Browsing Tag

News

ରାଷ୍ଟ୍ରପତିଙ୍କୁ Poor Lady କହି କଟାକ୍ଷ କଲେ ସୋନିଆ

ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ…

ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍‌ତାର୍‌

ରାପର୍ ରଫ୍‌ତାର୍‌ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି। ରଫ୍‌ତାର୍‌ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…

ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ

ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…

ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ପାଇଁ ବାରବାଟୀରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ…

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୨ ଓ ୩ ତାରିଖରେ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୫ ଓ ୬ ତାରିଖରେ ବନ୍ଦ ରହିବ ମରାମତି କାର୍ଯ୍ୟ। ଶ୍ରୀପଞ୍ଚମୀ ତଥା ବନକଲାଗି ବିଶେଷ ନୀତିକୁ ନଜରରେ ରଖି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଦିନ…

ଆଜି ଭାରତ-ଇଂଲଣ୍ଡ ଚତୁର୍ଥ ଟି-ଟ୍ୱେଣ୍ଟି ମୁକାବିଲା

ଆଜି ସନ୍ଧ୍ୟା ୭ଟାରେ ପୁଣେରେ ଖେଳାଯିବ ଏହା ମ୍ୟାଚ୍ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ଵାଧୀନ ଭାରତୀୟ ଦଳର ନଜର ସିରିଜ୍ ବିଜୟ ଉପରେ ରହିଛି। ଅନ୍ୟପଟେ ଜୋସ ବଟଲରଙ୍କ ଦଳ ମୁକାବିଲା ଜିତି ସିରିଜ୍ ବରାବର କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ । ବର୍ତ୍ତମାନ ୨-୧ ସିରିଜରେ ଭାରତ ଆଗୁଆ ରହିଛି…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ କୋହଲି ଓ ରାଜୀବ ଶୁକ୍ଳା

ବିସିସିଆଇ ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ତାଙ୍କ ସହିତ ବିରାଟ କୋହଲି ଏବଂ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ନଜର ଆସିଛନ୍ତି। ରାଜୀବ ଶୁକ୍ଲା କ୍ୟାପସନରେ ଲେଖିଛନ୍ତି, ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ଭେଟି ବହୁତ ଭଲ ଲାଗିଲା।…

ଭାଗବତଙ୍କୁ କଳାପତାକା ଦେଖାଇଲା ଛାତ୍ର କଂଗ୍ରେସ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ସରସଂଘଚାଳକ ମୋହନ ଭାଗବତଙ୍କୁ ମଞ୍ଚେଶ୍ୱରଠାରେ ଛାତ୍ର କଂଗ୍ରେସ ପକ୍ଷରୁ କଳାପତାକା ଦେଖାଯାଇ ବିରୋଧ ପ୍ରଦର୍ଶନ କରାଯାଇଛି। ଭାଗବତ ସୂଚନା ଭବନଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବାବେଳେ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନଙ୍କ…

ମହାକୁମ୍ଭରେ ବୁଡ଼ ପକାଇଲେ ପୁନମ ପାଣ୍ଡେ

ମୌନୀ ଅମାବାସ୍ୟା ଅବସରରେ ଅଭିନେତ୍ରୀ ପୁନମ ପାଣ୍ଡେ ପ୍ରୟାଗରାଜର କୁମ୍ଭ ନଗରୀରେ ପହଞ୍ଚିଥିଲେ। ମହାକୁମ୍ଭରେ ପହଞ୍ଚିଥିବା ପୁନମ ପାଣ୍ଡେ ପୂର୍ବରୁ ଘୋଷଣା କରିଥିଲେ ଯେ ସେ ମହାକୁମ୍ଭ ଯିବେ। ସଙ୍ଗମ କୂଳରେ ବୁଡ଼ ପକାଇବା ପରେ, ସେ ଡଙ୍ଗାରେ ବସି କିଛି ସମୟ ବୁଲାବୁଲି ମଧ୍ୟ କରିଥିଲେ। ସେ ଫଟୋ…