Browsing Tag

News

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ

ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏପରି ହିଂସ୍ର…

ୟେମେନ୍‌ରେ ଇସ୍ରାଏଲ୍‌ର ବୋମାମାଡ

ଇସ୍ରାଏଲ୍‌ର କେନ୍ଦ୍ରୀୟ ଅଞ୍ଚଳକୁ ଟାର୍ଗେଟ କରି ହୁଟି ବିଦ୍ରୋହୀ କ୍ଷେପଣାସ୍ତ୍ର ମାଡ଼ କରିବା ପରେ ଜେରୁଜେଲମ୍‌ ପକ୍ଷରୁ ଏହି ସଂଗଠନ ନିୟନ୍ତ୍ରଣରେ ଥିତ୍ବା ୟେମେନ୍‌ ରାଜଧାନୀ ଏବଂ ବନ୍ଦର ସହର ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଇସ୍ରାଏଲୀ ସେନାର ୧୪ଟି ଲଢ଼ୁଆ ବିମାନ ଘନଘନ…

ଜାଣନ୍ତୁ ଆଜି ଦିନଟି ଆପଣଙ୍କ କେମିତି କାଟିବ ?

ମେଷ : ଆଜି ଗଜକେଶରୀ ଯୋଗ ପ୍ରଭାବରେ ସାମାଜିକ, ପାରିବାରିକ ଓ କର୍ମକ୍ଷେତ୍ର ଉନ୍ନତ ରହିବ। ଗତକାଲିର ଟେନସନ୍‍ ଆଜି କମିଯିବ ଏବଂ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‍ବୁଦ୍ଧ ହୋଇ ଧାର୍ମିକ ଅନୁଷ୍ଠାନରେ ସାମିଲ ହେବେ। ଆଲୋଚନା କ୍ଷେତ୍ରରେ ସହକର୍ମୀଙ୍କ ସହ…

୯୦୦ କୋଟି ରୋଜଗାର କଲା ‘ପୁଷ୍ପା-୨’

ଏବେ ସାରା ବିଶ୍ୱରେ ଦେଖିବାକୁ ମିଳିଛି ‘ପୁଷ୍ପା-୨’ ଜଲୱା। ବକ୍ସ ଅଫିସରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଇତିହାସ ସୃଷ୍ଟି କରୁଛି ପୁଷ୍ପା-୨ । ବହୁ ପ୍ରତିକ୍ଷୀତ ପୁଷ୍ପା-୨ ବକ୍ସ ଅଫିସରେ ନୂଆ ଅଧ୍ୟାୟ ଲେଖିବା ଜାରି ରଖିଛି । ରିଲିଜର ୧୦ ଦିନ ଭିତରେ ସାରା ବିଶ୍ୱରେ ‘ପୁଷ୍ପା-୨’ ୧୦୦୦…

କାରବାର ଆରମ୍ଭରୁ ବମ୍ବେ ଷ୍ଟକ ଏକ୍ସଚେଂଜ ଖସିଲା

ଆଜି ଷ୍ଟକ ମାର୍କେଟ କାରବାର ଆରମ୍ଭରୁ ବମ୍ବେ ଷ୍ଟକ ଏକ୍ସଚେଂଜ ସୂଚକାଙ୍କ ଖସିବାରେ ଲାଗିଥିଲା ।  ବର୍ତ୍ତମାନ ସୁଦ୍ଧା ବମ୍ବେ ଷ୍ଟକ ଏକ୍ସଚେଂଜ ସୂଚକାଙ୍କ ଏକ ହଜାର ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୯ ହଜାର ୧୭୧ରେ ପହଞ୍ଚିଛି । ନ୍ୟାସନାଲ ଷ୍ଟକ୍ ଏକ୍ସେଚଂଜରେ ମଧ୍ୟ ୩୦୨ ପଏଣ୍ଟ ହ୍ରାସ ହୋଇ ୨୩…

ଆଜି ପୁର୍ନବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ

ଗତକାଲି ମହାପ୍ରଭୁଙ୍କ ଦିବାପହୁଡ ନୀତି ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଥିଲା।  ଆଜି ବନ୍ଧାଯାଇଥିବା ଭାରା ବ୍ୟବହାର କରି ବିଭିନ୍ନ ସ୍ଥାନରେ ଥିବା କ୍ରାକ୍ ବା ଫାଟ ମରାମତି କାର୍ଯ୍ୟ କରାଯିବ। ପ୍ରାଥମିକ ଭାବେ ଡିପ୍ଲାଷ୍ଟରିଂ ବା ଚୂନ ପ୍ଲାଷ୍ଟରକୁ ହଟାଯିବା ପରେ ଫାଟ ଥିବା…

ଏନ୍‌କାଉଣ୍ଟର୍‌ରେ ୫ ଆତଙ୍କବାଦୀ ନିହତ

ଆଜି ସକାଳେ ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହେବା ପରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ବେଳେ ଦୁଇ ସୈନିକ ମଧ୍ୟ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ବୁଧବାର ରାତିରେ ଜିଲ୍ଲାର ବେହବାଗ…

୨ ମାସରେ ସରିବ ଆବାସ ସର୍ଭେ

ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି। ମନ୍ତ୍ରୀମାନେ ଜିଲା ଗସ୍ତ କରିବାବେଳେ ଏହାର ସମୀକ୍ଷା…

କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ଅଶ୍ଵିନ

ଗାବା ଟେଷ୍ଟ ପରେ ଅବସର ଘୋଷଣା କଲେ ଅଶ୍ଵିନ । କ୍ରିକେଟ୍‌ର ସବୁ ଫର୍ମାଟ୍‌ରୁ ରବିଚନ୍ଦ୍ରନ୍‌ ଅଶ୍ଵିନ ଅବସର ନେଇଛନ୍ତି । ଟେଷ୍ଟ କ୍ୟାରିୟରରେ 500ରୁ ଅଧିକ ୱିକେଟ୍‌ ନେଇ ରେକର୍ଡ । 106ଟି ଟେଷ୍ଟ ମ୍ୟାଚ୍ ଖେଳି 537 ୱିକେଟ୍‌ ନେଇଛନ୍ତି ଅଶ୍ଵିନ ।  116ଟି ଦିନିକିଆ ମ୍ୟାଚ୍‌ରୁ 156…

ଗାବାରେ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର

ବ୍ରିସବେନର ଗାବା ଠାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର ହୋଇଥିଲା। ଅଷ୍ଟ୍ରେଲିଆ ଜିତିବା ପାଇଁ ଭାରତକୁ ୨୭୫ ରନର ଲକ୍ଷ୍ୟ ଦେଇଥିଲା। କିନ୍ତୁ ମ୍ୟାଚର ପଞ୍ଚମ ଦିନରେ ଚା’ ବିରତି ପରେ ମ୍ୟାଚ ଆରମ୍ଭ ହୋଇପାରିଲା ନାହିଁ। ବର୍ଷା ଏବଂ କମ ଆଲୋକକୁ…