Trending
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
- ରାଜଧାନୀରୁ ନିଖୋଜ ,ମୈତ୍ରୀବିହାର ଥାନା ଅଞ୍ଚଳରୁ ଉଦ୍ଧାର
- ଯୁଦ୍ଧ ଭିତରେ ୫୨,୩୬୦ ଜଣ ଭାରତୀୟ ଘରକୁ ଫେରିଛନ୍ତି
- ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି,ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ
Browsing Tag
News
ଆମେରିକାରେ ପୁଣି ଦୁଇ ବିମାନ ମୁହାଁମୁହିଁ ଧକ୍କା
ସକାଳୁ ସକାଳୁ ଘଟିଛି ବଡ଼ ଅଘଟଣ। ଦୁଇ ବିମାନ ମୁହାଁମୁହିଁ ଧକ୍କା। ହେଲେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା। ରନଓ୍ୱେ ସମୟରେ ଧକ୍କା ହୋଇଥିବା କୁହାଯାଉଛି। ପୂର୍ବରୁ ମଧ୍ୟ କିଛି ଦିନ ତଳେ ମଝି ଆକାଶରେ ଦୁଇ ବିମାନ ଧକ୍କା ହୋଇଥିଲା। ଫଳରେ ଅନେକ ଯାତ୍ରୀଙ୍କ ଜୀବନ ମଧ୍ୟ ଯାଇଥିଲା।
ଆଜି ଏମିତି କଟିବ ଆପଣଙ୍କର ଦିନ
ମେଷ : ଆଜି ବନ୍ଧୁ ସମ୍ପର୍କ ମଧ୍ୟରେ ବୈବାହିକ ସମ୍ବନ୍ଧ କିମ୍ବା ବ୍ୟବସାୟିକ ଅଂଶୀଦାର ସମ୍ପର୍କିତ ଆଲୋଚନା କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମ ଅଟକିଯାଇପାରେ। ସାହିତ୍ୟ, ସଂସ୍କୃତି, କଳା, କ୍ରୀଡ଼ା ଏବଂ ମନୋରଞ୍ଜନ…
ରାଜ୍ୟରେ ଆଉ ୩ଦିନ ଅନୁଭୂତ ହେବ ଘନ କୁହୁଡି
ଲଗାତର କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ,…
ବରବାଟିରେ ଟିକେଟ ପାଇଁ ଧସ୍ତାଧସ୍ତି ବେଳେ ପୁଲିସର ଲାଠି ଚାର୍ଜ
କଟକ ବାରବାଟୀ ଷ୍ଟାଡ଼ିୟମ୍ରେ ଆସନ୍ତା ୯ତାରିଖରେ ଟିମ୍ ଇଣ୍ଡିଆ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ। ଏଥିଲାଗି ବୁଧବାର ଅଫଲାଇନ୍ ଟିକେଟ୍ ବିକ୍ରିବେଳେ ଅସମ୍ଭାଳ ଭିଡ଼ ହେବାରୁ ଧସ୍ତାଧସ୍ତି ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ରାତିରୁ ଅନେକ ବ୍ୟକ୍ତି ଲାଇନ…
ବିରାଟ କୋହଲି ପୁଣି RCBର ଅଧିନାୟକତ୍ୱ କରିବେ କି?
ବିରାଟ କୋହଲି ଆଇପିଏଲରେ ଦୀର୍ଘ ସମୟ ଧରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଥିଲେ। ବିରାଟ କୋହଲିଙ୍କ ପରେ, ଫାଫ ଡୁ ପ୍ଲେସିସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକତ୍ୱ ଗ୍ରହଣ କରିଥିଲେ। କିନ୍ତୁ ଏବେ ଫ୍ରାଞ୍ଚାଇଜ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀଙ୍କୁ ରିଲିଜ୍…
ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ
ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ…
`ବିକଶିତ ଗାଁ ବିକଶିତ ଓଡିଶା’ର ଉଦଘାଟନ କରିବେ ମୋହନ ମାଝି
`ବିକଶିତ ଗାଁ ବିକଶିତ ଓଡିଶା'ର ଶୁଭ ଉଦଘାଟନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଖୋର୍ଦ୍ଧା ଜଙ୍କିଆରେ ଅନୁଷ୍ଠିତ ହେବ ଉଦଘାଟନ ଉତ୍ସବ । ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବା ସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ । ଏହି ଯୋଜନାରେ ୫ ବର୍ଷ ପାଇଁ ୫…
ବାରବାଟୀ ଷ୍ଟାଡିଅମ ପାଖରେ ଟିକେଟ ପାଇଁ ଲମ୍ବାଲାଇନ
ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ବାରବାଟୀ ଦିନିକିଆ କ୍ରିକେଟ ମ୍ୟାଚ ଆଉ ମାତ୍ର ୪ଦିନ ପରେ। ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି ପହଞ୍ଚତ୍ଲାଣି। ଅନଲାଇନ୍ରେ ଟିକଟ ବୁକିଂରୁ ନିରାଶ କ୍ରିକେଟପ୍ରେମୀ କାଉଣ୍ଟରରେ ଟିକେଟ କରିବାକୁ ଷ୍ଟାଡିୟମ ପାଖରେ ଏବେଠୁ ଭିଡ଼ ଜମାଇଲେଣି। ବୁଧବାର…
ଆଜି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବାହ୍ନ ୧୧ଟାରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ପହଞ୍ଚତ୍ ମହାକୁମ୍ଭ ମେଳା ପରିଦର୍ଶନ କରିବା ସହ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ…