Browsing Tag

News

ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

ଶିଳ୍ପାଞ୍ଚଳ ପାରାଦୀପରେ ଯେଉଁ ସମ୍ଭାବନା ଅଛି, ତାହା ଆଗାମୀ ଦିନରେ ଓଡ଼ିଶାର ଆବଶ୍ୟକତାକୁ ପୂରଣ କରିବ। ‘ପୂର୍ବୋଦୟ ମିସନ’ରେ ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି ସୋମବାର ପାରଦୀପ ନିର୍ବାଚନମଣ୍ଡଳୀରେ ଆୟୋଜିତ  ‘କାର୍ଯ୍ୟକର୍ତ୍ତା ସମ୍ମିଳନୀ’କୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି…

ପଦ୍ମ ଧରିବେ ଛଗନ ଭୁଜବଳ

ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ଖୁବ୍‌ ଆଲୋଚନା ହେଉଛି।…

ତିନି ଦିନରେ ଆସିବ ଫସଲ କ୍ଷୟକ୍ଷତି ରିପୋର୍ଟ

ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷୟକ୍ଷତିର ଆକଳନ ଆରମ୍ଭ ହୋଇଛି  ।  ତିନି ଦିନ ଭିତରେ କ୍ଷୟକ୍ଷତି ଆକଳନ ସରିଯିବ। ରିପୋର୍ଟ ଆସିବା ପରେ ରାଜସ୍ୱ ବିଭାଗ ତରଫରୁ କ୍ଷତି ଭରଣା କରାଯିବ ବୋଲି କହିଛନ୍ତି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ  । କ୍ଷୟକ୍ଷତିର ସଠିକ ଆକଳନ ପାଇଁ…

ଫେବୃଆରୀ ୨୩ରେ ହେବ ଭାରତ-ପାକିସ୍ତାନ ମହାମୁକାବିଲା

ଫେବୃଆରୀ ୨୩ରେ ହେବ ଭାରତ-ପାକିସ୍ତାନ ମହାମୁକାବିଲା । ସମ୍ଭାବ୍ୟ ତାଲିକା ପ୍ରକାଶ ପାଇବା ପରେ କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଭରିଛି । ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଖେଳାଯିବାକୁ ନେଇ ଟଣା ଓଟରା ଭିତ ଆଇସିସି ପକ୍ଷରୁ ଭେନ୍ୟୁ ତାଲିକା ପ୍ରକାଶ ପାଇଛି । ପାକିସ୍ତାନରେ ଆଇସିସି…

ଗାଜାରେ ଏୟାରଷ୍ଟ୍ରାଇକ୍‌ରେ ୨୦ ମୃତ

ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ କର୍ତ୍ତୃପକ୍ଷ ଇତିମଧ୍ୟରେ କ୍ୟାଥୋଲିକ୍‌ ଚର୍ଚ୍ଚର ନେତା କାର୍ଡିନାଲ ପିଏରବାତ୍ତିସ୍ତା ପିଜ୍ଜାବାଲ୍ଲାଙ୍କୁ ଗାଜାରେ ପ୍ରବେଶ…

୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର୍‌

ପଞ୍ଜାବର ଗୁରୁଦାସପୁର ଜିଲ୍ଲାର ପୁଲିସ୍‌ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୩ ଅଭିଯୁକ୍ତ ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ଡିସେମ୍ବର ୨୩ ତାରିଖ (ସୋମବାର) ଏନ୍‌କାଉଣ୍ଟ୍‌ର କରାଯାଇଛି। ଉତ୍ତରପ୍ରଦେଶର ପିଲିବିଟ୍ ଜିଲ୍ଲାରେ ପୁଲିସ୍ ଗୁଳିରେ ସୋମବାର ସକାଳୁ ସକାଳୁ ଖାଲିସ୍ତାନୀ ଆତଙ୍କବାଦୀମାନେ…

ଅସହିଷ୍ଣୁୁ ବିରୋଧୀ ଅଯଥାରେ ବିଭ୍ରାଟ କରନ୍ତୁ ନାହିଁ : ମହେଶ୍ୱର ସାହୁ

ଓଡ଼ିଶାରେ ବିଜେପି ସରକାର ଆସିବା ପରେ କୃଷି ଓ କୃଷକଙ୍କ ଉନ୍ନତି ହେବାରେ ଲାଗିଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୃଷକଙ୍କ ସାମୁହିକ ବିକାଶ ପାଇଁ ବଦ୍ଧପରିକର। ମୋହନ ସରକାରଙ୍କ ନେତୃତ୍ୱରେ ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ଖରିଫ ଧାନ କିଣାରେ…

କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର

କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ ସାବ ମଧ୍ୟ ଉପସ୍ଥିତ ଥିଲେ।

ଆସନ୍ତା ୨୪ରୁ ପୁଣି ବର୍ଷା ସମ୍ଭାବନା

ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି।

ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ

କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ କରିଛନ୍ତି। କୁଏତରେ ବାୟନ ପ୍ୟାଲେସ ଶକ୍ତିର ପ୍ରତୀକ…