Browsing Tag

News

ଆସନ୍ତା୨୮ରେ ସମ୍ବଲପୁର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆସନ୍ତା୨୮ରେ ସମ୍ବଲପୁର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗସ୍ତ ବେଳେ ଛବିଲ ସାଏଙ୍କୁ ନେଇ ଏକ ପୁସ୍ତକ ଉନ୍ମୋଚନ କରିବା ସହ ଅନେକ ବିକାଶ ମୂଳକ କାର୍ଯ୍ଯର ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।  ୩୦ ଡିସେମ୍ବରରେ…

ବାପା ହେଲେ ଭାରତୀୟ କ୍ରିକେଟର ଅକ୍ଷର ପଟେଲ

ଅକ୍ଷର ପଟେଲଙ୍କ ପତ୍ନୀ ମେହା ମା’ ହୋଇଛନ୍ତି। ସେ ଗୋଟିଏ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏନେଇ ଅକ୍ଷର ପଟେଲ ନିଜେ ଇନଷ୍ଟାଗ୍ରାମରେ ଖୁସି ଖବରକୁ ଜଣାଇଛନ୍ତି। କିନ୍ତୁ ମେହା ଡିସେମ୍ବର ୧୯ରୁ ମା’ ହୋଇ ସାରିଥିବା ସେ କହିଛନ୍ତି। ଅକ୍ଷର ଓ ମେହା ଇନଷ୍ଟାଗ୍ରାମରେ ସେମାନଙ୍କ ନବଜାତ ପୁଅ…

ଶ୍ରୀମନ୍ଦିରରେ ଜଗନ୍ନାଥଙ୍କୁ ଦର୍ଶନ କଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ । ନୂଆ ରାଜ୍ୟପାଳ ଓଡ଼ିଶାର ଦାୟିତ୍ବ ନେବାକୁ ଥିବାବେଳେ ଆଜିର ଦର୍ଶନ ତାଙ୍କ ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ କାରଣ ଏହା ରାଜ୍ୟପାଳ ଭାବେ ତାଙ୍କର ଶେଷ ଦର୍ଶନ । ରଘୁବର କହିଛନ୍ତି, ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍…

ଜାଣନ୍ତୁ ଏହି ତିନୋଟୋ ରାଶି ପାଇଁ ଆଜି ଦିନଟି ଭଲ ଅଛି

ମେଷ : ଦୀର୍ଘଦିନରୁ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ କଷ୍ଟ କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା ରହିଛି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ଦିନଟିରେ କିଛି ସମୟ ଟେନ୍ସନ ଲାଗି ରହିଲେ ମଧ୍ୟ ପରକ୍ଷଣରେ…

ଆଫଗାନିସ୍ତାନରେ ପାକିସ୍ତାନର ସିରିଜ ଏୟାର ଷ୍ଟ୍ରାଇକ

ଆଫଗାନିସ୍ତାନରେ ପାକିସ୍ତାନର ସିରିଜ ଏୟାର ଷ୍ଟ୍ରାଇକ । ଆଫଗାନର ପକଟିକାରେ ଏୟାର ଷ୍ଟ୍ରାଇକରେ ୧୫ ମୃତ, ଅନେକ ଆହତ । ମୃତକଙ୍କ ମଧ୍ୟରେ ଅଛନ୍ତି ମହିଳା ଓ ଶିଶୁ । ଗତରାତିରେ ୭ଟି ଗାଁକୁ ଟାର୍ଗେଟ କରି ଆକ୍ରମଣ ହୋଇଛି । ପାକିସ୍ତାନୀ ଜେଟରୁ ବୋମା ମାଡ଼ କରାଯାଇଥିବା କୁହାଯାଉଛି । ଏଥିରେ…

୯ ରେ ପ୍ରଧାନମନ୍ତ୍ରୀ ଓ ୧୦ରେ ରାଷ୍ଟ୍ରପତି ଓଡିଶା ଆସିବେ

ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ସାମିଲ ହେବେ।…

ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ

ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ ଯୋଗୁ ୩ଟି ଜାତୀୟ ରାଜପଥ ସମେତ ୨୨୩ଟି ସଡ଼କ ଅବରୋଧ ହୋଇଯାଇଛି। କିନ୍ନୌର, ଲହାଉଲ, ସ୍ପିଟି ସମେତ ଶିମ୍‌ଲା, କୁଲ୍ଲୁ, ମଣ୍ଡି, ଚାମ୍ବା ଏବଂ ସିର୍ମଉର ଜିଲାର ଉଚ୍ଚ ସ୍ଥାନଗୁଡ଼ିକରେ ତୁଷାରପାତ ହୋଇଛି। ରାସ୍ତା ଅବରୋଧ ହୋଇଥିବାରୁ ଶିମ୍‌ଲାର…

ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍‌ର ୪ଘଣ୍ଟା ଜେରା

ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି ମାମଲାରେ ହାଇଦ୍ରାବାଦ ପୋଲିସ ମଙ୍ଗଳବାର ଅଲ୍ଲୁଙ୍କୁ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଜେରା କରିଛି। ତେଲୁଗୁ…

ଆଜି ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ । ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ…

୨୮ରୁ ଓଡ଼ିଶାରେ ପୁଣି ହକି ଇଣ୍ଡିଆ ଲିଗ

ହକି ଇଣ୍ଡିଆ ଲିଗ୍ ମ୍ୟାଚର ଚମକରେ ଚମକିବ ରାଉରକେଲା ସମେତ ସୁନ୍ଦରଗଡ଼ । ଖୁବଶୀଘ୍ର ମୈଦାନକୁ ଓହ୍ଲାଇବେ ୮ଟି ଭାରତୀୟ ପୁରୁଷ ହକି ଦଳର ଖେଳାଳି ସାଙ୍ଗକୁ ବିଦେଶୀ ଖେଳାଳୀ । ବଲିଉଡ ତାରକାଙ୍କୁ ନେଇ ରଙ୍ଗାରଙ୍ଗ ସାଂସ୍କୃତିକ ମହୋତ୍ସବ ସହିତ ଶୁଭାରମ୍ଭ ହେବ ବୋଲି କହିଛନ୍ତି ହକି ଇଣ୍ଡିଆ…