Browsing Tag

News

ବୁଧବାର ଋଷର କାଜାନଠାରେ ମୋଦୀ ଏବଂ ଜିନପିଙ୍ଗଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ

ବୁଧବାର ଋଷର କାଜାନଠାରେ  ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ହେବ । ବର୍ତ୍ତମାନର ଜଟିଳ ବିଶ୍ବ ପରିସ୍ଥିତି ମଧ୍ୟରେ ଏହି ବୈଠକ ଉପରେ ସାରା ବିଶ୍ବର ନଜର ରହିବ । ଭାରତର ବୈଦେଶିକ ସଚିବ ବିକ୍ରମ ମିସ୍ରି କହିଛନ୍ତି, ଆସନ୍ତାକାଲି…

ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି ନାଗା ଚୈତନ୍ୟ ଓ ଶୋଭିତ ଧୁଲିପାଲା

ଶୋଭିତା  ଧୁଲିପାଲ ଖୁବଶୀଘ୍ର  ସାଉଥ ସୁପରଷ୍ଟାର୍‌ ନାଗା ଚୈତନ୍ୟଙ୍କୁ କରିବେ ବିବାହ। ଏନେଇ ଅଭିନେତ୍ରୀ ନିଜେ ସୂଚନା ଦେଇଛନ୍ତି । ନାଗା ଚୈତନ୍ୟଙ୍କ ସହ ନିର୍ବନ୍ଧର ଦୁଇ ମାସ ପରେ ଏବେ ବଧୂ ସାଜିବେ ଶୋଭିତା। ଏଥିପାଇଁ ତାଙ୍କ ଘରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି ।ଶୋଭିତ ଧୁଲିପାଲା ନିଜ…

ବାତ୍ୟା ‘ଦାନା’ର ମୁକାବିଲା ଲାଗି ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକରେ ନିୟୋଜିତ ହେବେ ୧୭ ଓଡ୍ରାଫ ଟିମ

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ପଦ୍ମନାଭ…

ରୁଷ୍‌ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

୧୬ତମ ବ୍ରିକ୍ସ ସମ୍ମିଳନୀ‌ରେ ଯୋଗ‌ ଦେବା ପାଇଁ ରୁଷ୍‌ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସେଠାରେ ରୁଷ୍‌ର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ…

ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘର ସମେତ ୧୦ଟି ସ୍ଥାନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌ , ୩ଟି ଫ୍ଲାଟ୍ ଓ…

ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଅକ୍ଟୋବର ୨୦୨୪ରେ ୧୦୦ କୋଟିର ବିକ୍ରି କରିଛି

ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା (ପିଏମ୍‌ବିଜେପି) ଅକ୍ଟୋବର ୨୦୨୪ରେ ୧୦୦୦ କୋଟି ଟଙ୍କାର ବିକ୍ରି ସହ ଏକ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିଛି । ଗତ ବର୍ଷ ତୁଳନାରେ ଏହା ଏକ ମହତ୍ୱପୂର୍ଣ୍ଣ ଅଭିବୃଦ୍ଧି ଏବଂ ଏହି ଲକ୍ଷ୍ୟ ୨୦୨୩ ଡିସେମ୍ବରରେ ହାସଲ କରାଯାଇଥିଲା। ଏହି ସଫଳତା ସୁଲଭ ତଥା…

ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ଓଙ୍ଗଙ୍କୁ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଗୁରୁତ୍ୱପୂର୍ଣ୍ଣ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ଭେଟି ଭାରତ ଓ ସିଙ୍ଗାପୁର ମଧ୍ୟରେ ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ବୃଦ୍ଧି ଏବଂ ବ୍ୟାପକ…

ଶୀତଦିନେ ଭିଟାମିନ-D ଶରୀର ପାଇଁ କାହିଁକି ଜରୁରୀ ?

ଶରୀରକୁ ସୁସ୍ଥ ରଖିବା ପାଇଁ ବିଭିନ୍ନ ପୋଷକ ତତ୍ତ୍ୱ ଆବଶ୍ୟକ । ବିଶେଷକରି ଥଣ୍ଡା ପାଗରେ ରୋଗ ପ୍ରତିରୋଧକ ଶକ୍ତି ବହୁତ ଦୁର୍ବଳ ହୋଇଯାଏ । ଶୀତଦିନେ ଶରୀରରେ ଅନେକ ଜରୁରୀ ଭିଟାମିନ୍ ଏବଂ ପୋଷକ ତତ୍ତ୍ୱର ଅଭାବ ଦେଖାଯାଏ । ବିଶେଷକରି ଭିଟାମିନ୍ ଡି କମିବା ଆରମ୍ଭ କରେ ଯାହା ସମଗ୍ର ଶରୀର ଉପରେ…

ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ ସ୍ଥଗିତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟା ପାଇଁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବାରୁ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ବାତ୍ୟାକୁ ଦ୍ରୁଷ୍ଟିରେ ଯୋଗୁ…

ବାତ୍ୟାକୁ ଦ୍ରୁଷ୍ଟିରେ ରଖି ସରକାର ଏହି ୧୪ଟି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର,…