Browsing Tag

News

ଆଜି ଭୁବନେଶ୍ଵରରେ ସର୍ବଭାରତୀୟ ୫୯ତମ ଡିଜିପି ସମ୍ମିଳନୀ

ଓଡ଼ିଶା ଆସିବେ ପିଏମ୍ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ମୋଦିଙ୍କ ଗସ୍ତ ପାଇଁ ରାଜଧାନୀ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ସାଂସଦ,  ବିଧାୟକ ଓ ନେତାଙ୍କୁ ସରକାର ଓ ସଂଗଠନର ମନ୍ତ୍ର  ଦେବେ ଭାରତୀୟ ରାଜନୀତିର ଦୁଇ ସଫଳ ଯୋଡ଼ି ମୋଦି ଓ…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜି ସପ୍ତମ ଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟଗୁଡ଼ିକ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କୁ ଧାର କରଜ ଦେଇ ମନସ୍ତାପ କରିପାରନ୍ତି। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ…

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

୨୦୦୨ ଫେବୃଆରି ୨୭ରେ ଘଟିଥିବା ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ନିର୍ମାଣ ହୋଇଛି ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’। ଗତ ୧୫ ତାରିଖରେ ଏହି ଚଳଚ୍ଚିତ୍ର ସାରା ଦେଶରେ ରିଲିଜ୍‌ ହୋଇଛି। ଓଡ଼ିଶାରେ ପ୍ରତିଦିନ ୪୦ରୁ ଅଧିକ ସୋ’ ଲାଗିଛି। ଆଜି ଏହି ଚଳଚ୍ଚିତ୍ରକୁ ଆଜି ଓଡ଼ିଶା ସରକାର…

୯୪୧ ଜଣ ଅଗ୍ନିବୀରଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଏହି ନିଯୁକ୍ତି ସମାରୋହ ଆୟୋଜିତ ହୋଇଛି । ୯୪୧ ଜଣ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଅଗ୍ନିଶମ ବାହିନୀରେ ଆଗକୁ ମହିଳା ନିଯୁକ୍ତ ହୋଇପାରନ୍ତି । ମହିଳାଙ୍କ ନିଯୁକ୍ତି ନେଇ ବିଚାର…

ଡିଜିପି ସମ୍ମିଳନୀରେ ଯୋଗଦେବେ ମୋଦୀ ଓ ସାହା

ଆସନ୍ତକାଲିଠୁ ଭୁବନେଶ୍ବରରେ ତିନି ଦିନିଆ ଡିଜିପି ସମ୍ମିଳନୀ । ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ରାଜ୍ୟ ଅତିଥି ଭବନରେ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ…

ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ହେମନ୍ତ ସୋରେନ୍‌

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ହେମନ୍ତଙ୍କୁ…

୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରିଛନ୍ତି ବାଚସ୍ପତି ସୁରମ ପାଢୀ

ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ ୨୯ ଓ ୩୦ ତାରିଖରେ ବନ୍ଦ ରଖାଯିବ ବୋଲି ବାଚସ୍ପତି ଘୋଷଣା କରିଛନ୍ତି।…

ଭିଜିଲାନ୍ସ ଜାଲରେ ସିଡିପିଓ ସାରାଣୀ ପାଣିଗ୍ରାହୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଗଞ୍ଜାମ ଜିଲା ବେଗୁନିଆପଡା ସିଡିପିଓ ସାରାଣୀ ପାଣିଗ୍ରାହୀ। ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଆଗରେ ଧରାପଡିଛନ୍ତି। ଏକ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ସିଡିପିଓ ୧୨ ହଜାର ଟଙ୍କା ଲାଞ୍ଚ…

୫୦ ଦିନରେ ପ୍ରାୟ ୭କୋଟି ଟଙ୍କାର ବ୍ୟବସାୟ କରିଛି ଓଡ଼ିଆ ଚଳଚ୍ଚିତ୍ର ‘କର୍ମ’

ଅମୀୟ ପଟ୍ଟନାୟକ ପ୍ରଡକ୍ସନ ନିବେଦିତ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ତଥା ସୁପର୍‌ଷ୍ଟାର୍‌ ଅନୁଭବ ମହାନ୍ତିଙ୍କ ଅଭିନୀତ ଓଡ଼ିଆ ଫିଲ୍ମ ‘କର୍ମ’ ୫୦ ଦିନରେ ପହଞ୍ଚିଛି। ତେବେ ଏହି ଫିଲ୍ମଟି ଏବେ ବି ଓଡ଼ିଶାର ପ୍ରାୟ ୪୦ଟି ପ୍ରେକ୍ଷାଳୟରେ ହାଉସ୍‌ଫୁଲ୍‌ ଚାଲିଛି।  ଏହି ୫୦ ଦିନରେ ପ୍ରାୟ…

ଟେଷ୍ଟରେ ଏକ ନମ୍ବର ବୋଲର ଜସପ୍ରୀତ ବୁମ୍‌ରା

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ସିରିଜରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ୨୯୫ ରନ୍‌ରେ ପରାସ୍ତ କରିଛି। ଏହି ବିଜୟର ହିରୋ ଥିଲେ ଜସପ୍ରୀତ ବୁମ୍‌ରା। ପର୍ଥରେ ଖେଳାଯାଇଥିବା ଟେଷ୍ଟରେ ଜସପ୍ରୀତ ବୁମ୍‌ରା ଅପ୍ଟସ ଷ୍ଟାଡିୟମରେ…