Browsing Tag

News

ନାଗପୁର ହିଂସାକାଣ୍ଡର ମାଷ୍ଟରମାଇଣ୍ଡ ଫହିମ ଶାମିମ ଖାନ ଗିରଫ

ମହାରାଷ୍ଟ୍ର ନାଗୁପର ହିଂସା ମାମଲାର ମାଷ୍ଟରମାଇଣ୍ଡ ଫହିମ ଶାମିମ୍ ଖାନଙ୍କୁ ପୋଲିସ ଗିରଫ କରିଛି । ତାଙ୍କୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖାଯାଇଛି । ଫହିମ ଖାନ ମାଇନରିଟି ଡେମୋକ୍ରେଟିକ ପାର୍ଟି(ଏମଡିପି)ର ଅଧ୍ୟକ୍ଷ ରହିଛନ୍ତି । ସେ ନାଗପୁର ଲୋକସଭା ନିର୍ବାଚନ ଏବଂ…

ଗିରଫ ହୋଇଛି ରାଜା ଚକ୍ରଙ୍କ ସହଯୋଗୀ ସୁଶାନ୍ତ ସାମଲ

ସୁଶାନ୍ତ ସାମଲକୁ କେନ୍ଦୁଝରରୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW । ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ । ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ…

ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା

ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ କରିଥିଲେ। ଗଣମାଧ୍ୟମ ସହିତ କଥାବାର୍ତ୍ତା…

ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨୨ ମାଓବାଦୀ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ପୃଥକ୍‌ ସ୍ଥାନରେ ୨୨ ମାଓବାଦୀ ନିହତ ହୋଇଛନ୍ତି। ଗାଙ୍ଗୋଲ ଅଞ୍ଚଳରେ ୧୮ ମାଓବାଦୀ ନିହତ ହୋଇଥିବାବେଳେ କାଙ୍କେରରେ ଆଉ ୪ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ…

ଆଜିର ରାଶିଫଳ

ମେଷ ଆଜି ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ଅଭାବ ପୂରଣ ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଆତ୍ମୀୟଙ୍କ ସହଯୋଗରେ ପୂର୍ବରୁ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ କାର୍ଯ୍ୟକାରୀ ହେବ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ।…

ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଭରସା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ସ୍ୱର୍ଗତ…

ବିନା ଟିକେଟ୍‌ରେ ଯାତ୍ରା କରି ଧରାପଡିଲେ ୫୯ ଜଣ, ଗଣିଲେ ୧୭୨୨୫ ଟଙ୍କା

ବିନା ଟିକେଟ୍‌ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ଆଜି ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ-୨ଙ୍କ ନିର୍ଦ୍ଦେଶରେ…

ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ଯାଚରେ ଅଧିନାୟକତ୍ଵ କରିବେ ସୂର୍ଯ୍ୟକୁମାର ଯାଦବ

ଆଇପିଏଲ ୨୦୨୫ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ୟାଚ ଚେନ୍ନାଇ ସୁପରକିଙ୍ଗସ ସହିତ ରହିଛି । ପ୍ରଥମ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ । ମୁମ୍ବାଇର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ମ୍ୟାଚର ବାସନ୍ଦ ଯୋଗୁଁ ପ୍ରଥମ ମ୍ୟାଚ ଖେଳିବାରୁ ବଞ୍ଚିତ…

ନାଗପୁର ହିଂସା ପରେ ମୁହଁ ଖୋଲିଲେ ଆରଏସଏସ ର ବରିଷ୍ଠ ଅଧିକାରୀ

ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ ସମାଧିସ୍ଥଳ ହଟାଇବା ଦାବି କରି…