Browsing Tag

News

‘ଉତ୍କର୍ଷ ଓଡ଼ିଶା’ କନ୍‌କ୍ଲେଭର ଉଦ୍‌ଘାଟନ କରିବେ ମୋଦି

ଜନତା ମଇଦାନରେ ଜମିବ ବଡ ବଡ ଶିଳ୍ପପତିଙ୍କ ଆସର । କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ 11 ଟାରେ ଉତ୍କର୍ଷ ଓଡ଼ିଶା କନକ୍ଲେଭର ହେବ ଶୁଭ ଉଦଘାଟନ । ବିଭିନ୍ନ କ୍ଷେତ୍ର ପାଇଁ ଅନୁଷ୍ଠିତ ହେବ 15ଟି ସ୍ଵତନ୍ତ୍ର ଅଧିବେଶନ ।ଆଜି 5ଟି ଓ ଆସନ୍ତାକାଲି…

ଆଜିର ରାଶିଫଳ

ମେଷ : ଆଜି କର୍ମାଧିପ ଏକାଦଶସ୍ଥ ଯୋଗୁ ଶିଳ୍ପ, ନୂତନ ପ୍ରକଳ୍ପ କାର୍ଯ୍ୟ, ପରିବହନ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ ତଥା ପ୍ରତିଯୋଗିତା ପ୍ରଭୃତିରେ ସଫଳତା ହାସଲ କରିବେ, ନୀଚ୍ଚାରୋହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ସମସ୍ୟାରେ କୌଣସି ପରିବର୍ତ୍ତନ ହେବନାହିଁ।…

ଆଜି କୁମ୍ଭମେଳାର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ

୧୦୦ ଘଣ୍ଟା ଭିତରେ ଯୋଗୀ ଆଦିତ୍ୟନାଥଙ୍କ ଏହା ଦ୍ବିତୀୟ ଗସ୍ତ । ଆସନ୍ତା ୨୯ ତାରିଖରେ ମୌନୀ ଅମାବାସ୍ୟା । ସେହିଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ବୁଡ ପକାଇବେ । ଏଥିପାଇଁ ଉତ୍ତରପ୍ରଦେଶ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳରେ ୫ଘଣ୍ଟା ରହି ପ୍ରସ୍ତୁତିର…

ଭାରତ ଫେରିବ ମୁମ୍ବାଇ ଆକ୍ରମଣର ମୋଷ୍ଟ ୱାନ୍ଟେଡ ତହିବୁର ରାଣା

ମୁମ୍ବାଇ ଆକ୍ରମଣ ଦୋଷୀ ତହିବୁର ରାଣାକୁ ଭାରତ ଅଣାଯିବ । ଆମେରିକାର ସୁପ୍ରିମକୋର୍ଟ ତାଙ୍କ ପ୍ରତ୍ୟର୍ପଣକୁ ମଞ୍ଜୁରୀ ଦେଇଛନ୍ତି । ଗୋଟିଏ ପ୍ରକାରେ ଏହା ଆମେରିକୀୟ ଦରବାରରେ ଭାରତ ପାଇଁ ଏକ ବଡ଼ ବିଜୟ। ଅଗଷ୍ଟ ୨୦୨୪ରେ, ଆମେରିକାର କୋର୍ଟ ଭାରତ-ଆମେରିକା ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ…

ଆମେରିକାର ପ୍ରତିରକ୍ଷା ହେଲେ ମନ୍ତ୍ରୀପିଟ୍‌ ହେଗସେଥ

ପିଟ୍‌ ହେଗସେଥ ଆମେରିକାର ନୂଆ ପ୍ରତିରକ୍ଷା ମନ୍ତ୍ରୀ ହୋଇଛନ୍ତି। ଆମେରିକାର ସିନେଟ ପିଟ ହେଗସେଥଙ୍କ ନାମକୁ ଅନୁମୋଦନ କରିଛି। ପେଣ୍ଟାଗନର ନେତୃତ୍ୱ ନେବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ମନୋନୀତ ପିଟ ବହୁତ କଷ୍ଟରେ ଅନୁମୋଦନ ପାଇଛନ୍ତି। ପ୍ରକୃତରେ, ପିଟ ଜଣେ ମହିଳାଙ୍କୁ…

୯୪୨ ଯବାନଙ୍କୁ ମିଳିବ ବୀରତା ପୁରସ୍କାର

୨୦୨୫ ଗଣତନ୍ତ୍ର ଦିବସ ଅବସରରେ, ପୋଲିସ, ଅଗ୍ନିଶମ, ଗୃହରକ୍ଷୀ ଏବଂ ନାଗରିକ ସୁରକ୍ଷା ଏବଂ ସଂଶୋଧନ ସେବାର ୯୪୨ ଜଣ କର୍ମଚାରୀଙ୍କୁ ବୀରତ୍ୱ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ୯୫ ଜଣ ସୈନିକଙ୍କୁ ବୀରତ୍ୱ ପଦକ, ୧୦୧ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ, ୭୪୬ ଜଣଙ୍କୁ ପ୍ରଶଂସନୀୟ…

ସାଂସଦ ପ୍ରିୟା ସରୋଜଙ୍କୁ ବାହା ହେବାକୁ ଯାଉଛନ୍ତି ରିଙ୍କୁ ସିଂହ

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଟିମ ଇଣ୍ଡିଆର ଷ୍ଟାର ରିଙ୍କୁ ସିଂହ। ସେ ଖୁବଶୀଘ୍ର ନିଜର ପ୍ରେମିକା ତଥା ସାଂସଦ ପ୍ରିୟା ସରୋଜଙ୍କୁ ବାହା ହେବ। ପ୍ରିୟା ହେଉଛନ୍ତି ସମାଜବାଦୀ ପାର୍ଟିର ସାଂସଦ। ରିଙ୍କୁ ଓ ପ୍ରିୟା ପ୍ରାୟ ଗୋଟିଏ ବର୍ଷରୁ ଅଧିକ ଦିନ ହେଲା ପରସ୍ପରକୁ ଭଲ ପାଉଥିଲେ।…

୧୦ ମାଓବାଦୀଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମଧ୍ୟରେ ଗତକାଲି ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ଆଜି ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ କରୁଥିବା ବେଳେ ୧୦ ନକ୍ସଲଙ୍କ ମୃତଦେହ ଜବତ କରିଛି। ଓଡ଼ିଶା ଏସଓଜି…

ଚାମ୍ପିଅନ୍ସ ଟ୍ରଫିରେ ରୋହିତ ଶର୍ମା ଦଳର ଅଧିନାୟକ

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ରୋହିତ ଶର୍ମା ଦଳର ଅଧିନାୟକ ଥିବା ବେଳେ ଶୁଭମନ ଗିଲ ଉପଅଧିନାୟକ ରହିଛନ୍ତି । ପ୍ରଥମଥର ପାଇଁ ଶୁଭମନ ଗିଲ ଉପଅଧିନାୟକ ହେବେ । ଫେବ୍ରୁଆରୀ ୨୩ରେ ପାକିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ । ଫେବ୍ରୁଆରୀ ୧୯ରୁ ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବ…

କେଜରିଓ୍ବାଲଙ୍କ ଉପରେ ପଥରମାଡ଼

ନିର୍ବାଚନ ପ୍ରଚାର ସମୟରେ ଅରବିନ୍ଦ କେଜରିୱାଲଙ୍କ କାର ଉପରେ ଆକ୍ରମଣ ହୋଇଛି। କେଜରିୱାଲଙ୍କ ଗାଡ଼ି ଉପରକୁ ପଥର ଫିଙ୍ଗାଯାଇଛି। ଏହି ଅଭିଯୋଗ ପରେ, ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି। ଆମ ଆଦମୀ ପାର୍ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହାର ଅଫିସିଆଲ ହ୍ୟାଣ୍ଡେଲରେ ଏକ ଭିଡିଓ…