Browsing Tag

News

ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା

ଗତକାଲିଠାରୁ କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ହେଉଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିଛି । ଚାଷୀମାନେ ଧାନ ଫସଲ,…

ସଂସଦରେ ଠେଲାପେଲା ଘଟଣାର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ସଂସଦରେ ଠେଲାପେଲା ଘଟଣାକୁ ନେଇ ସଂସଦରୁ, ପାନ ଦୋକାନ ଚର୍ଚା ହେଉଛି । କିଏ କାହାକୁ ଠେଲିଲା ତାହା ଯେତିକି ଆଲୋଚନା ହେଉନାହିଁ ତାଠୁ ବେଶୀ ଆଲୋଚନା ହେଉଛି ରାହୁଲ ଗାନ୍ଧୀଙ୍କ ଆଚରଣ । ସାଂସଦ ପ୍ରତାପ ଷଡ଼ଙ୍ଗୀ ପଡ଼ିଯିବା ପରେ ସେ କହିଲେ ଯିଏ ଯେମିତି କରିଛି ସେମିତି ଫଳ ପାଇବ । ଏହି ଭିଡିଓ…

ମନ୍ଦିର-ମସ୍‌ଜିଦ ବିବାଦ ଉପରେ ମତଦେଲେ ମୋହନ ଭାଗବତ

ମନ୍ଦିର-ମସ୍‌ଜିଦ ବିବାଦ ଉପରେ ମତଦେଲେ ମୋହନ ଭାଗବତ । ଭାରତରେ ସବୁ ଧର୍ମର ଲୋକ ରହିବେ । ସମ୍ବିଧାନ ଅନୁଯାୟୀ ଦେଶ ଚାଲିବ । ଏଠି ରାମ ମନ୍ଦିର ନିର୍ମାଣ କରି କେହି ହିନ୍ଦୁ ନେତା ହୋଇଯାଆନ୍ତି ନାହିଁ  । ଏହା କହିଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ।…

ହିନ୍ଦୁଙ୍କ ଉପରେ ୨୨୦୦ ଆକ୍ରମଣ

ୟୁନୁସ ସରକାର ମାନୁନାହାଁନ୍ତି । ହିନ୍ଦୁଙ୍କ ଉପରେ ମୁସଲମାନମାନେ ଆକ୍ରମଣ କରୁଛନ୍ତି । ଅନେକ ଲୋକଙ୍କ ଜୀବନ ଯାଇଛି । ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁଙ୍କ ଉପରେ ଅତ୍ୟାଚାର ବଢ଼ିଚାଲିଛି ବୋଲି ସଂସଦରେ ଆଲୋଚନା ବେଳେ ଭାରତ ସରକାର ତଥ୍ୟ ପ୍ରଦାନ କରିଛନ୍ତି । ପୂର୍ବତନ…

ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ

ଆସନ୍ତା ଡିସେମ୍ବର ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ।…

ପ୍ରିୟଙ୍କା ଗାନ୍ଧିଙ୍କୁ ବ୍ୟାଗ୍ ଭେଟି ଦେଇଛନ୍ତି ଅପରାଜିତା ଷଡ଼ଙ୍ଗୀ

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧିଙ୍କୁ ୧୯୮୪ ଲେଖା ହୋଇଥିବା ବ୍ୟାଗ୍ ଭେଟି ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ସଂସଦ ଭବନ ଭିତରକୁ ପ୍ରିୟଙ୍କା ଗାନ୍ଧି ପ୍ରବେଶ କରୁଥିବା ବେଳେ ତାଙ୍କ ହାତକୁ ଏହି ବ୍ୟାଗ ବଢାଇଦେଇଥିଲେ ଅପରାଜିତା। ଆଉ ପ୍ରିୟଙ୍କା ବ୍ୟାଗରେ କଣ ଲେଖା ଅଛି ନଦେଖି ବ୍ୟାଗ…

ଆହତ ସାଂସଦଙ୍କୁ ଭେଟିଲେ ବୈଜୟନ୍ତ ପଣ୍ଡା

ସଂସଦ ପରିସରରେ ହୋଇଥିବା ଠେଲାପେଲା ଘଟଣାରେ ଆହତ ହୋଇଥିବା ଦୁଇ ସାଂସଦଙ୍କୁ ଭେଟିଛନ୍ତି ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଆଜି ଆରଏମଏଲ ହସ୍ପିଟାଲରେ ପହଞ୍ଚି ବୈଜୟନ୍ତ ପଣ୍ଡା ଉଭୟଙ୍କୁ ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏହି ଘଟଣାକୁ ନେଇ…

ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର

ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭା ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଫରୁଖାବାଦ ସାଂସଦ ମୁକେଶ ରାଜପୁତଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି। ଏହି ଘଟଣାକୁ…

ପୂର୍ବତନ ପିସିସି ସଭାପତି ନିରଞ୍ଜନଙ୍କ ଘରେ ଇଡି ରେଡ

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍‌। ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ରେଡ୍‌। କେଉଁ ଘଟଣା ନେଇ ED ରେଡ୍‌ କରୁଛି କିଛି ସ୍ପଷ୍ଟ ହୋଇନି। ED ରେଡ୍‌ ନେଇ ନିରଞ୍ଜନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

ଦିଲ୍ଲୀରେ ପ୍ରି-ବଜେଟ ବୈଠକରେ ଯୋଗ ଦେବେ ମୋହନ ଚରଣ ମାଝୀ

ଦିଲ୍ଲୀରୁ ଆଜି ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଜୟପୁରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ପ୍ରି-ବଜେଟ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ରାଜସ୍ଥାନରେ 55ତମ ଜିଏସଟି ବୈଠକ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ 20 ଏବଂ 21…