Browsing Tag

News

ମେଲବୋର୍ନରେ ଭାରତର ଲଜ୍ଜ୍ୟାଜନକ ପରାସ୍ତ

ମେଲବୋର୍ନରେ ଚାଲିଥିବା ବକ୍ସିଂ ଡେ ଟେଷ୍ଟରେ ଅଷ୍ଟ୍ରେଲିଆ ୧୮୪ ରନ୍‌ରେ ଭାରତକୁ ପରାସ୍ତ କରିଛି। ଜିତିବା ପାଇଁ ୩୪୦ ରନର ଲକ୍ଷ୍ୟକୁ ପଛରେ ପକାଇ ଭାରତର ଦ୍ୱିତୀୟ ଇନିଂସକୁ ୧୫୫ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଭାରତୀୟ ଦଳ ଆଜି ଲକ୍ଷ୍ୟ ହାସଲ କରିପାରିଛି, କିନ୍ତୁ ଟିମ ଇଣ୍ଡିଆ ତିନୋଟି ଅଧିବେଶନ…

ଆସନ୍ତାକଲି ଭରତ ବନ୍ଦ ଡକରା ଦେଇଛି ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା

ଆସନ୍ତା କଲି ଭାରତ ବନ୍ଦ ଡାକରା ଦିଆଯାଇଛି। ରାଷ୍ଟ୍ରୀୟ ପଛୁଆ ବର୍ଗ (ଓବିସି) ମୋର୍ଚ୍ଚା ଏବଂ ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ପାଳନ ପାଇଁ ଏକ ପ୍ରେସ ବିବୃତି ମାଧ୍ୟମରେ ସୂଚନା ଦିଅଯାଇଛି। ଛତ୍ରପୁର ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଷ୍ଟ୍ରୀୟ ପଛୁଆ ବର୍ଗ ଓବିସି…

ଫେବୃଆରୀରୁ ରାଜ୍ୟରେ ଲାଗୁହେବ ଆୟୁଷ୍ମାନ ଭାରତ ଯୋଜନା

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ବୟାନ ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।…

ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ହସ୍ପିଟାଲରେ ଭର୍ତ୍ତି

ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଲଗାତାର ସ୍ୱାସ୍ଥ୍ୟ ବିଗିଡିବା ହେତୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କର ପ୍ରୋଷ୍ଟେଟ ସର୍ଜରୀ ହୋଇଛି । ଅପରେସନ୍ ସଫଳ ହୋଇଛି ଏବଂ ପ୍ରୋଷ୍ଟେଟକୁ ବାହାର କରାଯାଇଛି ।…

ଜିଲ୍ଲାସ୍ତରରେ ଆଜି ଆସିବ ଫସଲ କ୍ଷୟକ୍ଷତି ରିପୋର୍ଟ

ଜିଲ୍ଲାସ୍ତରରେ ଆଜି ଆସିବ ଫସଲ କ୍ଷୟକ୍ଷତି ରିପୋର୍ଟ ।  ଅଦିନିଆ ବର୍ଷାରେ ଫସଲ କ୍ଷତି ନେଇ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି ।  କେହି ଚାଷୀ ଯେମିତି କ୍ଷତିପୂରଣ ପାଇବାରୁ ବାଦ୍ ପଡ଼ିବେନି ସେନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଦିନିଆ ବର୍ଷା କ୍ଷୟକ୍ଷତି…

ଯମୁନା ଘାଟରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷକୃତ ଗତକାଲି ନିଗମବୋଧ ଘାଟରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ  ସଂପନ୍ନ ହେବାର ଦିନକ ପରେ ଆଜି ଦିଲ୍ଲୀର ଗୁରୁଦ୍ୱାର ଟିଲା ସାହିବ ନିକଟସ୍ଥ ଯମୁନା ଘାଟରେ ଅସ୍ଥି ବିସର୍ଜନ କରାଯାଇଛି। ଅସ୍ଥି ବିସର୍ଜନ ପରେ ପରିବାର ସଦସ୍ୟମାନେ…

ଆଜି ଫସଲ କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ ପଟ୍ଟନାୟକ

ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ଗଞ୍ଜାମର ହିଞ୍ଜିଳି,ଶେରଗଡ଼, କବିସୂର୍ଯ୍ୟନଗର ଆସିକା ଓ ଖଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ ।ଫସଲ କ୍ଷତି ସମ୍ପର୍କରେ ସ୍ଥାନୀୟ ପ୍ରଶାସନିକ…

ଜାଣନ୍ତୁ କେମିତି କଟିବ ଆଜିର ଦିନ ?

ମେଷ : କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ ଯାନ, ଯାନ୍ତ୍ରିକ ଜିନିଷ, ଗୃହୋପକରଣ କିଣିବା ପାଇଁ ମନବଳାଇବେ। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି…

ଫସଲ କ୍ଷୟକ୍ଷତି ସମୀକ୍ଷା ନେଇ ଆଜି ଭଦ୍ରକ ଓ ବାଲେଶ୍ୱର ଗସ୍ତରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମୀକ୍ଷା ନେଇ ଆଜି ଭଦ୍ରକ ଓ ବାଲେଶ୍ୱର ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ।  ଅଦିନିଆ ବର୍ଷା ସମଗ୍ର ଓଡ଼ିଶାର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଚାଷୀ ମାନଙ୍କ ଧାନ ଅମଳ ସମୟରେ ଅଦିନିଆ ଲଗାଣ ବର୍ଷା ଯୋଗୁଁ ଧାନ ଗଜା ହୋଇ…

ମହାପ୍ରଭୁଙ୍କ ରତ୍ନ ପଲଙ୍କ ପାଇଁ ହେବ ୩୦୦ କେଜିରୁ ଅଧିକ ରୂପା ବ୍ୟବହାର

ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରେ ଆରମ୍ଭ ହେଲା ରୂପା ଛାଉଣୀ କାର୍ଯ୍ୟ। ପ୍ରଥମେ ପତିତପାବନଙ୍କ ନିକଟ ପଥରର ମଣିବନ୍ଧକୁ ରୂପା ଛାଉଣୀ କରାଯାଉଛି। ସିଂହଦ୍ବାର ଗୁମଟରେ ଯେଉଁଠି ଯମଶିଳା ରହିଛନ୍ତି ଠିକ୍ ତାର ଉପରି ଭାଗ ପଥର ବନ୍ଧ ଉପରେ ରୂପା ଛାଉଣୀ କରାଯାଉଛି। ସିଂହଦ୍ବାର ଗୁମୁଟ ବନ୍ଦ ଥିବା…