ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍ଲାଇଟ୍ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେ ତାଙ୍କ ଖରାପ ସମୟ ସହ ଡିପ୍ରେସନକୁ ଚାଲିଯାଇଥିବା…