Browsing Tag

News

ଅଚ୍ୟୁତଙ୍କ ବିରୋଧରେ ହୋଇପାରେ ବଡ଼ ଆକ୍ସନ

ରାଜ୍ୟ ଏବଂ ଦେଶକୁ ବଦନାମ କରିଛି କିଟ୍ ବିଶ୍ୱବିଦ୍ୟାଳୟ । ଏଥିରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାଁ ବି ସାମ୍ନାକୁ ଆସିଛି । ନେପାଳ ପ୍ରଧାନମନ୍ତ୍ରୀଙ୍କ ଟ୍ବିଟ୍ ପରେ ଏବେ ଚିନ୍ତାରେ ଭାରତର ବୈଦେଶିକ ମନ୍ତ୍ରଣାଳୟ। କିଟ୍ ଓ ଅଚ୍ୟୁତ ସାମନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ…

ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍‌, ଏମିତି ପ୍ରତିକ୍ରିୟା ରଖିଲେ ASI

IAS ବିଷ୍ଣୁପଦ ସେଠୀଙ୍କ ଘରେ CBI ରେଡ । CBI ର ୮ ଜଣିଆ ଟିମ ରେଡ କରୁଥୁବା ସୂଚନା ରହିଛି । ସରକାରୀ କ୍ଵାଟରରେ ପହଂଚି CBI ର ଟିମ ଛାନବିନ କରୁଛନ୍ତି । ସକାଳ ୭ଟାରୁ ଚାଲିଛି ମାରାଥନ୍ ରେଡ୍ । ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀକୁ ଅନୁକମ୍ପା ଦେଖାଇଥିଲେ ବିଷ୍ଣୁପଦ । ସରକାରୀ କ୍ଵାଟରରେ ପହଞ୍ଚି…

ପଦ୍ମ ପୁରସ୍କାର ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ମାସକୁ ମିଳିବ ୩୦ହଜାର ଟଙ୍କା

ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ସୋମବାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ ଉପସ୍ଥାପନ କରାଯାଇଛି। ତେବେ ଚଳିତ ବର୍ଷ ବଜେଟରେ ଓଡ଼ିଆ ଅସ୍ମିତାକୁ…

ଲ୍ୟାଣ୍ଡିଂ ବେଳେ ଓଲଟିପଡିଲା ଯାତ୍ରୀବାହି ବିମାନ

କାନାଡାର ଟୋରଣ୍ଟୋ ବିମାନବନ୍ଦରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ସୂଚନାଯୋଗ୍ୟ, ଡେଲ୍ଟା ଏୟାରଲାଇନ୍ସର ଏକ ବିମାନ ଅବତରଣ ସମୟରେ ବିମାନବନ୍ଦରରେ ଓଲଟି ପଡ଼ିଥିଲା। ଏହି ବିମାନରେ ମୋଟ ୮୦ଜଣ ଯାତ୍ରୀ ଥିଲେ। କୁହାଯାଉଛି ଯେ ଦୁର୍ଘଟଣାରେ ୧୮ଜଣ ଆହତ ହୋଇଛନ୍ତି ଯେଉଁମାନଙ୍କୁ ନିକଟସ୍ଥ…

ଚାମ୍ପିଅନ୍ସ ଟ୍ରଫି ପାଇଁ ସମସ୍ତ ଦେଶର ପତାକା ଲାଗିଥିବା ବେଳେ ଲାଗିନି ଭାରତୀୟ ପତାକା

ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ ପାକିସ୍ତାନରେ ହେଉଛି । ହେଲେ ଏହା ପୂର୍ବରୁ ବିବାଦ ସାମ୍ନାକୁ ଆସିଛି । କେବେ ଷ୍ଟାଡିୟମକୁ ନେଇ ତ କେବେ ଆୟୋଜନକୁ ନେଇ । ଏବେ ପତାକାକୁ ନେଇ ନୂଆ ବିବାଦ ଦେଖାଦେଇଛି । ଆଇସିସି ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବା ପୂର୍ବରୁ କରାଚିର ନ୍ୟାସନାଲ ଷ୍ଟାଡିୟମରେ…

ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ

ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ ବିଛା, ପୋଲିସ ପ୍ରଶାସନ ପକ୍ଷରୁ ୪୦ପ୍ଳାଟୁନ ଫୋର୍ସ…

ହଠାତ୍‌ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶକିରା

କଲମ୍ବିଆର ପ୍ରସିଦ୍ଧ ସିଙ୍ଗର ତଥା ସଙ୍ଗ୍‌ ରାଇଟର ଶକିରା ହଠାତ୍‌ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫଳରେ ପେରୁର ରାଜଧାନୀ ଲିମାରେ ହେବାକୁ ଥିବା ଶକିରାଙ୍କ ବହୁ ପ୍ରତୀକ୍ଷିତ ମ୍ୟୁଜିକ୍‌ କନ୍‌ସର୍ଟକୁ ବାତିଲ କରିବାକୁ ପଡ଼ିଛି। ଏନେଇ ଶକିରା ଏକ୍ସ’ରେ ଏକ…

ଆମେରିକାରେ ପ୍ରବଳ ବର୍ଷା ଯୋଗୁଁ କିଛି ନଦୀରେ ବନ୍ୟା

ଆମେରିକାର ଅନେକ ଅଞ୍ଚଳରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି, ଅନ୍ୟପଟେ କେଣ୍ଟୁକି ରାଜ୍ୟରେ ପ୍ରବଳ ବର୍ଷା ତାଣ୍ଡବ ସୃଷ୍ଟି କରିବା ଆରମ୍ଭ କରିଛି। ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ଅନେକ ନଦୀରେ ବନ୍ୟା ଆସିଛି। ଏଥିପାଇଁ ଏପର୍ଯ୍ୟନ୍ତ ୯ଜଣ ଲୋକଙ୍କ ଜୀବନ ଯାଇଛି। ପାଣିପାଗ ବିଭାଗ ଅନୁଯାୟୀ,…

ଅସହ୍ୟ ଗରମ ଯୋଗୁଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ ପକ୍ଷରୁ ଏକ ଏସ୍‌ଓପି ଜାରି କରାଯାଇଛି। ଏଥିସହ ବିଶ୍ୱବିଦ୍ୟାଳୟର…

ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର

ବରିଷ୍ଠ ପ୍ରଶାସନିକ ଅଧିକାରୀ ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର । ସେ ବର୍ତ୍ତମାନ ସିଇସି ଥିବା ରାଜୀବ କୁମାରଙ୍କ ସ୍ଥାନ ନେବେ। ନିଯୁକ୍ତିକୁ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି…