Browsing Tag

News

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟଦାନ ସନ୍ଧ୍ୟା ୫ଟାରେ ଶେଷ ହେବ କିନ୍ତୁ ଧାଡ଼ିରେ ଅପେକ୍ଷା କରିଥିବା ଲୋକମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ। ନିର୍ବାଚନ କମିଶନ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି କରିଛନ୍ତି। ସମସ୍ତ ମତଦାନ…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜି ଦିନଟିରେ ଅର୍ଥଲାଭ ସହ କିଛି ପୁରୁଣା କଥା ଓ ନୂଆ କାମକୁ ନେଇ ବ୍ୟସ୍ତ ରହିବେ। ପ୍ରତ୍ୟେକ ସ୍ତରରେ ଆମତ୍ୀୟଙ୍କ ପ୍ରତି ସହାନୁଭୂତି ପ୍ରଦର୍ଶନ କରି ଚର୍ଚ୍ଚିତ ହେବେ। ଧର୍ମକାର୍ଯ୍ୟ, ସଭାସମିତି, ରାଜନୀତି, ପ୍ରଶାସନ, ସାମ୍ବାଦିକତା ତଥା ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ।…

ଆଜିଠୁ ଖଣ୍ଡଗିରିରେ କୁମ୍ଭମେଳା ଆରମ୍ଭ

ମାଘ ମେଳା ପାଇଁ ଉତ୍ସବମୁଖର ଭୁବନେଶ୍ବର ଖଣ୍ଡଗିରି । ବହୁ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ଘଣ୍ଟ ଘଣ୍ଟା ବେଦ ମନ୍ତ୍ର ରେ ପ୍ରକମ୍ପିତ ହେଉଛି ସାରା ପରିବେଶ । ମାଘ ସପ୍ତମୀରୁ ଧ୍ବନି ପ୍ରଜ୍ବଳିତ ହେଇ ମାଘ ପୂର୍ଣ୍ଣମୀରେ ପଡ଼ିବ ପୂର୍ଣ୍ଣାହୁତି । ବିଶ୍ୱର କଲ୍ୟାଣ ଓ ଶାନ୍ତି…

SCBରେ ହେବ ୫୦୦ ବେଡ୍‌ର ଟ୍ରମା ସେଣ୍ଟର

କଟକ ଶ୍ରରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ବଢ଼ିବ ଟ୍ରମା ସେଣ୍ଟର ବେଡ୍ । ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ । ପ୍ରଧାନମନ୍ତ୍ରୀ ସ୍ଵାସ୍ଥ୍ୟ ସୁରକ୍ଷା ଯୋଜନାରେ ଏହା ପ୍ରତିଷ୍ଠା ହେବ । କେନ୍ଦ୍ର ସରକାରଙ୍କ ଅନୁମତି ପରେ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ଅନୁମୋଦନ । ଟ୍ରମା…

ସୋସିଆଲ ମିଡିଆ ୟୁଜର୍ସଙ୍କ ଟ୍ରୋଲ୍‌ର ଶିକାର ହେଉଛନ୍ତି ଉଦିତ ନାରାୟଣ

ଗାୟକ ଉଦିତ୍‌ ନାରାୟଣ ମଞ୍ଚରେ ଜଣେ ମହିଳାଙ୍କୁ ଚୁମ୍ବନ ଦେଇ ବିବାଦଘେରକୁ ଆସିଛନ୍ତି। ଏକ ଲାଇଭ୍‌ କନ୍‌ସର୍ଟରେ ଜଣେ ଯୁବତୀ ତାଙ୍କ ସହ ସେଲ୍‌ଫି ନେବା ପାଇଁ ଅନୁରୋଧ କରିଥିଲେ। ଉଦିତ୍‌ ଯୁବତୀ ଜଣକ ସହ ସେଲ୍‌ଫି ଉଠାଇ ତାଙ୍କୁ ଏକ ଚୁମ୍ବନ ଦେଇଥିଲେ। ଏହାର କିଛି ଭିଡିଓ ଏବେ ଭାଇରାଲ ହେଉଛି।…

କନ୍ନାପ୍ପା ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର

‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର। ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍‌ ଉପରୁ ପରଦା ଉଠିଛି। ଏହି ଲୁକ୍‌ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି। ଇନ୍‌ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍‌ର…

ଚନ୍ଦ୍ରିକା ଟଣ୍ଡନ ଜିତିଲେ ଗ୍ରାମୀ ପୁରସ୍କାର

ସଙ୍ଗୀତ କ୍ଷେତ୍ରରେ ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର ସମାରୋହ ଗ୍ରାମୀ ଆଓ୍ବାଡର୍‌ସର ୬୭ତମ ସଂସ୍କରଣ ଆମେରିକାର ଲସ୍‌ଏଞ୍ଜେଲ୍ସସ୍ଥିତ କ୍ରିପ୍ଟୋ ଡଟ୍‌ କମ୍‌ ଏରିନାଠାରେ ରେକର୍ଡିଙ୍ଗ ଏକାଡେମୀ ଦ୍ୱାରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରେଣୀରେ ପ୍ରଖ୍ୟାତ ସଙ୍ଗୀତଜ୍ଞଙ୍କୁ…

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶଦ୍ଧାଳୁ

ଆଜି ପବିତ୍ର ମାଘ ସପ୍ତମୀ। ଏହି ପରିପ୍ରେକ୍ଷୀରେ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମଙ୍ଗଳବାର ଭୋରରୁ ଲକ୍ଷାଧିକ ସାଧୁ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବହୁ ଶ୍ରଦ୍ଧାଳୁ ଓ ସାଧୁସନ୍ଥଙ୍କ ସମାଗମ ହୋଇଛି। ଏନେଇ ମେଳାପଡ଼ିଆ…

ଜାଣନ୍ତୁ ଆଜି କେଉଁ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ?

ମେଷ : ଆଜି ପଡ଼ୋଶୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର କାରଣ ହୋଇପାରେ। ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍କଲେ ସଫଳତା ମିଳିବ। କର୍ମକ୍ଷେତ୍ରର ଅସଜଡ଼ା ପରିସ୍ଥିତି ଆପଣଙ୍କୁ ଅତ୍ୟଧିକ ଦାୟିତ୍ୱ ନେବାକୁ ବାଧ୍ୟକରିବ। ପରିବାର ମଧ୍ୟରେ ପିଲାଙ୍କ କାର୍ଯ୍ୟକଳାପ ଆପଣଙ୍କୁ…

ସିରିଆର ମନବିଜ୍ ସହରରେ ବୋମା ବିସ୍ଫୋରଣରେ ୧୫ ଜଣଙ୍କ ମୃତ୍ୟୁ

ଉତ୍ତର ସିରିଆର ମନବିଜ୍ ସହର ଉପକଣ୍ଠରେ ଏକ ବଡ଼ ଧରଣର ବୋମା ବିସ୍ଫୋରଣ ଘଟିଛି । କୃଷି ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ନିକଟରେ ଏହି ବିସ୍ଫୋରଣ ଘଟିଛି । ଏକ କାରରେ ଧମାକା ହୋଇଥିବା ବେଳେ ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି । ଅନେକ ଲୋକ ଆହତ ହୋଇଥିବା ସ୍ଥାନୀୟ ନାଗରିକ ପ୍ରତିରକ୍ଷା…