Browsing Tag

News

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି

ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା…

CRPF କ୍ଯାମ୍ପ ଉପରେ ଲାଲବାହିନୀର ଆକ୍ରମଣ

ଯବାନଙ୍କୁ ଆକ୍ରମଣ କରିବାକୁ ଆସିଥିଲେ ମାଓବାଦୀ । ଯବାନଙ୍କ ଜବାବୀ ଆକ୍ରମଣରେ ଛତ୍ରଭଙ୍ଗ ଦେଲେ ଲାଲବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ଜେଡି ପାଲି ଠାରେ ନୂତନ ଭାବେ ସ୍ଥାପନ ହୋଇଥିବା CRPF କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ । ଶତାଧିକ ମାଓବାଦୀ CRPF…

ମହାରାଷ୍ଟ୍ରରେ ଶପଥ ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି ।…

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଟିମ୍ ଇଣ୍ଡିଆ

ଆଡିଲେଡ୍ ଟେଷ୍ଟରେ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି । ଏହି ଦିବାରାତ୍ର ଟେଷ୍ଟ ମ୍ୟାଚରେ  ଖାତା ଖୋଲିବା ପୂର୍ବରୁ ପାଭିଲିୟନକୁ ଫେରିଲେ ଓପନର ଯଶସ୍ବୀ ଯଶଓ୍ବାଲ । ଆଜି ମିଡିଲ ଅର୍ଡରରେ ପଡିଆକୁ ଓହ୍ଲାଇବେ କ୍ୟାପଟେନ୍ ରୋହିତ ଶର୍ମା । ଏହି ମ୍ୟାଚ ଦେଖିବାକୁ…

ଭିଜିଲାନ୍ସ ଜାଲରେ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍ ରେବତୀ ରମଣ ଯୋଶୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ସମ୍ବଲପୁର, ବରଗଡର ୯ଟି ସ୍ଥାନରେ ଚଢଉ ହୋଇଛି ।  ସରକାରୀ ବାସଭବନ , ଅଫିସ ଓ ସମ୍ବଲପୁର ଅଇଁଠାପାଲି ଘରେ ଚାଲିଛି ରେଡ୍  । ସମ୍ବଲପୁର ଡିୟର ପାର୍କ ନିକଟରେ ଥିବା…

ଆଜି ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ରାଷ୍ଟ୍ରପତି

ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଚତୁର୍ଥ ଥର ପାଇଁ ଆସୁଥିବା ବେଳେ ପ୍ରଥମ ଥର ନିଜ ଜନ୍ମମାଟି କୁସୁମୀ ବ୍ଲକ ଅନ୍ତର୍ଗତ "ଉପରବେଡା" ଗ୍ରାମକୁ ଯିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ମଧ୍ୟ ହୋଇଛି । ଛୋଟବେଳେ ପାଠ ପଢୁଥିବା ସ୍କୁଲ 'ଉପରବେଡା ସରକାରୀ ଉଚ୍ଚ…

ବିବାହ କଲେ ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା

ଅଭିନେତା ନାଗା ଚୈତନ୍ୟ ଓ ଅଭିନେତ୍ରୀ ଶୋଭିତା ଧୁଲିପାଲା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ହାଇଦ୍ରାବାଦର ଅନ୍ନପୂର୍ଣ୍ଣା ଷ୍ଟୁଡିଓରେ ଏହି ଷ୍ଟାର୍‌ କପଲଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହରେ ଫିଲ୍ମ ଜଗତର ବହୁ ବିଶିଷ୍ଟ ବ୍ୟକ୍ତଙ୍କ ସହ ନାଗା ଓ ଶୋଭିତାଙ୍କ ପରିବାରବର୍ଗ,…

ଭାରତୀୟ ସ୍ଥଳସେନାର ବ୍ରିଗେଡିଅର ହେଲେ କୋରାପୁଟର ସଞ୍ଜୟ

କୋରାପୁଟ ମାଟିର ପୁଅ କର୍ଣ୍ଣେଲ ସଞ୍ଜୟ ମହାନ୍ତି ଭାରତୀୟ ସେନାରେ ବ୍ରିଗେଡିୟର ଭାବେ ପଦୋନ୍ନତି ପାଇବା ପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରତିରକ୍ଷା ଉତ୍ପାଦନ ବିଭାଗ ହାଇଦ୍ରାବାଦ ମୁଖ୍ୟ ପଦବୀରେ ଅବସ୍ଥାପିତ ହୋଇଛନ୍ତି ଏବଂ ସମସ୍ତ ପ୍ରତିରକ୍ଷା ଉପକରଣ ଏବଂ ଷ୍ଟୋର୍ଗୁଡ଼ିକର ଗୁଣବତ୍ତା…

ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାବୀସ। ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର…

ଛତିଶଗଡ଼ରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ

ଆବୁଝମାଡ଼ ଅଞ୍ଚଳ ସୋନପୁର ଓ କୋହକମେଟା ସୀମାବର୍ତ୍ତୀ ଅଞ୍ଚଳରେ ଫାୟରିଂ । BSF ଓ DRG ଯବାନଙ୍କ ମିଳିତ ସର୍ଚ୍ଚ ଅପରେସନରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ DRG ବାହିନୀର ପ୍ରଧାନ ଆରକ୍ଷକ ବିରେନ୍ଦ୍ର କୁମାର ସୋରି ସହିଦ ହୋଇଥିବା ସୂଚନା ।