Browsing Tag

News

ଆସନ୍ତା ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନା ହେବ ଲାଗୁ

ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ…

ତିରୁପତି ମନ୍ଦିରରେ ଦଳାଚକଟାରେ ୬ ମୃତ ଶତାଧିକ ଆହତ

ଗତକାଲି ରାତିରେ ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ ଧାଡ଼ିରେ ଠିଆ ହୋଇଥିଲେ। ଯେତେବେଳେ…

୨୦ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୦ ତାରିଖରୁ ନାଟମଣ୍ଡପ ପରିସରରେ ଧାଡ଼ିଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ସେହିପରି ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର…

ଆଜି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ…

ଭି ନାରାୟଣନ କିଏ?

ଭି ନାରାୟଣନ କୁ ନେଇ ଚର୍ଚ୍ଚା । ଇସ୍ରୋର ଏବେ ସେ ମୁଖ୍ୟ ହେବାକୁ ଯାଉଛନ୍ତି । ବିଶିଷ୍ଟ ବୈଜ୍ଞାନିକ ଡ. ଭି ନାରାୟଣନ ୨୦୨୫ ଜାନୁଆରି ୧୪ରେ ପରବର୍ତ୍ତୀ ଅଧ୍ୟକ୍ଷ ହେବାକୁ ଯାଉଛନ୍ତି। ବର୍ତମାନ ସେ ଲିକ୍ୱିଡ୍ ପ୍ରପଲସନ ସିଷ୍ଟମ୍ ସେଣ୍ଟର (ଏଲ୍‌ପିଏସ୍‌ସି)ର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ…

ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି ଘୋଷଣା କଲେ ମୋହନ ମାଝି

କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ…

ପ୍ରଦୀପ ପାଣିଗ୍ରାହୀଙ୍କୁ ନିର୍ଦ୍ଦୋଷ ଘୋଷଣା କଲେ ବ୍ରହ୍ମପୁର JMFC ରୁରାଲ କୋର୍ଟ

ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି।

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍। ଖଣି ବ୍ୟବସାୟୀ ରତ୍ନାକର ନାୟକ (ଝୁଲୁ)ଙ୍କ ଘରେ ଇଡ଼ି ଚଢାଉ କରିଛି। ଏକକାଳୀନ ଅନେକ ସ୍ଥାନରେ ରେଡ୍ ଚାଲିଛି। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଠାରେ ଥିବା ଘର, ଢେଙ୍କାନାଳ, ଭୁବନେଶ୍ଵରରେ ଥିବା ଅଫିସ, ବ୍ୟବସାୟ ପ୍ରତିଷ୍ଠାନରେ ଇଡି ଚଢାଉ କରିଛି।…

ଆଶାରାମ ବାପୁଙ୍କୁ ମିଳିଲା ଅନ୍ତରୀଣ ଜାମିନ

ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ଜଷ୍ଟିସ୍‌ ଏମ୍‌. ଏମ୍‌. ସୁନ୍ଦ୍ରେଶ ଏବଂ ଜଷ୍ଟିସ୍‌ ରାଜେଶ ବିନ୍ଦଲଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା…

ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି ନାରାୟଣନ

କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ ଏସ୍‌.ସୋମନାଥଙ୍କ ଦାୟିତ୍ୱ ଗ୍ରହଣ କରିବେ। କେନ୍ଦ୍ର ସରକାରଙ୍କ କ୍ୟାବିନେଟର…