ଆତ୍ମସମର୍ପଣ କଲେ ୬୪ ମାଓବାଦୀ
ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍ମା ଓ ବିଜାପୁରରେ ଏହି ମାଓବାଦୀମାନେ ଦଳ ସଭ୍ୟଭାବେ କାର୍ଯ୍ୟକରି ଆସୁଥିଲେ। ଏମାନଙ୍କ ମଧ୍ୟରୁ ୧୬ ମହିଳା ଥିବା ବେଳେ ୪୮ ପୁରୁଷ ରହିଛନ୍ତି। ଏ ସମସ୍ତ…