Browsing Tag

News

ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ରଙ୍ଗର ପର୍ବ ହୋଲି ପାଳନ କରିବାକୁ ସାରା ଦେଶ ପ୍ରସ୍ତୁତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ‘ଆପଣମାନଙ୍କୁ ସମସ୍ତଙ୍କୁ ହୋଲିର ବହୁତ ବହୁତ ଶୁଭକାମନା। ଆନନ୍ଦ…

ଆଇପିଏଲରୁ ହ୍ୟାରି ବ୍ରୁକଙ୍କୁ ୨ବର୍ଷ ବାସନ୍ଦ

ଇଂଲଣ୍ଡ ଖେଳାଳି ହ୍ୟାରି ବ୍ରୁକଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବ୍ରୁକ ଏବେ ତାଙ୍କର ଦୁଇ ବର୍ଷର ବାସନ୍ଦ ସମାପ୍ତ କରିବା ପରେ ହିଁ ଆଇପିଏଲରେ ଖେଳିପାରିବେ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କିଛି ଦିନ ପୂର୍ବରୁ ବ୍ରୁକ ବ୍ୟକ୍ତିଗତ କାରଣରୁ ଆଇପିଏଲ ୨୦୨୫ରୁ ତାଙ୍କ ନାମ…

ଅନ୍‌ଲାଇନ ଗେମ୍‌ ନେଲା ଜୀବନ

ରାୟଗଡ଼ା ଜିଲା ରାମନାଗୁଡ଼ା ଥାନା ଗଣପତିଗୁଡ଼ାରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହରାଇ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀ ଜଣକ ଘରେ ଓହଲି ପଡ଼ିଥିଲେ।…

ବେଆଇନ ବନ୍ଧୁକ କାରଖାନାରେ STFର ଚଢ଼ାଉ

ବେଆଇନ ବନ୍ଧୁକ କାରଖାନାରେ STF ଚଢ଼ାଉ କରିଛି । କଟକ ବୟାଳିସି ମୌଜାରେ ଥିବା ଏକ ବନ୍ଧୁକ କାରଖାନାରେ ଚଢ଼ାଉ ହୋଇଛି । ବନ୍ଧୁକ ତିଆରି ସରଞ୍ଜାମ ଜବତ କଲା କ୍ରାଇମବ୍ରାଞ୍ଚ STF ଟିମ୍ । ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ…

ଆଜି ମୁକ୍ତିଲାଭ କରିବ ଓଡ଼ିଆ ଚଳଚିତ୍ର ଘମାଘୋଟ

ଆଜି ଓଡିଶାର 45ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି ଓଡ଼ିଆ ଚଳଚିତ୍ର ଘମାଘୋଟ। ଏ ନେଇ ଭୁବନେଶ୍ୱର ପ୍ରେସକ୍ଲବଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ରାଜା ଡି., ଅଭିନେତା ବିଭାସ, ସନୋଜ,…

ଦୋଳବେଦୀରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି

ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଶ୍ରୀଦେବୀ, ଭୂଦେବୀ ଦୋଳବେଦୀକୁ ବିଜେ କରିବେ। ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ…

ଶୁବମନଙ୍କୁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଚଳିତ ବର୍ଷ ଚାମ୍ପିୟନ୍ସ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ଦଳର ଷ୍ଟାର ଓପ୍‌ନର ଶୁବମନ ଗିଲ୍‌ଙ୍କୁ ବୁଧବାର ଫେବୃଆରୀ ମାସ ପାଇଁ ଆଇସିସି ମେନ୍ସ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ କରାଯାଇଛି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ଓ ନ୍ୟୁଜିଲାଣ୍ଡର ଗ୍ଲେନ୍‌ ଫିଲିପ୍ସଙ୍କୁ ପଛରେ…

ଆଜିର ରାଶିଫଳ

ମେଷ : ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁଷଙ୍ଗିକ ପରିବେଶ ଅନୁକୂଳ ରହିବ। ବନ୍ଧୁଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ,ପରିବହନଜନିତ ଝଗଡ଼ାରେ ବିଜୟୀ ହେବେ। ସାହିତ୍ୟଚର୍ଚ୍ଚା ଓ…

୪୧ ବର୍ଷରେ ପାଦ ଥାପିଲେ ଗାୟିକା ଶ୍ରେୟା ଘୋଷାଲ

୪୧ ବର୍ଷରେ ପାଦ ଥାପିଲେ ବଲିଉଡର ଜଣାଶୁଣା ଗାୟିକା ଶ୍ରେୟା ଘୋଷାଲ। ଜନ୍ମଦିନରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ସଙ୍ଗୀତ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ରାଜ କରନ୍ତି ଶ୍ରେୟା। ୨୯ ବର୍ଷ ପୂର୍ବେ, ୧୯୯୬ରେ, ୧୨ ବର୍ଷୀୟ ଶ୍ରେୟା ଗାୟକ ରିଆଲିଟି ସୋ 'ସାରେଗାମା'ରେ ଅଂଶଗ୍ରହଣ…

ଅଗ୍ନିବୀର ନିଯୁକ୍ତି ପାଇଁ ଆରମ୍ଭ ହେଲା ଆବେଦନ

ଭାରତୀୟ ସେନାରେ ସାମିଲ ହେବାକୁ ଆଶା ରଖିଥିବା ଯୁବପିଢିଙ୍କ ପାଇଁ ଆସିଲା ଖୁସି ଖବର। ଅଗ୍ନିବୀର ନିଯୁକ୍ତି ୨୦୨୫ ପାଇଁ ଜାରି ହୋଇଛି ବିଜ୍ଞପ୍ତି। ଆଜି ଠାରୁ ଅର୍ଥାତ ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହୋଇଛି ଆବେଦନ। ଏହାର ଶେଷ ତାରିଖ ଏପ୍ରିଲ ୧୦ ରହିଛି। ଅଗ୍ନିବୀର ନିଯୁକ୍ତି ପାଇଁ,…