Browsing Tag

News

୬ ଜିଲାରେ ହେବ ପ୍ରବଳ ବର୍ଷା

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେଉ ନ ଥିବା…

କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ : କମିଲା କ୍ୟାନ୍ସର ଔଷଧ ଦର

ଜୀବନ ରକ୍ଷକ ଔଷଧମାନଙ୍କୁ ଅଧିକ ଶସ୍ତା କରିବା ଦିଗରେ ସରକାରଙ୍କର ବଡ ପଦକ୍ଷେପ । ଭାରତ ସରକାର ତିନିଟି ପ୍ରମୁଖ କ୍ୟାନ୍ସର ଔଷଧର MRP କମେଇବାକୁ ଔଷଧ ନିର୍ମାତାମାନଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ଔଷଧମାନଙ୍କୁ କଷ୍ଟମ୍ ଶୁଲ୍କରୁ ମୁକ୍ତ କରିବା ଏବଂ ଜିଏସଟି ହାରକୁ ୧୨% ରୁ  ୫% କରାଯାଇଛି।…

ବାଂଲାଦେଶ ଗସ୍ତରେ ଯିବେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ

ଡିସେମ୍ବର ୯ରେ ଭାରତ ବୈଦେଶିକ ସଚିବ ବିକ୍ରମ ମିସ୍ରୀ ବାଂଲାଦେଶ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ମିସ୍ରୀ ବାଂଲାଦେଶ ସହ ବୈଦେଶିକ କାର୍ଯ୍ୟାଳୟର ପରାମର୍ଶର ନେତୃତ୍ୱ ନେବେ ଏବଂ ତାଙ୍କ ପ୍ରତିପକ୍ଷଙ୍କୁ ଭେଟିବେ। ବୈଦେଶିକ ସଚିବ ବାଂଲାଦେଶର ଅନ୍ତରୀଣ ସରକାରଙ୍କ ଅଧୀକାରୀମାନଙ୍କୁ…

ମୃତ ମହିଳାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବେ ଆଲୁ ଅର୍ଜୁନ

'ପୁଷ୍ପା ୨: ଦି ରୁଲ୍'ର ପ୍ରିମିୟର୍ ସୋ’ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାର ଦୁଇ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନ ମୃତ ମହିଳାଙ୍କ ପରିବାରକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି। ଶୁକ୍ରବାର ଦିନ ନିଜ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ…

ମହାକୁମ୍ଭମେଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆସିଲା ନିମନ୍ତ୍ରଣ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି ଉତ୍ତର ପ୍ରଦେଶ ସରକାର । ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ରୁଚିବର୍ଦ୍ଧକ ହେବ। ମାତ୍ର ଈର୍ଷାପରାୟଣ ଆତ୍ମୀୟ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ। ପାରିବାରିକ ସ୍ଥିତି ପୂର୍ବପରି…

ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗରେ ସରକାରଙ୍କୁ ପ୍ରଶ୍ନ କାଲେ ବିରୋଧୀ

ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ  ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଏସଏଚଜି ଗ୍ରୁପ  ଯୋଗାଣ କରୁଛନ୍ତି।…

ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ଦାବି

କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ ଦାବି କରିଛନ୍ତି । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ସରକାର ଯୋଜନା କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ବିଧାନସଭାରେ ଏକ ଲିଖିତ ପ୍ରଶ୍ନରେ ସନାତକ ଦାବି…

ଓଡ଼ିଶାରୁ ରାଜ୍ୟସଭାକୁ କିଏ ଯିବେ?ଏମିତି କହିଲେ ମନମୋହନ ସାମଲ…

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟସଭାରେ ରେସରେ ତାଙ୍କ ନାଁ ନେଇ ସମ୍ବାଦିକଙ୍କ ପ୍ରଶ୍ନରେ ପ୍ରତିକ୍ରିୟା ରଖି ମନମୋହନ କହିଛନ୍ତି, ରଜ୍ୟସଭା କିଏ ଯିବ ସେନେଇ ପାର୍ଟି ପାର୍ଲିଆମେଣ୍ଟାରୀ ବୋର୍ଡ ନିଷ୍ପତ୍ତି ନେବ। ପାର୍ଲିଆମେଣ୍ଟାରୀ ବୋର୍ଡ ଏନେଇ ବିଧିବଦ୍ଧ ନିଷ୍ପତ୍ତି ନେବ। ମୁଁ…

ଦେଶରେ ଖୋଲିବ 85ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଏଥିରୁ ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ…