Browsing Tag

News

ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ ମୋହନ ମାଝି

ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ଭୟଭୀତ ହୋଇ ବୁଡ଼ ପକାଇବେ। ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ…

ଆଜିର ରାଶିଫଳ

ମେଷ : ଆଜି ପ୍ରତ୍ୟେକ କାମ ସାହାଯ୍ୟ ସହଯୋଗ ମାଧ୍ୟମରେ ସମ୍ପନ୍ନ କରିପାରିବେ। କୃତ୍ତିକା ନକ୍ଷତ୍ର ମନ ଚାହୁଁ ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବା ଦିଗରେ ବନ୍ଧୁଙ୍କ…

ଭାରତ-ପାକିସ୍ତାନ ମୁକାବିଲା ଆଜି

ଦୁବାଇରେ ହେବ ବିଶ୍ୱ କ୍ରିକେଟର ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ମହାମୁକାବିଲା । ମ୍ୟାଚ ଦେଖିବାକୁ ଭାରତ ସମେତ ବିଶ୍ବର ବିଭିନ୍ନ ଦେଶର କ୍ରିକେଟପ୍ରେମୀଙ୍କ ମଧ୍ୟରେ ଦେଖିବାକୁ ମିଳିଛି ନାହିଁନଥିବା ଉତ୍ସାହ । ଚାମ୍ପିୟନ୍ସ ଟ୍ରଫିର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରବିବାର…

ପାକିସ୍ତାନରେ ଅଷ୍ଟ୍ରେଲିଆ-ଇଂଲଣ୍ଡ ମ୍ଯାଚ ପୂର୍ବରୁ ବାଜିଲା ଭାରତର ଜାତୀୟ ସଙ୍ଗୀତ

ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଆଜି ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଲାହୋର ଗଦାଫି ଷ୍ଟାଡିୟମରେ ଖେଳ ଚାଲିଥିଲା । ଏହି ମ୍ୟାଚରେ ଇଂଲଣ୍ଡ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା । ଏହି ମ୍ୟାଚରେ ଏମିତି କିଛି ଦେଖିବାକୁ ମିଳିଥିଲା, ଯାହାକୁ ଦେଖି ଫ୍ୟାନ୍ସ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ।ମ୍ୟାଚ…

ମହାକୁମ୍ଭରେ ମହାଶିବରାତ୍ରୀ ବୁଡ଼ ପାଇଁ ଜମିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼

ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ସ୍ନାନ କରିଥିବା ଶ୍ରଦ୍ଧାଳୁଙ୍କ ସଂଖ୍ୟା ୬୦ କୋଟି ପାର ହୋଇଗଲାଣି । ଆଜି ଅପରାହ୍ନ ୧୨ଟା ସୁଦ୍ଧା ୭୧ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ସ୍ନାନ କରିଛନ୍ତି । ମହାକୁମ୍ଭର ଶେଷ ଶାହୀ ସ୍ନାନ ମହାଶିବରାତ୍ରିରେ ରହିଛି । ମହାକୁମ୍ଭରେ ଲଗାତାର ଶ୍ରଦ୍ଧାଳୁଙ୍କ ଭିଡ଼କୁ…

ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

କିଟ୍ ବିଶ୍ୱବିଦ୍ୟାଳୟ ଘଟଣାରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଲେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନେପାଳ…

ମୋଦିଙ୍କ ପ୍ରମୁଖ ସଚିବ ହେଲେ ଶକ୍ତିକାନ୍ତ ଦାସ

ପୂର୍ବତନ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ଶକ୍ତିକାନ୍ତ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଶକ୍ତିକାନ୍ତ ଦାସ ୬ ବର୍ଷ ପାଇଁ RBI ଗଭର୍ନର ଭାବରେ କାର୍ଯ୍ୟ କରିବା ପରେ ଗତ ବର୍ଷ ଡିସେମ୍ବରରେ ଅବସର ନେଇଥିଲେ। ଏବେ ଅବସର ନେବାର କିଛି ମାସ…

ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନରୁ ଖସିପଡ଼ିଲା ଯାନ୍ତ୍ରିକ ସାମଗ୍ରୀ

ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ ଯାନ୍ତ୍ରିକ…

ଓଲଟିଲା OSRTC ବସ୍

ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସ୍‌ଆର୍‌ଟିସି ବସ୍, ଯାହାଫଳରେ ୨୦ ଆହତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲା ଲହୁଣିପଡା ଥାନା ମୁଚୁରିନାଳ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଛି ଏବଂ ପରେ ଓଲଟିପଡିଛି।…

ମାଲବାହୀ ଟ୍ରେନ୍‌ର ୩ଟି ୱାଗନ ଲାଇନଚ୍ୟୁତ

ଟିଟିଲାଗଡ଼ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ଟିଟିଲାଗଡ଼ ଠାରୁ ୮ ନମ୍ବର ଲାଇନରୁ ଡାଉନ୍ ଲାଇନ୍ ରହେନ୍ ଭଟା ଆଡ଼କୁ ଯାଉଥିବା ବେଳେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଗୋଟିଏ ୱାଗନ ପୁରା ରେଳ ଧାରଣାର କଡ଼କୁ ଚଢ଼ି ଯାଇଥିବା ବେଳେ ଆଉ ଦୁଇଟି ୱାଗନ ଲାଇନଚ୍ୟୁତ୍…