Browsing Tag

News

କୁଏତ୍‌ରେ ଓଡ଼ିଶାର ଗୁଣଗାନ କଲେ ମୋଦି

କୁଏତ୍ ହାଲା ମୋଦି କାର୍ଯ୍ୟକ୍ରମରେ ଓଡିଶା କଥା ଉଲ୍ଲେଖ କରିଛନ୍ତି ମୋଦୀ ।ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ ପ୍ରବାସୀ ଭାରତୀୟଙ୍କୁ ଆମନ୍ତ୍ରଣ କରିଛନ୍ତି। ହାଲା ମୋଦି କାର୍ଯ୍ୟକ୍ରମରେ ହଜାର ହଜାର ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି…

୪ ଦିନିଆ ଓଡିଶା ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

୪ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତକାଲି ରାତି ୧୦ ଟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଥିବା ବେଳେ ଭୁବନେଶ୍ଵରରେ ରାତ୍ରି ଯାପନ କରିଛନ୍ତି । ଆଜି ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପରବର୍ତ୍ତୀ…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ଆଜି ଚନ୍ଦ୍ର କ୍ଷେତ୍ରରେ ମଙ୍ଗଳଙ୍କ ସ୍ଥିତି ପାରିବାରିକ ଜୀବନକୁ ଚିନ୍ତାଶୀଳ କରାଇବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ…

ଓଡିଶାର ପର୍ଯ୍ୟଟନର ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କା ଦାବି କଲେ ମୁଖ୍ୟମନ୍ତ୍ରୀ

ସ୍ବତନ୍ତ୍ର ସହାୟତା ଯୋଜନା 2025- 26 ଅଧୀନରେ ଓଡିଶା କୁ ଅଧିକ ଆବଣ୍ଟନ ମିଳୁ ବୋଲି କେନ୍ଦ୍ର ଆଗରେ ଦାବୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ |କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ବସିଥିଲା ପ୍ରାକ-ବଜେଟ୍ ପରାମର୍ଶ ବୈଠକ |ଏଥିରେ…

ଲଗାଣ ବର୍ଷା ଯୋଗୁ ଶିମିଳିପାଳ ବନ୍ଦ

ଲଗାଣ ବର୍ଷା ଯୋଗୁ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରଣ ସୂଚନା ଦେଇଛନ୍ତି।

କଜାନ ସହରରେ ବଡ଼ ଧରଣର ଡ୍ରୋନ ଆକ୍ରମଣ

ରୁଷର କଜାନ ସହରରେ ବଡ଼ ଧରଣର ଡ୍ରୋନ ଆକ୍ରମଣ। ତିନିଟି ବହୁ ତଳ କୋଠାକୁ ଆତଙ୍କୀଙ୍କ ଟାର୍ଗେଟ। ଲୋକଙ୍କୁ ସୁରକ୍ଷିତ ଭାବେ ବାହାର କରାଯାଉଛି। ଘଟଣାରେ ୟୁକ୍ରେନକୁ ଦାୟୀ କଲା ରୁଷ । ମୋଟ ୮ଟି ଡ୍ରୋନରେ ଆକ୍ରମଣ ହୋଇଛି। କ୍ଷୟକ୍ଷତି ସଂପର୍କରେ ସବିଶେଷ କିଛି ଜଣାପଡ଼ିନାହିଁ। ମୃତାହତ ବିଷୟରେ କିଛି…

ଆଜି ବର୍ଷର ସବୁଠାରୁ ଛୋଟ ଦିନ

ଆଜି ହେଉଛି ସବୁଠୁ ଛୋଟ ଦିନ । ଆପଣ ଜାଣନ୍ତି ବର୍ଷକେ ଥରେ ଏଭଳି ଦିନ ଆସେ ନଭେମ୍ବର ମାସରେ ।  ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ଆଜି ଆପଣ ଅନୁଭବ କରିପାରିବେ। ଆଜି ସହ କାଲି ମଧ୍ୟ ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା ବୋଲି ମହାକାଶ ବିଜ୍ଞାନୀ ଶୁଭେନ୍ଦୁ ପଟ୍ଟନାୟକ ।…

ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ମୋଦୀ, ମିଳିଲା ଭବ୍ୟ ସ୍ବାଗତ

ସଂସଦର ଶୀତ ଅଧିବେଶନ ସରିଛି । ଏହାପରେ  ପ୍ରଧାନମନ୍ତ୍ରୀ ମୋଦି ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯାଇ ପହଞ୍ଚିଛନ୍ତି। ୪୩ ବର୍ଷ ପରେ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଇଥିବାରୁ ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । କୁଏତର ଆମିର ଶେଖ ମେଶଲ ଅଲ…

ଚତୁର୍ଥ ଟେଷ୍ଟ୍ ପୂର୍ବରୁ ଅଷ୍ଟ୍ରେଲିଆ ଦଳର ବଡ଼ ପଦକ୍ଷେପ

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟେଷ୍ଟ ଡିସେମ୍ବର ୨୬ରୁ ମେଲବର୍ଣ୍ଣରେ ଖେଳାଯିବ। ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଏବେ ୧-୧ରେ ସମାନ ରହିଛି। ଏଭଳି ସ୍ଥିତିରେ ଏହି ଟେଷ୍ଟ ମ୍ୟାଚ୍ ଉଭୟ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ୍ ପୂର୍ବରୁ କଙ୍ଗାରୁମାନେ ଏକ ବଡ଼ ପଦକ୍ଷେପ…

ଅଦିନିଆ ବର୍ଷା ଉଜାଡି ଦେଲା ସୁନାର ଫସଲ

ଅଦିନିଆ ବର୍ଷା  ପାଇଁ ଚାଷୀ ଚିନ୍ତାରେ । ପୁରୀ ଜିଲ୍ଲାର ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି । ଖୋର୍ଧା ଜିଲ୍ଲାର ଚାଷୀମାନେ ଏ ଲଗାଣ ବର୍ଷାରେ କଣ କରିବେ ଭାବି ପାରୁନାହାଁନ୍ତି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଧାନ ବିକିବା ପୂର୍ବରୁ ଖଳାରେ ଧାନ ଭିଜିବାରେ ଲାଗିଛି । ଜିଲ୍ଲାରେ ଚଳିତ…