୨୧ରୁ ବଢିବ ବର୍ଷା ଓ ଘଡ଼ଘଡ଼ି, ୬ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ
ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି। କିଛି ସ୍ଥାନରେ ୪୦ରୁ ୫୦କି.ମି. ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି। ବାଲେଶ୍ୱରରେ ସର୍ବାଧିକ ୧୭.୬ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ଏହା ତଳକୁ ମୟୂରଭଞ୍ଜ ଜିଲାର ବାରିପଦାରେ ୩.୮ ମି.ମି. ବର୍ଷା…