ବରଗଡ ଜିଲ୍ଲା କାରାଗାରରେ ଚଢ଼ାଉ
ବରଗଡ଼ ଜିଲା କାରାଗାରରେ ଆଜି ସକାଳୁ ପୋଲିସ ଅତର୍କିତ ଭାବରେ ଚଢ଼ାଉ କରିଛି। ଏସ୍ପି ପି.ଏସ୍ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍ଖା ଜବତ ହୋଇଛି। ଚଢ଼ାଉରେ ୧୪ ପୋଲିସ ଅଫିସରଙ୍କ ସମେତ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।…