Browsing Tag

News

ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍‌ ପାର୍କିଂୟାର୍ଡରେ ସୂଟିଙ୍ଗ ହେଉଛି…

ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍‌ ପାର୍କିଂୟାର୍ଡରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ଆଜି ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟ ସୁଟିଂ କରାଯାଇଛି। ଏହି ଚଳଚ୍ଚିତ୍ର ପାଇଁ ପ୍ରଯୋଜନା ସଂସ୍ଥାର ପ୍ରବନ୍ଧକ ଜି ଭାରା ପ୍ରସାଦଙ୍କ ନେତୃତ୍ବରେ…

ଆଜି କେଉଁ ରାଶିରେ ଥିବା ସମସ୍ୟାର ସମାଧାନ ଘଟିବ ?

ଅଦ୍ୟ ଅକ୍ଟୋବର ମାସ ୨୨ ତାରିଖ ୨୦୨୪ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୬ ସମ୍ବତ -୨୦୮୧ ଦିଲ୍ଲୀସ୍ୱରାଦ୍ଧ-୧୪୩୨ ସମ୍ବତ୍ସର-କାଳ କାର୍ତ୍ତିକମାସ- କୃଷ୍ଣପକ୍ଷ ତିଥି- ଷଷ୍ଠୀ ରାତ୍ରି ଘ ୦୧/୨୭ ଗତେ ସପ୍ତମୀ ନକ୍ଷତ୍ର- ମୃର୍ଗଶିରା ଦିବା ଘ୦୬/୨୨ ଗତେ ଆର୍ଦ୍ରା ଚନ୍ଦ୍ର - ମିଥୁନ ଯୋଗ-…

ଏୟାର୍‌ ଇଣ୍ଡିଆ ବିମାନ ଉଡ଼ାଇଦେବାକୁ ଧମକ ଦେଲା ଗୁରୁପତୱନ୍ତ ସିଂହ ପନ୍ନୁ

ଆମେରିକାରେ ଥିବା ଖଲିସ୍ତାନୀ ଆତଙ୍କବାଦୀ ତଥା ଶିଖ୍‌ସ ଫର୍‌ ଜଷ୍ଟିସ୍‌ (ଏସ୍‌ଏଫ୍‌ଜେ)ର ‌ମୁଖ୍ୟ ଗୁରୁପତୱନ୍ତ ସିଂହ ପନ୍ନୁ ଗତବର୍ଷ ଭଳି ପୁଣି ଥରେ ବିମାନ ଉଡ଼ାଇଦେବାକୁ ଧମକ ଦେଇଛି। ଦିଲ୍ଲୀ ଶିଖ୍‌ ବି‌ରୋଧୀ ଦଙ୍ଗାର ୪୦ତମ ବାର୍ଷିକୀ ଅବସରରେ ନଭେମ୍ବର ୧ ଠାରୁ ୧୯ ମଧ୍ୟରେ ଏୟାର୍‌ ଇଣ୍ଡିଆ…

ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ବଡ ନିଷ୍ପତ୍ତି

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ଭ୍ରମଣରେ ଯାଇଥିବା ପର୍ଯ୍ୟଟକଙ୍କୁ ପୁରୀ ଛାଡିବାକୁ ନିର୍ଦ୍ଦେଶ । ଆସନ୍ତା ୨୩ ତାରିଖ ସୁଦ୍ଧା ପୁରୀ ଛାଡିବାକୁ ନିର୍ଦ୍ଦେଶ । ସହରରେ ଥିବା ହବିଷ୍ୟାଳିଙ୍କ ପାଇଁ କରାଯିବ ସ୍ୱତନ୍ତ୍ର ବ୍ୟବସ୍ଥା । ବାତ୍ୟାର ରୂପ…

ଏନଡିଟିଭି ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କରି କଣ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ?

ଆଜି ସକାଳେ ଏନଡିଟିଭି ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଭାରତର ସ୍ୱପ୍ନକୁ ସାକାର କରିବା ଏବଂ ପ୍ରତିଶ୍ରୁତି ପୂରଣ କରିବା ପାଇଁ ତାଙ୍କ ସରକାର କାର୍ଯ୍ୟ କରୁଥିବାରୁ ବିଶ୍ରାମ କରିବା ପାଇଁ ତାଙ୍କ ନିକଟରେ ସୁଯୋଗ ନାହିଁ। ସେ ତାଙ୍କ…

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ ପାଇଁ କ୍ଷମା ମାଗିଲେ ବୁଦ୍ଧାଦିତ୍ୟ ମହାନ୍ତି

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ ପୋଷ୍ଟ ପାଇଁ ଓଲିଉଡର ଜଣାଶୁଣା ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଭୁଲ୍ ବଶତଃ ଏଭଳି ପୋଷ୍ଟ କରିଥିଵା କହିଛନ୍ତି ବୁଦ୍ଧାଦିତ୍ୟ। ଏନେଇ ସେ ସମଗ୍ର କଂଗ୍ରେସ ପରିବାର ଓ ରାହୁଲ ଗାନ୍ଧୀଙ୍କୁ…

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଅନ୍ତରୀଣ ବୈଠକ ଶେଷ ହୋଇଛି। ରାଜ୍ୟରେ ବାତ୍ୟା ସ୍ଥିତି ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ଓଡ଼ିଶା ପଶ୍ଚିମବଙ୍ଗ ଆଡେ ଗତି କରିବ ଏହି ବାତ୍ୟା । ଏହା ୨୪ ତାରିଖରେ ବାତ୍ୟାର ରୂପ ନେଇପାରେ ।…

ଜାମ୍ମୁ କାଶ୍ମୀରରେ ଆତଙ୍କୀଙ୍କ ଗୁଳିରେ ଜଣେ ଡାକ୍ତରଙ୍କ ସମେତ ୭ ମୃତ

ଜାମ୍ମୁ କାଶ୍ମୀର ଗନ୍ଦେରବାଲ ଆତଙ୍କୀଙ୍କ ଗୁଳିରେ ଜଣେ ଡାକ୍ତରଙ୍କ ସହ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୋନାମାର୍ଗ ଅଞ୍ଚଳରେ ଏକ ଟନ୍ନେଲ କାର୍ଯ୍ୟ ଚାଲି ଥିବାବେଳେ ଆଖିବୁଜା ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ସେନା ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଛି। କାଶ୍ମୀର ଆଇଜି ପୁଲିସ ଭି.କେ…

ସିଙ୍ଗାପୁରରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷା କ୍ଷେତ୍ରରେ ସମ୍ପର୍କକୁ ମଜଭୂତ୍ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତର ପ୍ରଥମ ଦିନରେ ସିଙ୍ଗାପୁରରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଛନ୍ତି । ପ୍ରବାସୀ…

ଜମ୍ମୁ ଓ କଶ୍ମୀରରେ ପୁଣି ଟାର୍ଗେଟ ହତ୍ୟା କଲେ ଆତଙ୍କବାଦୀ

ଜମ୍ମୁ-କଶ୍ମୀରରେ ନିର୍ବାଚନ ସରିବା ପରେ ପୁଣି ଆତଙ୍କବାଦୀ ସେମାନଙ୍କ ଉଗ୍ରରୂପ ଦେଖାଇଛନ୍ତି । ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କ ଆସନ ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ  ନିକଟରେ ଏକ ଗୁଳିମାରି ଦୁଇ ଶ୍ରମିକଙ୍କୁ ହତ୍ୟା କରିଛନ୍ତି । ଏହି ସନ୍ଦିଗ୍ଧ…