ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ଅଭିନେତ୍ରୀ ମିକି ମ୍ୟାଡିସନଙ୍କୁ ଓସ୍କାର
ଚଳିତବର୍ଷ ଏହି ଏକାଡେମୀ ପୁରସ୍କାର ଲସ୍ ଆଞ୍ଜେଲସରେ ଅନୁଷ୍ଠିତ ହୋଇଯାଇଛି । ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ପୁରସ୍କାର ଜିତିଛନ୍ତି । ଫିଲ୍ମ ‘ଦ ବ୍ରୁଟଲିଷ୍ଟ’ରେ ତାଙ୍କର ଦମଦାର୍ ଅଭିନୟ ପାଇଁ ଓସ୍କାର ପ୍ରଦାନ କରାଯାଇଛି। ମିକେଲା ମ୍ୟାଡିସନ୍ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର…