Browsing Tag

News

ଟାଙ୍ଗୀ ବ୍ଲକ କଂଗ୍ରେସ ର ମହମବତୀ ଶୋଭାଯାତ୍ରା

ଜାମୁକାଶ୍ମୀର ପହଲଗାମ ଠାରେ ଆତଙ୍କବାଦୀ ଆକ୍ରମଣ ରେ ପ୍ରାଣହାନି ଘଟିଥିବା ଭାରତୀୟ ପର୍ଯ୍ୟଟକ ଙ୍କ ଅମର ଆତ୍ମା ର ସଦଗତି ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ କଂଗ୍ରେସ ର ଏକ ମହମବତୀ ଶୋଭାଯାତ୍ରା ଆଜି ସଂନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ସମାଜସେବୀ ଡଃ ସଂଜୟ ପଟନାୟକ ଙ୍କ…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

ମେଷ : ଆଜି ଏକାଦଶ ଚନ୍ଦ୍ର ଯୋଗୁ ଗତକାଲିର ସ୍ଥିତି ବଦଳି ଯାଇଥିବାରୁ ମନ ହାଲୁକା ରହିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି ବଢ଼ିବ। ଆତ୍ମୀୟମାନେ ଅସୁବିଧାରେ…

କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ

ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୪.୮ ଡିଗ୍ରୀ…

ଖ୍ରୀଷ୍ଟ ଧର୍ମର ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ଙ୍କ ପରଲୋକ। ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ ପୋପ୍‌ ଫ୍ରାନ୍ସିସ୍‌। ପ୍ରାୟ ୫ ସପ୍ତାହ ହେଲା ଚିକିତ୍ସାଧୀନ ଥିଲେ। ୮୮ ବର୍ଷ ବୟସରେ ନିଧନ ନେଇ ଭାଟିକାନ ସିଟିର ସୂଚନା। ସକାଳ ୭ଟା ୩୫ ମିନିଟ୍‌ରେ ମୃତ୍ୟୁ ନେଇ ସୂଚନା।…

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ

ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍‌ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍‌ କୋଇଲା କ୍ଷେତ୍ର ଡିଆଇଜି ସୁରେନ୍ଦ୍ର କୁମାର ଝା, ଏସପି ମନୋଜ ସ୍ବର୍ଗିଆରି ଏବଂ…

୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି

୪ ଦିନିଆ ଭାରତ ଗସ୍ତ ନେଇ ସ୍ପଷ୍ଟ କଲା US ବୈଦେଶିକ ମନ୍ତ୍ରଣାଳୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ବିପାକ୍ଷିକ ଆଲୋଚନା ସହ NSA ଓ ବୈଦେଶିକ ମନ୍ତ୍ରୀଙ୍କୁ ଭେଟିବେ ଜେଡି ଭାନ୍ସ । ଭାରତୀୟ ବଂଶୋଦ୍ଭବ ପତ୍ନୀଙ୍କ ସହ ଦେଶର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବେ ଭାନ୍ସ ପରିବାର ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି

ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ନୀତି ସମ୍ପାଦନ କରାଯାଏ। ଏହା ଏକ ଗୁପ୍ତନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ସୋମବାର…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

ମେଷ : ଆଜି ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମ୍ମାନିତ ହେବେ। ଆପଣ ସମୟୋଚିତ ପଦକ୍ଷେପ ନେଇପାରିଲେ ହିଁ କୃତକାର୍ଯ୍ୟ ହେବା ସମ୍ଭାବନା ରହିବ। ସ୍ଥଗିତ କାମ ସକାଶେ ପାରସ୍ପରିକ ଦୋଷାରୋପଜନିତ ତିକ୍ତତା ଦେଖାଦେଇପାରେ। ପାରିବାରିକ ଦିଗଟି ଭଲ ରହିବ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସଙ୍କଟଜନକ…

ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  | ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ ହେବ । ଆସନ୍ତାକାଲିର ଅଭିଯୋଗ ଶୁଣାଣିରେ…

ଖରାଦିନେ କେଉଁ ପାନୀୟ ପିଇଲେ ଶରୀରକୁ ଉତ୍ତମ ପୋଷଣ ମିଳିବ

ଖରାଦିନେ ବାହାରୁ ଟିକେ ବୁଲିଆସିଲେ ଶୋଷ ମେଣ୍ଟାଇବାକୁ ଅନେକେ କୋଲ୍ଡ ଡ୍ରିଙ୍କ୍ସ ଅଥବା ସୋଢା ପିଇବାକୁ ଭଲ ପାଇଥାନ୍ତି। ହେଲେ ଏହା ଶରୀର ପାଇଁ ଆଦୌ ହିତକର ହୋଇ ନଥାଏ। ଖରାଦିନେ ପଇଡ଼ ପାଣି,  ଲେମ୍ବୁ ପାଣି, ଦହି ସରବତ, ଫ୍ରୁଟ୍‌ ଜୁସ୍‌, ପିଇଲେ ଶୋଷ ମେଣ୍ଟିବା ସହ ଶରୀରକୁ ଉତ୍ତମ ପୋଷଣ…