Browsing Tag

News

ଆଜିଠାରୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଅଜିଠୁ ସୁଭଦ୍ରା ଶକ୍ତି ମେଳା | ଭାଗ ନେବେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା SHG ଓ ଉତ୍ପାଦକ ଗୋଷ୍ଠୀ। ୩୦୦ରୁ ଅଧିକ ଷ୍ଟଲରେ ବିକ୍ରି ହେବ ବିବିଧ ସାମଗ୍ରୀ। ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ କ୍ରେତା, ବ୍ୟବସାୟ ଓ ବଜାର ସହ ଯୋଡ଼ିବାକୁ ସରକାରଙ୍କ ଉଦ୍ୟମ । ଆଜିଠୁ ଜନତା ମୈଦାନରେ ଆରମ୍ଭ…

ରଣଜୀ ଟ୍ରଫି ଫାଇନାଲରେ ବିଦର୍ଭ-କେରଳ

ଚଳିତ ରଣଜୀ ଟ୍ରଫିର ଶୁକ୍ରବାର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଫାଇନାଲରେ ବିଦର୍ଭ ଓ କେରଳ ପରସ୍ପରକୁ ଭେଟିବେ। ଗତ ଥରର ଫାଇନାଲିଷ୍ଟ ବିଦର୍ଭ ୮୦ ରନ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇକୁ ପରାସ୍ତ କରିଥିବା ବେଳେ କେରଳ ପ୍ରଥମ ଇନିଂସ…

ହାଶିମ୍‌ ବାବାଙ୍କ ବେଗମ୍‌ ଜୋୟା ଖାନ୍‌କୁ ବାନ୍ଧିଲା ଦିଲ୍ଲୀ ପୁଲିସ

ଅନେକ ବର୍ଷ ଧରି ପୋଲିସର ପହଞ୍ଚ ବାହାରେ ରହିଆସିଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଶିମ୍‌ ବାବାଙ୍କ ବେଗମ୍‌ ଜୋୟା ଖାନ୍‌ ଶେଷରେ ଦିଲ୍ଲୀ ପୋଲିସ୍‌ର ସ୍ପେଶାଲ ସେଲ୍‌ ଜାଲରେ ପଡ଼ିଛନ୍ତି। ‘ଲେଡି ଡନ’ ଭାବେ ପରିଚିତ ଏହି ୩୩ ବର୍ଷୀୟା ଗ୍ଲାମରସ୍‌ ମହିଳାଙ୍କୁ ବେଆଇନ ନିଶାଦ୍ରବ୍ୟ କାରବାର…

ଯୋଗୀ ଆଦିତ୍ୟନାଥଙ୍କୁ ମହାକୁମ୍ଭର ପାଣି ପିଇକି ଦେଖାଇବାକୁ କହିଲେ ଗାୟକ ବିଶାଲ

ବିଶାଲ ଦଦଲାନି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ।  ସେ କହିଛନ୍ତି  ମହାକୁମ୍ଭରେ ସ୍ନାନ କରିବା ପାଇଁ ଭକ୍ତଙ୍କ ଲମ୍ବା ଧାଡି ଅଛି ।  କିନ୍ତୁ ସଙ୍ଗମର ଅବସ୍ଥା ଦେଖି ଆଶ୍ଚର୍ଯ୍ୟ ଲାଗୁଛି କାରଣ ଏହାର ପାଣି ଏତେ ମଇଳା ଦେଖାଯାଉଛି । ତେବେ କିଛି ଦିନ ପୂର୍ବରୁ ଉତ୍ତର…

ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ

ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ । ତାଙ୍କୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ ସୋନିଆ ଗାନ୍ଧୀଙ୍କୁ ନିୟମିତ ଯାଞ୍ଚ ପାଇଁ ଭର୍ତ୍ତି କରାଯାଇଛି । ଗତକାଲି  ସୋନିଆ ଗାନ୍ଧୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ନାଳକୁ ଓଲଟିଲା ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ । ରାଜନଗର ବିବେକାନନ୍ଦ ହାଇସ୍କୁଲ ବାଘମାରିର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଏକ ବୋଲେରୋରେ ଯିବା ସମୟରେ ଏପରି ଦୁର୍ଘଟଣା ଘଟିଛି । ଗାଡ଼ିରେ ୧୨ ଜଣ ଛାତ୍ରଛାତ୍ରୀ ଥିଲେ ।  ସମସ୍ତଙ୍କୁ…

ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା | ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ଛାତ୍ରଛାତ୍ରୀଙ୍କୁ ମିଶାଇ ମୋଟ 5 ଲକ୍ଷ, 22 ହଜାର 336 ବିଦ୍ୟାର୍ଥୀ ଦେବେ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ 3 ହଜାର 133 ଟି ପରୀକ୍ଷା କେନ୍ଦ୍ର ଓ 314 ଟି ନୋଡାଲ ସେଣ୍ଟର ପ୍ରତିଷ୍ଠା…

ବାଂଲାଦେଶକୁ ୬ ଓ୍ବିକେଟରେ ହରାଇଲା ଭାରତ

ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍‌ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବାଂଲାଦେଶ…

ସୌରଭ ଗାଙ୍ଗୁଲିଙ୍କ କାରକୁ ଧକ୍କା ଦେଲା ଟ୍ରକ

ଗୁରୁବାର ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌରଭ ଗାଙ୍ଗୁଲି ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବର୍ଧବାନ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସୂଚନା ଅନୁଯାୟୀ, ଦାନ୍ତନପୁର ନିକଟରେ ହଠାତ୍ ଏକ ଟ୍ରକ ତାଙ୍କ…

ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ହତ୍ୟା ଧମକ ମିଳିଛି । ଇମେଲ ଜରିଆରେ ସିନ୍ଦେଙ୍କ କାରକୁ ଉଡାଇବାକୁ ଧମକ ମିଳିଛି । ମନ୍ତ୍ରଣାଳୟ ସହିତ ଗୋରେଗାଓଁ ଏବଂ ଜେଜେମାର୍ଗ ଥାନା ପୋଲିସକୁ ଧମକପୂର୍ଣ୍ଣ ଇମେଲ ମିଳିଛି । ମୁମ୍ବାଇ ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଏକନାଥ ସିନ୍ଦେଙ୍କୁ…