Browsing Tag

News

ଇଟାଲୀର ଫିଉଗି ଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ଯୋଗଦେଲେ ଏସ୍‌ ଜୟଶଙ୍କର

ଇଟାଲୀର ଫିଉଗି ଠାରେ ଅନୁଷ୍ଠିତ ଦୁଇ ଦିନିଆ ଜି-୭ ବିଦେଶମନ୍ତ୍ରୀଙ୍କ ସମ୍ମିଳନୀରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଯୋଗ ଦେଇଛନ୍ତି। ଏହି ଅବସ‌ରରେ ସେ ବିଭିନ୍ନ ରାଷ୍ଟ୍ରର ବିଦେଶ ମନ୍ତ୍ରୀଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିଛନ୍ତି। ଗତ ଦୁଇଦିନ ଏହି ସମ୍ମିଳନୀ…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜି ମଙ୍ଗଳଙ୍କ ଦୃଷ୍ଟିରେ ଚନ୍ଦ୍ର ରହୁଥିବାରୁ ଯେମିତି ଭାବୁଥିବେ ତାହା ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁମାନେ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ…

ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର

କାର୍ତ୍ତିକେୟନ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର । ଆଉ ୬ ମାସନ ଛୁଟି ପାଇଁ ଆବେଦନ କରିଥିଲେ ସୁଜାତା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ ୩୧ରୁ ୬ ମାସ ଛୁଟିରେ ପଳାଇଥିଲେ ସୁଜାତା । ତେବେ ପୁଣି ଥରେ ନିଜର ଛୁଟି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ। ଆସନ୍ତା 28 ତାରିଖରେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ହେମନ୍ତ । ପତ୍ନୀ କଳ୍ପନା ସୋରେନଙ୍କ ସହ ହେମନ୍ତ ସୋରେନ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ…

ନଭେମ୍ବର ୨୯ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ନଭେମ୍ବର ୨୯ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।  ପ୍ରଧାନମନ୍ତ୍ରୀ ମୋଦି ଓ ଅମିତ ଶାହାଙ୍କ ଓଡିଶା ଗସ୍ତ ନେଇ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। SPG ବୈଠକ ନେଉଥିବା ସୂଚନା ମିଳିଛି । ପୋଲିସ, ଅଗ୍ନିଶମ, ଟେଲିକମ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ…

ୟୁକ୍ରେନ୍‌ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ

ଏକାସାଙ୍ଗରେ ୟୁକ୍ରେନ୍‌ ଉପରେ ୧୫୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍‌ର ବହୁତ କ୍ଷତି ପହଞ୍ଚିଥିବା ବେଳେ ଅନେକ ଅଞ୍ଚଳରୁ ବିଦ୍ୟୁତ୍‌ ଚାଲିଯାଇଛି। ଏନେଇ ୟୁକ୍ରେନ୍‌ ପକ୍ଷରୁ ସୂଚନା ଦିଆଯାଇଛି। ରୁଷିଆ ୟୁକ୍ରେନ ଉପରେ ୧୮୮ ଆକ୍ରମଣକାରୀ ଡ୍ରୋନ୍‌ ଚଳାଇଛି। ଉଭୟ ଦେଶ…

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ମାଡି ବସିଛି। ଭୂୟାଁ ସହକର୍ମୀଙ୍କର ବକେୟା ଥିବା ୫ ଲକ୍ଷ ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଉଥିଲେ। ତେବେ…

ଜାଣନ୍ତୁ କେଉଁ ରାଶିକୁ ଆଜି ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ ?

ମେଷ : ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସହଯୋଗ ପାଇ ସ୍ଥଗିତ କାମ ସମ୍ପନ୍ନ ହେବ। ଘରୋଇ କ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି…

୧୩ ବର୍ଷ ବୟସରେ ଆଇପିଏଲ ଟିମରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

୧୩ ବର୍ଷ ବୟସରେ ଆଇପିଏଲ ଟିମରେ ସାମିଲ ହେଲେ ବିହାରର ବୈଭବ ସୂର୍ଯ୍ୟବଂଶୀ । ରାଜସ୍ଥାନ ରୟାଲସ ତାଙ୍କୁ ଏକ କୋଟି ୧୦ ଲକ୍ଷ ଟଙ୍କାରେ କିଣିଛି । ଗତକାଲି ଆଇପିଏଲ ନିଲାମୀର ଦ୍ବିତୀୟ ଦିନରେ ବୈଭବଙ୍କୁ ନେଇ ବିଭିନ୍ନ ଟିମ୍ ମଧ୍ୟରେ ଉତ୍ସୁକତା ଦେଖୋଦେଇଥିଲା। ତାଙ୍କୁ ଟିମରେ ସାମିଲ କରିବାକୁ…

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସିନ୍ଦେ

ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ। ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଲେ ଏକନାଥ । କିଏ ହେବ ପରବର୍ତ୍ତୀ ମଖ୍ୟମନ୍ତ୍ରୀ ଏବେ ବି ସସ୍‌ପେନ୍ସ ଜାରି । ସିନ୍ଦେ ଏବଂ ଦେବେନ୍ଦ୍ର ଫଡନାଭିସ୍‌ଙ୍କ ନାଁକୁ ନେଇ…