Browsing Tag

News

ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ

ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି । ଏନେଇ ତାଙ୍କୁ ବରଗଡ଼ ସହର ସ୍ଥିତ ଏକ ଘରୋଇ ହସ୍ପିଟାଲ ରୁ ଭୂବନେଶ୍ବର ଅଭିମୁଖେ ଅଣାଯାଇଛି ।  ଭୂବନେଶ୍ବରରେ ଥିବା ଏକ ଘରୋଇ ହସ୍ପିଟାଲକୁ…

କେନ୍ଦ୍ର ବଜେଟରେ ଓଡିଶାକୁ ୧୦୫୯୯ କୋଟିର ରେକର୍ଡ ଟଙ୍କା ଅନୁଦାନ

ରେଳ ବଜେଟରେ ଓଡିଶାକୁ ପୁଣି ଅର୍ଥ ଅଜାଡି ଦେଲେ କେନ୍ଦ୍ର ସରକାର  ।  ମୋଦୀ ସରକାରଙ୍କ ତୃତୀୟ ପାଳିର ଦ୍ଵିତୀୟ ବଜେଟରେ ଓଡିଶାକୁ 10,599 କୋଟିର ରେକର୍ଡ ଟଙ୍କା ଅନୁଦାନ ।  ଗତ 10 ବର୍ଷରେ ଓଡିଶାରେ ତିଆରି ହୋଇଛି 2046 କିମିର ନୂଆ ରେଳ ଲାଇନ ।   ଯାହା ମାଲେସିଆ ଭଳି ଦେଶର ସମ୍ପୂର୍ଣ୍ଣ ରେଳ…

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପାଇଁ ଜୋରଜାର ପ୍ରସ୍ତୁତି

ଆସନ୍ତାକାଲି କୋଣାର୍କ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବେ ଲକ୍ଷାଧିକ ଭକ୍ତ । ଏହା ପୂର୍ବରୁ ତୀର୍ଥ ପୁଷ୍କରିଣୀ ଖନନ ହୋଇ ପରିସ୍କାର କରିବା ସହିତ ପରିମଳ ବ୍ୟବସ୍ଥା, ଆଲୋକିକରଣ, ପାନୀୟ ଜଳ ଯୋଗାଣ, ବ୍ୟାରିକେଡର ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଉକ୍ତମାନେ ବୁଡ଼ ପକାଇବା ପରେ…

ବରିଷ୍ଠ କଂଗ୍ରେସ ନେତା ଶକିଲ ଅହମ୍ମଦ ଖାନଙ୍କ ପୁଅ ଆତ୍ମହତ୍ୟା

ବିହାରର ବରିଷ୍ଠ କଂଗ୍ରେସ ନେତା ଶକିଲ ଅହମ୍ମଦ ଖାନଙ୍କ ପୁଅ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୁହାଯାଉଛି ଯେ ସେ ପାଟନାର ଏମଏଲସି ବାସଭବନରେ ଆତ୍ମହତ୍ୟା କରିଛନ୍ତି। ସଚିବାଳୟ ଡିଏସପି ଘଟଣାର ସତ୍ୟାସତ୍ୟ ପ୍ରକାଶ କରିଛନ୍ତି ଏବଂ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି…

କେନ୍ଦ୍ରୀୟ ବଜେଟକୁ ଅଭୁତପୂର୍ବ ଜନସମର୍ଥନ ମିଳିଥିବାରୁ ବିଜେଡି ବିବ୍ରତ : ଡ.ଯତିନ ମହାନ୍ତି

ପାଲ୍ୟାମେଂଟରେ ଗତକାଲି ଏକ ଐତିହାସିକ, ଲୋକକଲ୍ୟାଣକାରୀ ଓ ବିକାଶମୁଖୀ ବଜେଟ ଆଗତ କରାଯାଇଛି ଏହି ବଜେଟ୍‌କୁ ଅଭୁତପୂର୍ବ ଜନସମର୍ଥନ ମିଳିଛି । ଏନେଇ ବିଜେଡି ବ୍ୟସ୍ତବିବ୍ରତ ହୋଇଯାଇଛି ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତିନ ମହାନ୍ତି କହିଛନ୍ତି। ଡ. ମହାନ୍ତି କହିଛନ୍ତି, ଏହି…

ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ହେଉଛି ତାତି

ଫେବ୍ରୁଆରୀ ଆରମ୍ଭରୁ ପାରଦ ଉପରମୁହାଁ। ସକାଳ ୧୦ଟାରୁ ଅସମ୍ଭାଳ ହେଉଛି ତାତି ।  ପ୍ରଥମ ସପ୍ତାହରୁ ୩୬ ଡିଗ୍ରୀ ପାର କଲା ପାରଦ। ଗତକାଲି ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀରେ ମଧ୍ୟ ବଢ଼ିଛି ପାରଦ। ଭୁବନେଶ୍ବରରେ ୩୪.୯ ଡିଗ୍ରୀ…

ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ

ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ରେ ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ ସହାୟତାରେ ଭାରତ ୧୫୦ ରନରେ ସହଜ ବିଜୟ ହାସଲ କରିଛି। ଏଥିସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ଜିତି ନେଇଛି। ୨୪୮ରନର ବିଜୟ ଲକ୍ଷ୍ୟ ନେଇ…

ଆମେରିକା ଡେମୋକ୍ରାଟ୍‌ ନେତା ଭାବେ ନିର୍ବାଚିତ ହେଲେ କେନ୍‌ ମାର୍ଟିନ୍‌

ଆମେରିକାର ଡେମୋକ୍ରାଟ୍‌ମାନେ ୫୧ ବର୍ଷୀୟ ପ୍ରଗତିଶୀଳ ଆକ୍ଟିଭିଷ୍ଟ କେନ୍‌ ମାର୍ଟିନ୍‌ଙ୍କୁ ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ଗତବର୍ଷ ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ପ୍ରାର୍ଥୀ ପରାଜିତ ହେବା ପରେ ସ୍ଥିତି ସୁଧାରିବା ପାଇଁ ମାର୍ଟିନ୍‌ ଦଳର ପୁନର୍ଗଠନ କରିବେ। ଏଥିସହିତ ରିପବ୍ଲିକାନ…

ଇଂଲଣ୍ଡକୁ ହରାଇ ସିରିଜ ଜିତିଲା ଭାରତ

ଟିମ୍‌ ଇଣ୍ଡିଆ ରାଜକୋଟରେ ଖେଳାଯାଇଥିବା ଚତୁର୍ଥ ଟି୨୦ କ୍ରିକେଟ ମ୍ୟାଚ୍‌ରେ ବିଜେତା ହୋଇ ସିରିଜ୍‌କୁ ଆଗୁଆ ଜିତି ନେଇଛି। ଭାରତ ୧୫ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଶିବମ୍‌ ଦୁବେ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୧ କରିଥିଲା। ଜବାବରେ…

ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ

ସବୁଦିନ ଲାଗି ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ। ସେ ନିଜେ ଏନେଇ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇବା ଯୋଗୁ ଏଭଳି ହୋଇଥିବା ସେ ପୋଷ୍ଟ କରି ଅଭିଯୋଗ ଆଣିଛନ୍ତି। ଟୁଇଟର ତରଫରୁ ଆସିଥିବା ମେଲ୍‌ର ସ୍କ୍ରିନଶଟ୍‌ ଶେୟାର…