Browsing Tag

News

ପ୍ରୟାଗରାଜରେ ମହାକୁମ୍ଭକୁ ନେଇ ବ୍ୟାପକ ପ୍ରସ୍ତୁତି

ଆସନ୍ତା 13 ତାରିଖଠୁ ମହାକୁମ୍ଭ ଆରମ୍ଭ ହେଉଥିବାରୁ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଦେଇଛି ଉତ୍ତର ପ୍ରଦେଶ ପୋଲିସ । ଏଆଇ ଟୋକନୋଲୋଜିର ଉପଯୋଗ ସହ କୁମ୍ଭମେଳା ସ୍ଥଳରେ ଲାଗିଛି 4 ହଜାର କ୍ୟାମେରା । ସାଇବର ଠକଙ୍କ ଉପରେ ବି ରହିଛି ନଜର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ସମ୍ପୂର୍ଣ୍ଣ ବ୍ୟାନ…

ଅଭିନେତା ଟିକୁ ତଲସାନିଆଙ୍କୁ ହାର୍ଟଆଟାକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତି

ଟିଭି ତଥା ବଲିଉଡର ଜଣାଶୁଣା ଅଭିନେତା ଟିକୁ ତଲସାନିଆଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା । ତାଙ୍କ ଅବସ୍ଥା ସଙ୍କଟାପନ୍ନ ବୋଲି ଜଣାପଡିଛି । ତାଙ୍କୁ ହାର୍ଟଆଟାକ ଆସିଥିବା ବୋଲି ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି । ସେଠାରେ ଡାକ୍ତରମାନେ ଅଭିନେତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି ।…

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୋଡକାଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ମୋଦି ନିଜ ବ୍ୟକ୍ତିଗତ ଓ ରାଜନୀତି ଜୀବନକୁ ନେଇ ଜଣାଅଜଣା କଥା ପ୍ରକାଶ କରିଛନ୍ତି । ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ…

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଥମ ବର୍ଷ ପୂର୍ତ୍ତି ପାଳିତ

ଅଯୋଧ୍ୟାର ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଏକବର୍ଷ ପୂରଣ ହୋଇଛି । ଏହି ଅବସରରେ ଆଯୋଧ୍ୟାରେ ଭବ୍ୟ ଆୟୋଜନ କରାଯାଇଛି । ତିନିଦିନ ପର୍ଯ୍ୟନ୍ତ ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଅୟୋଜିତ କରାଯିବ । ରାମମନ୍ଦିରକୁ ୫୦ କ୍ୱିଣ୍ଟାଲ ପୁଷ୍ପରେ ସଜା ଯାଇଛି । ପ୍ରଥମ ବାର୍ଷିକୀ…

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଆପ୍‌ ବିଧାୟକ

ପଶ୍ଚିମ ଲୁଧିଆନାର ଆପ୍‌ ବିଧାୟକ ଗୁରୁପ୍ରୀତ ଗୋଗିଙ୍କ ମୃତ୍ୟୁ ହୋଇଛି । ଗୁରୁତର ବିଧାୟକଙ୍କୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର ।ସୂଚନାରୁ ଜଣାପଡିଛି କି  ଗତକାଲି ମଧ୍ୟରାତିରେ ଗୁରପ୍ରୀତଙ୍କୁ ଗୁଳି ଲାଗିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଡିଏମସି ମେଡିକାଲରେ ଭର୍ତ୍ତି କରାଯାଇଥିଲା ।…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ । ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନୀକୁ ଦେଖିପାରିବେ । ଏହା ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ପୂର୍ଣ୍ଣ ଦେୟମୁକ୍ତ । ସାଂସ୍କୃତିକ…

ଅଜିଠୁ ଶୀତ କମିବ, ୧୬ ତାରିଖରୁ ପୁଣି ବଢିବ

ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି। ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି…

ଦେଶରେ ଏଚ୍‌ଏମ୍‌ପିଭି ଆକ୍ରନ୍ତଙ୍କ ସଂଖ୍ୟା ୧୪ ଛୁଇଁଲା

ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଚିଛି। ଶୁକ୍ରବାର ମହାରାଷ୍ଟ୍ର ନାଗପୁରରେ ଦୁଇ ଶିଶୁଙ୍କ ରିପୋର୍ଟ ପଜେଟିଭ୍ ଆସିଛି । ଏବେ ସୁଦ୍ଧା ମହରାଷ୍ଟ୍ର,…

ଜାଣନ୍ତୁ କେଉଁ ରାଶିକୁ ଆଜି ସୁଫଳ ମିଳିବ ?

ମେଷ : ବକ୍ରୀ ମଙ୍ଗଳ ବାଧକାଧିପ ଶନିଙ୍କ ନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣତଃ ଉପଶମ ହୋଇ ନ ପାରେ। ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରର ଅସନ୍ତୋଷ ଆପୋସ ଆଲୋଚନା ଦ୍ୱାରା ସମାଧାନ ହୋଇପାରିବ। ଆର୍ଥିକ ସଂକଟ ମଧ୍ୟରେ…

ଲସ୍ ଆଞ୍ଜେଲସ୍‌ରେ ଭୟଙ୍କର ବନାଗ୍ନି ହେତୁ ୧୦ ଜଣଙ୍କର ମୃତ୍ୟୁ

ଲସ୍ ଆଞ୍ଜେଲସ୍‌ରେ ଭୟଙ୍କର ବନାଗ୍ନି ହେତୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଏହି ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତକାଲି ସୁଦ୍ଧା ୫ ଜଣଙ୍କ ଜୀବନ ଯାଇଥିବା ବେଳେ ଆଜି ଆହୁରି ୫ ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି। ଲକ୍ଷାଧିକ ଲୋକ ଘରୁ…