Browsing Tag

News

ରଘୁରାଜପୁର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ ସହ ପ୍ରଦର୍ଶନୀ ପଡ଼ିଆରେ…

ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ: ସେପଟେ ଗୁଳିମାଡ଼କୁ ନେଇ ଜୋରଧରିଲା ରାଜନୀତି

ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ ଅଫିସ ଏବଂ ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍‌ ଜାରି ରହିଛି। କାଲି ୪୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଆୟକର ବିଭାଗ। ସେପଟେ ନବ…

ମନୁଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ମନୁଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି  ।  ୩୨ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରପତି ଭବନରେ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି।…

କଣ ରହିଛି ଆଜିର ରାଶିଫଳ ?

ମେଷ : ଚନ୍ଦ୍ର ଧନାଧିପତି ନକ୍ଷତ୍ରରେ ଅବସ୍ଥାନ କରି ଆପଣଙ୍କୁ ଅର୍ଥ, ସୁଖ, ସ୍ବାଚ୍ଛନ୍ଦ୍ୟ ପ୍ରଦାନ କରିବେ। ବୋଝ ଭଳି ରହିଥିବା ସମସ୍ୟା ଆଜି ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ରବି ପାପଗ୍ରହ କେତୁଙ୍କ ସହ କର୍ମସ୍ଥ ପାରିବାରିକ ମତାନ୍ତରଜନିତ ସୁସମ୍ପର୍କ ବ୍ୟାହତ ହେବ। ଯାତ୍ରା,…

କୁମ୍ବିଂ ଅପରେସନ ବେଳେ ମାଓ ଡମ୍ପ ଠାବ

ମାଲକାନଗିରି ସୀମାନ୍ତ ଛତିଶଗଡ଼ କୋଣ୍ଡାଗାଓଁ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । କୁମ୍ବିଂ ଅପରେସନ ବେଳେ ଘଞ୍ଚ ଜଙ୍ଗଲ ଭିତରୁ ମାଓ ଡମ୍ପ ଠାବ କଲେ ଯବାନ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଲୁଚାଇ ରଖିଥିବା ଏହି ଡମ୍ପ ଭିତରୁ ୧୪ଟି ଭାର୍ମର ବନ୍ଧୁକ ଓ…

ଆଜିଠାରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ଯ୍ୟ ଶେଷ ହୋଇଛି । ଏବେ କାନ୍ଥର ମରାମତି ଓ ଯେଉଁ ପଥରରେ ଅଧିକ ଫାଟ ରହିଥିବ, ସେଗୁଡିକ ପରିବର୍ତ୍ତନ କରାଯିବ । ଚଟାଣ ନୂଆ ଭାବେ କରାଯିବ । ଯେଉଁ ଦିନଠାରୁ କାମ ଆରମ୍ଭ ହେଲାଣି ସଠିକ ସମୟ ଦିଆଯାଇପାରିନି । ସେହିପରି ବିଶେଷ ଦିନ ମାନଙ୍କରେ କାମ ବନ୍ଦ ରହିଛି ।…

ଗଜପତି ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ

ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଛି ଗଜପତିଙ୍କ ପୁଷ୍ୟାଭିଷେକ । ଏଥିପାଇଁ ଶ୍ରୀନହରରେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା । ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ । ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି…

୧୮ରୁ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ । ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଗତବର୍ଷ ୧୨୧…

ଚୀନ ସୀମାରେ ରୋବୋଟିକ ସେନା ମୁତୟନ କରିଛି ଭାରତ

କିଛି ମାସ ତଳେ ଖବର ଆସିଥିଲା ଯେ ଏଲଏସିରେ ଚୀନ ନିଜର ରୋବୋଟିକ୍ ଡଗ୍ ସ୍କ୍ୱାଡ୍ ମୁତୟନ କରିଛି। ଚାଇନିଜ୍ ପିଏଲଏ ଏହି ରୋବୋଟିକ୍ କୁକୁରକୁ ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡରେ ସାମିଲ କରିଥିଲା। ପିଏଲ୍ଏ ଗ୍ରାଉଣ୍ଡ ଫୋର୍ସର ମିଳିତ ସଶସ୍ତ୍ର ବ୍ରିଗେଡ୍ ର ଏକ ଅଭ୍ୟାସ ସମୟରେ ରୋବୋଟିକ୍ କୁକୁରର କିଛି…

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ। ମାଆଙ୍କ ମୃତ୍ୟୁ ଖବର ଶୁଣି…