Browsing Tag

News

ବିଧାନସଭା ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି

ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା  ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।

ତାଜ ହୋଟେଲ ଆକ୍ରମଣକୁ ପୁରିଲା ୧୬ବର୍ଷ : ବର୍ଷିଲେ ଶାହା

ସାରା ଦେଶ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ସ୍ମରଣ କରାଯାଉଥିବାବେଳେ ଅନ୍ୟ ପଟେ ଏହି ତାରିଖ ସହିତ ଜଡିତ ଏକ ଅନ୍ଧକାର ଦିନ ଅଛି ଯାହାକୁ ଭାରତର ଲୋକମାନେ ଭୁଲିବେ ନାହିଁ। ଆଜ୍ଞା ଆମେ ୨୬ନଭେମ୍ବର ୨୦୦୮ରେ ମୁମ୍ବାଇରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ବିଷୟରେ କହୁଛୁ। ଆଜି ଦେଶ ଏହି…

ଜାତୀୟ ସମ୍ବିଧାନ ଦିବସ ଅବସରରେ ସଂସଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନ

ଭାରତକୁ ଲୋକତନ୍ତ୍ରର ଜନନୀ କହିଲେ ମହାମହିମ ରାଷ୍ଟ୍ରପତି । ସେ କହିଛନ୍ତି , ଆମ ଦେଶର ସବୁଠୁ ପବିତ୍ର ଗ୍ରନ୍ଥ ହେଉଛି ସମ୍ବିଧାନ । ଦେଶର ଆଶା , ଆକାଂକ୍ଷା ପୂରଣ କରିବାକୁ ସମସ୍ତେ ଆଗେଇ ଆସିବା ଦରକାର । ଏବେ ଭାରତରେ ସମାବେଶୀ ବିକାଶର ଦ୍ରୁତ ହେଉଛି । ବିଶ୍ବସ୍ତରୀୟ ଭିତ୍ତିଭୂମି ସୁଦୃଢ…

RBI ଗଭର୍ନର ଶକ୍ତିକାନ୍ତ ଦାସ ଅସୁସ୍ଥ

ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଭଗର୍ନର ଶକ୍ତିକାନ୍ତ ଦାସ ଅସୁସ୍ଥ ଥିବା ଖବର ମିଳିଛି। ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସିଡିଟି ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିବା ସୂଚନା ମିଳିଛି। ଆସନ୍ତା ୨-୩ ଘଣ୍ଟା ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ…

ଭୁବନେଶ୍ବରରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।…

ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡା ରିଲେସନସିପରେ ଥିବା ବେଶ ଚର୍ଚ୍ଚା

ଷ୍ଟେଜରେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମ ବିଷୟରେ କହିଲେ ରଶ୍ମିକା ମାନ୍ଦାନା । ରଶ୍ମିକା ନିଜର ଆଗାମୀ ଫିଲ୍ମ ପୁଷ୍ପା-୨ର ପ୍ରମୋସନ ପାଇଁ ଖୁବ ବ୍ୟସ୍ତ ରହୁଛନ୍ତି । ଚେନ୍ନାଇର ଏକ ସୋ'ରେ ପୁଷ୍ପା ୨ ଗୀତର ଲଞ୍ଚ ବେଳେ ସେହି ସୋ'ର ହୋଷ୍ଟ ତାଙ୍କୁ ତାଙ୍କ ବୟଫ୍ରେଣ୍ଡ ବିଷୟରେ ପଚାରିଥିଲେ…

ଡିଜି କନଫ୍ରେନ୍ସରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ

ଡିଜି କନଫ୍ରେନ୍ସ ରେ ଯୋଗ ଦେଇ 3 ଦିନ ଓଡିଶାରେ  ରହିବେ ପ୍ରଧାନମନ୍ତ୍ରୀ । 29ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ. 29, 30 ଏବଂ ଡିସେମ୍ବର 1 ରେ ଓଡିଶାରେ ହେବାକୁ ଥିବା ଡିଜି କନଫ୍ରେନ୍ସରେ ଯୋଗ ଦେବେ । ଶେଷ ଯାଏଁ ନିଜେ ପ୍ରଧାନମନ୍ତ୍ରୀ କନଫ୍ରେନ୍ସରେ ଉପସ୍ଥିତି ରହିବେ ପ୍ରଧାନମନ୍ତ୍ରୀ ।…

ଶଙ୍ଖ ଛାଡି ପଦ୍ମ ଧରିଲେ ୪ନେତା

ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର…

ଦୁର୍ଘଟଣାର ଶିକାର ହେଲେ ଖଲ୍ଲିକୋଟ ବିଧାୟକ

ଟାଙ୍ଗୀ ୧୬ ନମ୍ଵର୍ ଜାତୀୟ ରାଜପଥ ବଡ଼ପୋଖରୀଆ ଛକ ନିକଟରେ ଅଟୋ କୁ ପଛରୁ ଧକ୍କାଦେଲା ଖଲ୍ଲିକୋଟ ବିଧାୟକ ଙ୍କ କାର, ଅଟୋରେ ଥିବା ସମସ୍ତ ଯାତ୍ରୀ ଆହତ ଅଳ୍ପକେ ବର୍ତ୍ତିଲେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ରସେଠୀ। ଅଟୋ ରେ ଥିବା ଆହତ ଦୁଇ ଯାତ୍ରୀ ଙ୍କୁ ବଡ଼ପୋଖରୀଆ ଗୋଷ୍ଠୀ ସ୍ୱାସ୍ଥ୍ୟ…

ପର୍ଥ ଟେଷ୍ଟରେ ବିଜୟୀ ହୋଇଛି ଭାରତ

ଅଷ୍ଟ୍ରେଲିଆକୁ ୨୯୫ ରନ୍‌ରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ବର୍ଡର ଗାଭାସ୍କର ଟ୍ରଫିରେ ୧-୦ରେ ଭାରତ ଆଗୁଆ ରହିଛି। ଭାରତ-ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ୫ ଟିକିଆ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଭାରତ ବାଜିମାତ୍‌ କରିଛି। ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ୫୩୪ ରନର…