Browsing Tag

News

ISRO ର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଡକ୍ଟର ଭି.ନାରାୟଣନ

ISRO ର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍‌ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ । ଦେଶରେ କ୍ରାୟୋଜେନିକ ଇଞ୍ଜିନ ବିକାଶ…

୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର‌୍ୟାମ୍ପ ଓ ବ୍ୟାରିକେଡ୍‌ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି ।  ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମନ୍ତ୍ରୀ ।  ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ନଦୀ ଘାଟରେ ପ୍ରବଳ ଜନ ସମାଗମ ଦେଖିବାକୁ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ FIR ରୁଜୁ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ପାଇଁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି। ସୂଚନାଯୋଗ୍ୟ, ଗୋବିନ୍ଦ ପୁରୀରେ ଏକ ଏଫଆଇଆର ପଞ୍ଜିକୃତ ହୋଇଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ନିର୍ବାଚନରେ ସରକାରୀ ଗାଡ଼ି…

ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍‌ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ…

ଜିମ୍‌ରେ ରଶ୍ମିକା ମନ୍ଦାନା ଆହତ

ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଗୋଡ଼ରେ ଆଘାତ ଲାଗିଛି। ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ୪ଟି ଫଟୋ ଶେୟାର କରିବା ସହ ଏହି ସୂଚନା ଦେଇଛନ୍ତି। ଉକ୍ତ ଫଟୋଗୁଡ଼ିକରେ ରଶ୍ମିକାଙ୍କର ଆଘାତପ୍ରାପ୍ତ ଗୋଡ଼ ଦୃଶ୍ୟମାନ ହେଉଛି। ଏହାସହ ତାଙ୍କ ଗୋଡ଼ରେ ପ୍ଲାଷ୍ଟର କରାଯାଇଛି ଏବଂ ସେ ବିଶ୍ରାମ…

ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ

ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ |ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଉପାଧ୍ୟକ୍ଷ ରାଜୀବ ଶୁକ୍ଳା ଏହା ପ୍ରକାଶ କରିଛନ୍ତି। ରାଜୀବ ଶୁକ୍ଳା କହିଛନ୍ତି ଯେ ଆଇପିଏଲ ୨୦୨୫ ସିଜିନ୍ ୨୩ ମାର୍ଚ୍ଚରୁ ଆରମ୍ଭ ହେବ। ଅର୍ଥାତ୍ ଏହି ଦିନ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ…

ମହାକୁମ୍ଭର ଶୁଭାରମ୍ଭରେ ଶୁଭେଚ୍ଛା ଜଣାଇଲେଲେ ମୋଦି

ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ସମାବେଶ ‘ମହାକୁମ୍ଭ ୨୦୨୫’ ସୋମବାର ପବିତ୍ର ନଗରୀ ପ୍ରୟାଗରାଜରେ ଆରମ୍ଭ ହୋଇଛି। ଏହି ପବିତ୍ର ଅବସରରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଭକ୍ତ, ସନ୍ଥ, ମହାତ୍ମା, କଳ୍ପବାସୀ ଏବଂ ପରିଦର୍ଶକଙ୍କୁ ସ୍ବାଗତ କରିଥିଲେ ଏବଂ ମହାକୁମ୍ଭର ପ୍ରଥମ ସ୍ନାନ ପାଇଁ…

କଣ ରହିଛି ଆଜିର ରାଶିଫଳ ?

ମେଷ : ଆଜି ମଙ୍ଗଳ ଓ ଶନିଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ କୌଣସି କାମ ଶୃଙ୍ଖଳିତ ହେବନାହିଁ। ସ୍ବାସ୍ଥ୍ୟ ସମସ୍ୟା ଦିନକୁ ଦିନ ଖରାପ ଦିଗକୁ ଗତି କରୁଥିବାରୁ ଚିନ୍ତିତ ରହିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ…

୧୦ ବର୍ଷ ପରେ ଇଞ୍ଜିନିୟରିଂ ଡିଗ୍ରୀ ହାସଲ କଲେ କାର୍ତ୍ତିକ ଆର୍ଯ୍ୟନ

ବଲିଉଡର ଫ୍ଲିମ ଷ୍ଟାର କାର୍ତ୍ତିକ ଆର୍ଯ୍ୟନ ରିଏଲ ଲାଇଫରେ ପାଇଛନ୍ତି ଏକ ବଡ଼ ସଫଳତା । ରିଲ ଲାଇଫରେ ଜଣେ ମେଗା ଷ୍ଟାର ପରିଚୟ ପାଇବା ପରେ ଏକାଡେମିକ ଲାଇଫରେ ପାଇଛନ୍ତି ନୂଆ ପରିଚୟ । ୧୦ ବର୍ଷର କଠିନ ପରିଶ୍ରମ ପରେ ଇଞ୍ଜିନିୟର ଭାବରେ ଡିଗ୍ରୀ ହାସଲ କରିଛନ୍ତି କାର୍ତ୍ତିକ । ଆଜି ନିଜ କଲେଜରୁ…