Browsing Tag

News

ମୋହନ ଚରଣ ମାଝୀଙ୍କ ଜନ୍ମଦିନରେ ଓଡିଶାକୁ ମୋଦୀଙ୍କ ବଡ ଉପହାର

ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି କାମ ଆରମ୍ଭ କରିଥିଲୁ। ତେଣୁ ଗତ ଏକ ଦଶକ ଭିତରେ ଅନେକ ପରିବର୍ତ୍ତନ…

୫ ଦିନିଆ ଓଡ଼ିଶା ଗସ୍ତରେ ଏସ୍‌ ଜୟଶଙ୍କର

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ।…

ଦୁଇଦିନିଆ ଭାରତ ଗସ୍ତରେ ଆସିଛନ୍ତି ଜା‌କ୍‌ ସୁଲିଭାନ୍‌

ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବାଇଡେନ୍‌ ପ୍ରଶାସନର ସୁରକ୍ଷା ପରିଷଦ ଉପଦେଷ୍ଟା ଜା‌କ୍‌ ସୁଲିଭାନ୍‌ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର, ଏନ୍‌ଏସ୍‌ଏ ଅଜିତ ଡୋଭାଲ୍‌ଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏନେଇ…

ଭାରତରେ ଏଚ୍‌ଏମ୍‌ପି ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ଦେଶରେ ବଢ଼ିବାରେ ଲାଗିଛି ଏଚ୍‌ଏମ୍‌ପି ଆକ୍ରାନ୍ତଙ୍କ ସଂଖ୍ୟା। ନାଗପୁରରେ ଆଉ ୨ଜଣ ଏଚ୍‌ଏମ୍‌ପି  ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନାଗପୁରେ ଏହି ଭାଇରସ୍‌ ଦ୍ବାରା ଆକ୍ରାନ୍ତ ହୋଇଥିବା ଦୁଇ ଶିଶୁଙ୍କ ବୟସ ୭ ଏବଂ ୧୪ ବର୍ଷ। ଉଭୟ ଜ୍ବର, କାଶରେ ପୀଡିତ ଅଛନ୍ତି ।  ଏହି ଦୁଇ ଜଣଙ୍କୁ ମିଶାଇ ଦେଶରେ…

ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆର ବିଜୟ

ମଉଳିଲା ଭାରତର WTC ଫାଇନାଲରେ ପହଞ୍ଚିବାର ଆଶା । ପଞ୍ଚମ ଟେଷ୍ଟରେ ୧୬୨ ରନର ଟାର୍ଗେଟକୁ ପିଛା କରୁଥିବା ଟିମ ଅଷ୍ଟ୍ରେଲିଆ ୪ ୱିକେଟ ହରାଇ ବାଜି ମାରିଛି ।  ଏଥିସହ ବର୍ଡର-ଗାଭାସ୍କର ଟ୍ରଫିକୁ ୩-୧ରେ କବଜା କରିଛି ।  ଭାରତ ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ୩ଟି ୱିକେଟ ନେଇଥିଲେ ।  ତେବେ…

ଫିଲ୍ମ ସ୍କାଇ ଫୋର୍ସର ଟ୍ରେଲର ଲଞ୍ଚ ହୋଇଛି

ଅକ୍ଷୟ କୁମାର ଏବଂ ବୀର ପାହାଡିଆଙ୍କ ଫିଲ୍ମ ସ୍କାଇ ଫୋର୍ସର ଟ୍ରେଲର ରିଲିଜ ହୋଇଯାଇଛି । ଟ୍ରେଲର ଲଞ୍ଚ ହେବାପରେ ଅଭିନେତା ନିଜର କ୍ୟାରିୟର ସମ୍ପର୍କରେ କହିଥିଲେ । ଅକ୍ଷୟ କୁମାର ଏବଂ ବୀର ପାହାଡିଆ ନିଜର ଅପ କମିଙ୍ଗ ଫିଲ୍ମର ଟ୍ରେଲର ଲଞ୍ଚରେ ଅଭିନେତା ଦୁହେଁ ବୁଲେଟରେ ଦମଦାର ଏଣ୍ଟ୍ରି…

ଭୁବନେଶ୍ବରରୁ ପୁରୀ ମଧ୍ୟରେ ଡବଲ୍‌ ଡେକର୍‌ ବସ୍‌ର ଟ୍ରାଏଲ୍‌ ରନ୍‌

ଦୁଇ ମହଲା ବସ୍‌ରେ ଶ୍ରୀକ୍ଷେତ୍ର ଭ୍ରମଣରେ ଆସିବେ ପର୍ଯ୍ୟଟକ। ବସ୍‌ ଛାତ ଉପରେ ସେଣ୍ଟ୍ରାଲ ଏସିର ମଜା ନେବା ସହ ଝରକା ନିକଟରୁ ପ୍ରକୃତିର ରୂପ ସଂଦର୍ଶନ କରିବାର ନିଆରା ଅନୁଭବ ନେବେ। ଡବଲ୍‌ ଡେକର୍‌ ବସ୍‌ ଆଣିଦେବ ଏହି ସୁଯୋଗ। ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ନିଆରା ଅନୁଭବ ଭେଟି ଦେବା…

ଗାଜାରେ ଇସ୍ରାଏଲର ଆକ୍ରମଣରେ ୧୮୪ ମୃତ

ଇସ୍ରାଏଲ ସେନା ପୁଣି ଥରେ ଗାଜା ଉପରେ ଭୀଷଣ ଆକ୍ରମଣ କରି ବିପର୍ଯ୍ୟୟ ସୃଷ୍ଟି କରିଛି। ଗତ ୭୨ ଘଣ୍ଟା ମଧ୍ୟରେ ୯୪ଟି ଏୟାର ଷ୍ଟ୍ରାଇକ୍ ଓ ଗୁଳିମାଡ଼ରେ ୧୮୪ ଜଣ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି। ହମାସ ଆତଙ୍କବାଦୀ ସଂଗଠନ ଦ୍ୱାରା ପରିଚାଳିତ ଗାଜା ମିଡିଆ ଅଫିସ ଏହି ସୂଚନା ଦେଇଛି।…

ଜାଣନ୍ତୁ କେଉଁ ରାଶି ଆଜି ସଫଳ ହେବ ?

ମେଷ : ଆଜି ସକାଳୁ ସକାଳୁ ଆଶା କରିଥିବା ଖବରଟି ପାଇ ମନ ଖୁସି ହୋଇଯିବ। ଯାତ୍ରା, ବାଣିଜ୍ୟ, ପରିବହନ ପ୍ରଭୃତି କ୍ଷେତ୍ରରେ ସୁଫଳ ପାଇବେ। ନିଜର ଲୋକଙ୍କ ଅପେକ୍ଷା ପର ଲୋକଙ୍କ ସାହାଯ୍ୟ, ସହଯୋଗ ବିଶେଷଭାବରେ କାମକୁ ଆସିବ। ଦ୍ୱାଦଶରେ ଚନ୍ଦ୍ର ଯୁକ୍ତ ରାହୁ ରୋଗ, ଋଣ ଏବଂ ଶତ୍ରୁତା ସମ୍ବନ୍ଧୀୟ…

୧୮୧ ରନରେ ଅଲଆଉଟ ହେଲା ଅଷ୍ଟ୍ରେଲିଆ

ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣା ୩ଟି ଲେଖାଏଁ ୱିକେଟ ନେଇଥିବା ବେଳେ ବୁମରା ଓ ନୀତିଶ ରେଡ୍ଡୀ ଦୁଇଟି ଲେଖାଏଁ ୱିକେଟ ନେଇଛନ୍ତି । ଭାରତ ପ୍ରଥମ ଇନିଂସରେ ୧୮୫ ରନ୍ କରିଥିଲା । ଏହା ସହ ପ୍ରଥମ ଇନିଂସରେ ୪ ରନରେ ଆଗୁଆ ହୋଇଛି ଟିମ ଇଣ୍ଡିଆ । ସେପଟେ ବୁମରା ଆହତ ହେବା ଫଳରେ ତାଙ୍କ ସ୍ଥାନରେ…