ହୋଲି ଉତ୍ସବ ପାଳନ କଲା ନିରାକରପୁର ବ୍ଯାଡମିଣ୍ଟନ ଦଳ
ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଗାଁ ରୁ ସହର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।
ନିରାକରପୁର…