Browsing Tag

News

ମା ହେବେ କିଆରା ଆଡଭାନୀ

ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀ ବଲିଉଡର ଅନ୍ୟତମ ସୁନ୍ଦର ଯୋଡ଼ି। ଫ୍ୟାନ୍ସମାନେ ଏହି ଯୋଡ଼ିକୁ ବହୁତ ପସନ୍ଦ କରନ୍ତି। ଏବେ କିଆରା ଏବଂ ସିଦ୍ଧାର୍ଥଙ୍କ ଘରେ ଏକ କୁନି ଅତିଥି ଆସିବାକୁ ଯାଉଛି। ଏହି ଦମ୍ପତି ଖୁବ୍ ଶୀଘ୍ର ପିତାମାତା ହେବାକୁ ଯାଉଛନ୍ତି। ଶୁକ୍ରବାର ଇନଷ୍ଟାଗ୍ରାମରେ…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଜେଲେନ୍ସକି

ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଜେଲେନ୍ସକି । ଉଭୟ ନେତା ଆମେରିକା ପାଇଁ ଏକ ଖଣିଜ ଚୁକ୍ତି ଉପରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । ୟୁକ୍ରେନରେ ବର୍ଷ ବର୍ଷ ଧରି ଚାଲିଥିବା ଯୁଦ୍ଧରେ ଏକ ସମ୍ଭାବ୍ୟ ଯୁଦ୍ଧବିରାମ ପାଇଁ ହୋଇଛି ଆଲୋଚନା ।ରାଷ୍ଟ୍ରପତି ଟ୍ରମ୍ପ ୟୁକ୍ରେନ ରାଷ୍ଟ୍ରପତିଙ୍କୁ…

ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଉଦଳାରେ ବାଥୁଡି ସମାଜର ବାର୍ଷିକ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ମାଆ କିଚେକେଶ୍ବରୀଙ୍କର ଦର୍ଶନ କରିବେ ।  ଯଶିପୁରରେ ରାତ୍ରି ରହଣୀ ସହ ଆସନ୍ତାକାଲି ରାମତିର୍ଥରେ ମିନି ମାରାଥନରେ ଯୋଗଦେବେ । ଡିଡି କଲେଜ ପଡିଆରେ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାର ଉଦଘାଟନ କରିବେ…

ପାର୍ବଣ ଋତୁ ଆରମ୍ଭରୁ ବଢିଲା ଗ୍ୟାସ ଦର

ହୋଲି ଏବଂ ରମଜାନ ମାସରେ କମର୍ସିଆଲ ଗ୍ୟାସ ମହଙ୍ଗା ହୋଇଯାଇଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ଘୋଷଣା କରିଛନ୍ତି। ୧୯ କିଲୋଗ୍ରାମ କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧ ମାର୍ଚ୍ଚ, ୨୦୨୫ ଅର୍ଥାତ୍‌ ଆଜିଠାରୁ ବୃଦ୍ଧି କରାଯାଇଛି। ଇଣ୍ଡିଆନ ଅଏଲ…

ମାର୍ଚ୍ଚ ୨ରେ କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାର୍ଚ୍ଚ ୨ରେ ଆସିବେ। ମୟୂରଭଞ୍ଜ ଜିଲାରେ ୨ ଦିନିଆ ଗସ୍ତ କାର୍ଯ୍ୟକ୍ରମ ସାରି ୨ ତାରିଖ ପୂର୍ବାହ୍ନ ୧୦ଟା ୧୦ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅବତରଣ କରିବେ। ସେଠାରେ ହେବାକୁ ଥିବା ଆଞ୍ଚଳିକ…

SEBI ର ନୂଆ ଅଧ୍ୟକ୍ଷ ହେଲେ ତୁହିନ କାନ୍ତ ପାଣ୍ଡେ

ଅର୍ଥ ଏବଂ ରାଜସ୍ୱ ସଚିବ ତୁହିନ କାନ୍ତ ପାଣ୍ଡେଙ୍କୁ ଭାରତୀୟ ସିକ୍ୟୁରିଟି ଏବଂ ବିନିମୟ ବୋର୍ଡ (SEBI)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତି ହୋଇଛନ୍ତି । ସେ ମାଧବୀ ପୁରୀ ବୁଚଙ୍କ ସ୍ଥାନ ନେବେ । ତାଙ୍କର କାର୍ଯ୍ୟକାଳ ଏହି ମାସରେ ଶେଷ ହେବ । ମାଧବୀ ପୁରୀ ବୁଚଙ୍କ କାର୍ଯ୍ୟକାଳ ମାର୍ଚ୍ଚ…

ନେପାଳରେ ସକାଳୁ ଭୂକମ୍ପ ଅନୁଭୂତ

ନେପାଳରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ସମଗ୍ର ହିମାଳୟ ଅଞ୍ଚଳରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ଦୁଇଥର ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ପ୍ରଥମ ଥର ପାଇଁ କାଠମାଣ୍ଡୁ ନିକଟରେ ଏବଂ ଦ୍ୱିତୀୟ ଥର ପାଇଁ ବିହାର ସୀମା ନିକଟରେ…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଥିଲେ ମଧ୍ୟ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ। ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ କଷ୍ଟକର ହେବ। ବୃହସ୍ପତିଙ୍କ ସୁଦୃଷ୍ଟି ଆପଣଙ୍କ ଅର୍ଥନୀତି, ଗୁରୁତ୍ୱପୂର୍ଣ୍ଣ ଆଲୋଚନା, ସଭାସମିତିର ସୁବିଚାର ଦିଗରେ ସାହାଯ୍ୟ କରିବ। ଭଲ ସମ୍ପର୍କ ନ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଉତ୍ତମ ମହାନ୍ତିଙ୍କର ହେବ ଶେଷକୃତ୍ୟ

ଆରପାରିରେ ଓଡ଼ିଶାର ଭେଟାରାନ ଅଭିନେତା ଉତ୍ତମ ମହାନ୍ତି । ମେଦାନ୍ତ ହସ୍ପିଟାଲରେ ଗୁରୁବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛକନ୍ତି । ତେବେ ତାଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ତେବେ ଉତ୍ତମଙ୍କ ବିୟୋଗରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି । ଉତ୍ତମଙ୍କ ପୁଅ ସହିତ କଥା…

ଡନ୍ ୩ରେ ନଜର ଆସିବେ ରଣବୀର ସିଂଙ୍କ ସହିତ କିଆରା ଆଡଭାନୀ

ଫରହାନ ଅଖତରଙ୍କ ନୂଆ ଫିଲ୍ମ ‘ଡନ୍ ୩’କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ଫିଲ୍ମର ପ୍ରି-ପ୍ରଡକ୍ସନ ଚଳିତବର୍ଷ ଆରମ୍ଭ ହେବ ବୋଲି ଫରହାନ କହିଛନ୍ତି । ଏହାସହିତ ଫିଲ୍ମର ହିରୋଇନ କିଏ ହେବେ, ତାହା ମଧ୍ୟ ଖୁଲାସା ହୋଇଛି । ଏହି ଫିଲ୍ମରେ ରଣବୀର ସିଂଙ୍କ ସହିତ କବୀର ସିଂ ଅଭିନେତ୍ରୀ…