Browsing Tag

News

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ

ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ ‌କରିଛି। ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନିକ କାର୍ଯ୍ୟ ଓ ନେତୃତ୍ବ ସଂପର୍କରେ ଏକ ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ କୁହାଯାଇଛି। ମିନାକ୍ଷୀ…

ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ଭୁଲକୁ ସ୍ୱୀକାର କରିଛନ୍ତି

ବେଙ୍ଗାଲୁରୁର ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଏହି ଟେଷ୍ଟରେ ଟସ୍ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିବା ପରେ ଟିମ୍ ଇଣ୍ଡିଆ ମାତ୍ର ୪୬ ରନ୍ ସ୍କୋର କରିପାରିଥିଲା । ୬ ଜଣ ବ୍ୟାଟ୍ସମ୍ୟାନ ରନ୍ ସ୍କୋର୍…

ବିମାନ ଆକ୍ରମଣରେ ହମାସ ମୁଖ୍ୟ ୟାହ୍ୟା ସିନ୍‌ୱାର ନିହତ

ଇସ୍ରାଏଲ ପ୍ରତିରକ୍ଷା ବାହିନୀ ପକ୍ଷରୁ ଆଜି  କୁହାଯାଇଛି ଯେ ବିମାନ ଆକ୍ରମଣରେ  ହମାସ ମୁଖ୍ୟ ୟାହ୍ୟା ସିନ୍‌ୱାର ନିହତ ହୋଇଛି। ଏ ନେଇ କେତେକ ବଳିଷ୍ଠ ପ୍ରମାଣ ମିଳିଛି ବୋଲି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି। ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ଆକ୍ରମଣ ପାଇଁ…

ଦେଖନ୍ତୁ କେଉଁ ରାଶି ଆଜି କାମରେ ସଫଳତା ଅର୍ଜନ କରିବେ

ମେଷ : ଆଜି ସ୍ବାସ୍ଥ୍ୟ, ପରିବାର, ଯାନ ବାହନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ, ଆଲୋଚନା କ୍ଷେତ୍ର, ସଂଗଠନ ଓ ରାଜନୀତି ସକାଶେ ଅସୁବିଧା ହେବନାହିଁ। ବ୍ୟବସାୟରେ ଉନ୍ନତି ହେଲେ ମଧ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। କ୍ରୀଡ଼ା, କଳା, ସାହିତ୍ୟ…

ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ…

କାର୍ତ୍ତିକ ମାସରେ 2ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ ଭକ୍ତ

କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ କରାଯାଇଛି ପରିବର୍ତ୍ତନ । ଆସନ୍ତାକାଲିଠୁ ୨ଟି ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିହେବ। କେବଳ ସିଂହଦ୍ଵାର ଓ ପଶ୍ଚିମଦ୍ବାର ଦେଇ ଭକ୍ତ ମାନେ ପ୍ରବେଶ କରିବେ। ସିଂହଦ୍ଵାର  ବ୍ୟତୀତ ଅନ୍ୟ ତିନି ଦ୍ବାର…

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ

 ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା ଏକ ଟିସୁ ପେପରକୁ ଦେଖିଲେ ଆତଙ୍କ ଖେଲିଥିବା ଜଣାପଡିଛି। ବୋମା ବିଷୟରେ ସୂଚନା ପାଇବା ପରେ ଯାତ୍ରୀମାନଙ୍କୁ ତୁରନ୍ତ ବିମାନରୁ…

୧୦ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ସମଗ୍ର ଦେଶର ମୌସୁମୀ ବିଦାୟ ନେଉଥିବା ବେଳେ ଅକ୍ଟୋବର ୧୬ ପର୍ଯ୍ୟନ୍ତ ୧୦ ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏହି ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ…

ମେଲାଣି ନେବେ ମା’ : ଜାରି ହେଲା କଟକଣା

ସରିଛି ଦୁର୍ଗା ପୂଜା ଧରାପୃଷ୍ଠରୁ ମେଲାଣି ନେବେ ଜଗତ ଜନନୀ ମା ଦୁର୍ଗା । କଟକରେ  170 ରୁ ଉର୍ଦ୍ଧ୍ବ ମେଢ଼ ଆଜି ବିସର୍ଜନ ହେବେ । ସେଥିପାଇଁ ଦେବା ଗଡାରେ ସମସ୍ତ ବ୍ଯବସ୍ଥା କରାଯାଇଛି। ତେବେ ମାଆଙ୍କ ବିସର୍ଜନ ପାଇଁ କଟକ ମହାନଗର ନିଗମ ପକ୍ଷରୁ ଦେବୀଗଡାରେ 3ଟି ଅସ୍ଥାୟୀ ପୋଖରୀ ନିର୍ମାଣ…

ବାବା ସିଦ୍ଦିକିଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣାରେ ମୁମ୍ବାଇର କ୍ରାଇମବ୍ରାଞ୍ଚ ଟିମର ଛାନଭିନ୍। ବର୍ତ୍ତମାନ ସୁଦ୍ଧା ୩ ଗିରଫ, 28 ଗୁଳି ଜବତ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅନ୍ତିମ ଶୋଭାଯାତ୍ରାରେ ସାମିଲ ହେଲେ ଅନେକ ରାଜନେତା…