Browsing Tag

News

୨୦୩୪ର ଫୁଟବଲ ଫିଫା ବିଶ୍ୱକପ୍ ସାଉଦି ଆରବରେ ହେବ

ସାଉଦି ଆରବ ୨୦୩୪ରେ ହେବାକୁ ଥିବା ଫୁଟବଲ ବିଶ୍ୱକପ୍ ଆୟୋଜନ କରିବ ବୋଲି ଫିଫା ଘୋଷଣା କରିଛି। ଏହାବ୍ୟତୀତ ୨୦୩୦ ଫିଫା ବିଶ୍ୱକପ୍ ମଧ୍ୟ ଘୋଷଣା କରାଯାଇଛି। ୨୦୩୦ ବିଶ୍ବକପ୍ ସ୍ପେନ୍, ପର୍ତ୍ତୁଗାଲ୍ ଓ ମରୋକ୍କୋ ମିଳିତ ଭାବେ ଆୟୋଜନ କରିବେ। ଫିଫା ସଭାପତି ଜିଆନି ଇନଫାଣ୍ଟିନୋ ଏହା ଘୋଷଣା…

୭୫ ଭାରତୀୟ ନାଗରିକଙ୍କୁ ସିରିଆରୁ ସ୍ଥାନାନ୍ତର କଲା ଭାରତ

ବିଦ୍ରୋହୀ ସୈନ୍ୟମାନେ ବାଶାର ଅଲ-ଆସାଦ ସରକାରକୁ ବହିଷ୍କାର କରିବାର ଦୁଇ ଦିନ ପରେ ଭାରତ ୭୫ ଜଣ ନାଗରିକଙ୍କୁ ସିରିଆରୁ ସ୍ଥାନାନ୍ତର କରିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ସୁରକ୍ଷା ପରିସ୍ଥିତିର ଆକଳନ କରିବା ପରେ ଦମିସ୍କ ଏବଂ ବେରୁଟରେ ଥିବା ଭାରତୀୟ ଦୂତାବାସ ଏହି ସ୍ଥାନାନ୍ତର…

ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ

ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ଜନସେନା ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି। ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏକ ଅଜଣା ନମ୍ବରରେ ଧମକପୂର୍ଣ୍ଣ କଲ୍‌ ଆସିଥିଲା। ଅଜ୍ଞାତ ବ୍ୟକ୍ତି ଜଣକ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ଦେଇଥିଲେ।

ଜାନୁୟାରୀ ୧୭ରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି

ଆସନ୍ତା ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ। ଏଥିପାଇଁ ଦ୍ବାର ଫିଟା ନୀତି ରାତି ୨ଟାରୁ ଆରମ୍ଭ ହେବ ବୋଲି କୁହାଯାଇଛି। ତେବେ ଶନିବାର,…

ଜାଣନ୍ତୁ କେଉଁ କ୍ଷେତ୍ରରେ ଆପଣଙ୍କୁ ପ୍ରଶଂସା ମିଳିବ ?

ମେଷ : ମଙ୍ଗଳଙ୍କ କୁପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବା ସମ୍ଭାବନା ରହିଛି। ପାରିବାରିକ କ୍ଷେତ୍ରର ଅସଜଡ଼ା ପରିସ୍ଥିତି ମାନସିକ ସ୍ଥିତିକୁ ଶିଥିଳ କରିପାରେ। ପ୍ରିୟଜନଙ୍କଠାରୁ ଉତ୍ସାହ…

ନୂଆ RBI ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ଶକ୍ତିକାନ୍ତ ଦାସ

ଆଜି ଶେଷ ହୋଇଛି ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ। ଆସନ୍ତାକାଲି ୧୧ ତାରିଖରେ ଶକ୍ତିକାନ୍ତ ଦାସଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ସଞ୍ଜୟ ମଲହୋତ୍ରା। ବର୍ତ୍ତମାନର ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ଆର୍‌ବିଆଇରୁ ବିଦାୟ ନେବା ସହ ନୂଆ RBI ଗଭର୍ଣ୍ଣର…

ରାଜ୍ୟରେ ୧୦ ବର୍ଷରେ ଗଲାଣି ୮୫୭ ହାତୀଙ୍କ ଜୀବନ

୧୦ ବର୍ଷ ମଲେଣି ୮୫୭ ହାତୀ। ସେଥି ମଧ୍ୟରୁ ୩୦୫ ହାତୀ ରୋଗର ଶିକାର ହୋଇ ମୃତ୍ୟୁ ବରଣ କରିଥିବା ବେଳେ ୧୪୯ ହାତୀ ବିଦ୍ୟୁତ ଆଘାତ ମୃତ୍ୟୁବରଣ କରିଛନ୍ତି। ପ୍ରାକୃତିକ କାରଣରୁ ୨୨୯ ହାତୀ ମୃତ୍ୟୁବରଣ କରିଛନ୍ତି। ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟ ମନ୍ତ୍ରୀ…

ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜ୍ରରୁ ପିଲା ହାତୀର ମୃତଦେହ ଉଦ୍ଧାର

ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜ୍ ଅଧୀନସ୍ଥ ମୟୁରଝାଲିଆ ଗ୍ରାମ ନିକଟସ୍ତ ବୋରବୋରା ବନ୍ଧ ରେ ପଡି ଛୁଆ ହାତୀ ର ମୃତ୍ୟୁ, ଏ ଅଞ୍ଚଳରେ ୪୨ ଟିକିଆ ହାତୀ ପଲ୍ଲ ଉତ୍ତପାତ୍ ମଚାଇ କାଲି ରାତ୍ରିରେ ଧାନ ଖାଇବାକୁ ଆସିଥିବାବେଳେ ବୋରବୋର ବନ୍ଧ ରୁ ରଣପୁର ବନବିଭାଗ କର୍ମଚାରୀ ପହଂଚି ଉଦ୍ଧାର କରିଛି…

ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର ଜୁନିୟର କ୍ଳର୍କ ଦେବଯାନୀ କର ଗିରଫ

ଗତକାଲି 20 ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡି ବସିଥିଲା ଭିଜିଲାନ୍ସ । ଯାଞ୍ଚ ବେଳେ ଅଫିସ ଗଡ଼ରେଜରୁ 15 ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଗତକାଲି ଖଣ୍ଡଗିରି ସବରେଜିଷ୍ଟ୍ରାର୍ ଅଫିସର ଜୁନିୟର କ୍ଲର୍କ ଦେବଯାନୀ କରଙ୍କୁ ମାଡି଼ ବସିଥିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ…

କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ

କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ । ୯୨ ବର୍ଷ ବୟସରେ ନିଜ ବାସଭବନରେ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଏସ୍‌ଏମ୍ କ୍ରିଷ୍ଣା ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ…