ ଆତଙ୍କବାଦର ପ୍ରସାର ପାଇଁ ଏହା ଯେତେ ଉଦ୍ୟମ କଲେ ମଧ୍ୟ ସ୍ଥାନୀୟ ଲୋକେ ପାକିସ୍ତାନର ଅଂଶ ହେବାକୁ କଦାପି ଚାହିବେ ନାହିଁ। ଏବେ ଜମ୍ମୁ କଶ୍ମୀରରେ…

ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ମିଳିଛି ଏକ ବଡ଼ ଆଶ୍ବସ୍ତି

ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଆଜି ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ବସ୍ତି ମିଳିଛି |୨୦୨୦ରେ ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଜୀବନ ହାରିବା ପରେ ରିୟା ଓ ତାଙ୍କ ପରିବାର ବିରୋଧରେ ଅଭିଯୋଗ କରିଥିଲେ ସୁଶାନ୍ତଙ୍କ ପରିବାର |ଉକ୍ତ ଘଟଣାରେ, ଅଭିନେତ୍ରୀ, ତାଙ୍କ ଭାଇ…

ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି ନ୍ୟୁଜିଲାଣ୍ଡ

ପୁଣେ ଟେଷ୍ଟ ରୋଚକ ମୋଡ଼ରେ ପହଞ୍ଚିଛି । ଏହି ମ୍ୟାଚର ୨ୟ ଦିନ ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ନିଜର ୨ୟ ଇନିଂସରେ ୫ ଓ୍ବିକେଟ ହରାଇ ୧୯୮ ରନ କରିପାରିଛି ଓ ଏହା ସହିତ ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି । ଦଳ ପକ୍ଷରୁ ଓପନର ଟମ୍ ଲଥାମ୍ ୮୬ ରନ କରିଥିଲେ । ଭାରତ ଆଜି ନିଜର ଗତକାଲିର ସ୍କୋର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ। ଶେଷ ଦିନରେ  ଭାରତୀୟ ସମାଜ ଓ ବଜାର ପାଇଁ ଷ୍ଟାର୍ଟଅପ୍ ଗୁଡ଼ିକୁ ବିକଶିତ କରିବା ଉପରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଅଷ୍ଟ୍ରେଲିଆର ଗବେଷଣା ଭିତ୍ତିକ ବିଶ୍ବବିଦ୍ୟାଳୟସମୂହ ‘ଗ୍ରୁପ୍ ଅଫ୍ ୮’ ଦ୍ବାରା…

ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟର ଗିରଫ

ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି । ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ…

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା…