Browsing Tag

News

ଦେଶରେ ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ

ବୀମା ସଖୀ ଯୋଜନାରେ ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ । 3 ବର୍ଷ ପାଇଁ ତାଲିମ ସମୟରେ  ମଧ୍ୟ ମହିଳାଙ୍କୁ ମିଳିବ 5ରୁ 7 ହଜାର ଟଙ୍କା । ଏହାବ୍ୟତୀତ କମିଶନ ମଧ୍ୟ ମିଳିବ । କାର୍ଯ୍ୟ ଅନୁସାରେ ପରବର୍ତ୍ତୀ ସମୟରେ ମହିଳାଙ୍କୁ ପଦୋନ୍ନତି ମିଳିବ । ହରିୟାଣାର…

ଆଜିଠାରୁ କଟକରେ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

ଆଜିଠାରୁ ଆରମ୍ଭ ହେବା ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ । ସୁପର 100 ଟୁର୍ଣ୍ଣାମେଣ୍ଟ ରେ 29 ଟି ଦେଶର 3 ଶହରୁ ଉର୍ଦ୍ଧ୍ବ ଖେଳାଳି ଅଂଶଗ୍ରହଣ କରିବେ ବୋଲି କହିଛନ୍ତି କ୍ରୀଡ଼ାମନ୍ତ୍ରୀ  । ଓଡିଶାରୁ 7 ଜଣ ଖେଳାଳି ଏଥିରେ ଭାଗ ନେଉଛନ୍ତି । ଜାପାନ , ଚୀନ ଡେନମାର୍କର ଖେଳାଳି ମଧ୍ୟ…

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ

ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ ସରକାର ଜୋରସୋର ପ୍ରସ୍ତୁତି…

ଜାଣନ୍ତୁ କଣ ରହିଛି ଆପଣଙ୍କ ଭାଗ୍ୟ ?

ମେଷ : ଆଜି ସମୟାନୁବର୍ତ୍ତିତା ଓ କର୍ମଦକ୍ଷତା ଯୋଗୁ ପ୍ରଶଂସିତ ହେବେ। ପୂର୍ବରୁ ରହିଥିବା ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ, ବିଦ୍ୟୁତ୍‍ ବ୍ୟବସାୟ ଓ ତେଜରାତି ଦୋକାନରୁ ଲାଭବାନ୍‍ ହେବେ। ବନ୍ଧୁଙ୍କ ସହ ଫଳପ୍ରଦ ଆଲୋଚନା ସାଙ୍ଗକୁ…

ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦିନ ଶୋକ ଘୋଷଣା…

ବେଆଇନ ମାଙ୍କଡା ପଥର ଚୋରାଚାଲାଣ ଅଭିଯୋଗରେ ଦୁଇ ଗିରଫ

ବେଆଇନ ମାଙ୍କଡା ପଥର ଚୋରାଚାଲାଣ ଅଭିଯୋଗରେ ନିରାକରପୁର ଅଞ୍ଚଳରେ ପୋଲିସର ଚଢ଼ାଉ । ୩ଟି ଟ୍ରକ ଜବତ ୨ଡ୍ରାଇଭର ଗିରଫ। ଖୋର୍ଦ୍ଧା ଜିଲ୍ଲା ଟାଗିଂ ତହସିଲର ବିଭିନ୍ନ ରାଜସ୍ୱ ମୌଜାରେ ବେଧଡକ ମାଙ୍କଡା ପଥର ଚୋରାଚାଲାଣ ଅଭିଯୋଗ । ମାଫିଆମାନେ ଜଂଗଲ ଜମି, ରାଜସ୍ୱ ଜମି ଓ କାଜୁ କର୍ପୋରେସନ…

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ସୁଜିତ କୁମାର ଦାଖଲ କରିଛନ୍ତି ନାମାଙ୍କନ ପତ୍ର । 2ଟି ସେଟରେ ନାମାଙ୍କନ ଭରିଛନ୍ତି ସୁଜିତ କୁମାର । ସୁଜିତଙ୍କ ପାଇଁ 30 ଜଣ ପ୍ରସ୍ତାବକ ଅଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ମନ୍ତ୍ରୀ ଓ…

ଜାତୀୟ ପଞ୍ଚାୟତ ପୁରସ୍କାରରେ ମୋଟ 7ଟି ପୁରସ୍କାର ପାଇବ ଓଡିଶା

୨୦୨୪ ମସିହା ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ସମାରୋହ ଆସନ୍ତା ୧୧ ଡିସେମ୍ବରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିବେ । ଜାତୀୟ ପଞ୍ଚାୟତ ପୁରସ୍କାରରେ ଓଡ଼ିଶା ମୋଟ ୭ଟି ପୁରସ୍କାର ପାଇବାକୁ…

୪ ଦିନରେ ୭୫୦ କୋଟିରୁ ଅଧିକ ରୋଜଗାର କଲା ‘ପୁଷ୍ପା ଦି ରୁଲ୍‌’

ରିଲିଜ୍‌ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ ଅଧିକ ରୋଜଗାର…

ବିରୋଧୀଙ୍କୁ ଟାର୍ଗେଟ କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶିନ୍ଦେ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ ନକରିବାକୁ ସେ ବିରୋଧ କରିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶିନ୍ଦେ କହିଛନ୍ତି ଯେ କଠିନ…