Browsing Tag

News

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୬ଜଣିଆ ୩ ଟି ଟିମ ଗଠନ କରି ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୩ ଟି ଟିମ ଗଠନ କରି ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ । ADG ବିନୟତୋଷ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ତଦନ୍ତ କରୁଛି କ୍ରାଇବ୍ରାଞ୍ଚବ୍ରାଞ୍ଚ । ତଦନ୍ତ ଅଧିକାରୀଙ୍କ ସହ ଆଡିସନାଲ ଏସ୍ପି ଓ DSP ରାଙ୍କର ଦକ୍ଷ ଅଧିକାରୀଙ୍କୁ ନେଇ ଟିମ ଗଠନ କରିଛି…

ପର୍ଥ ଟେଷ୍ଟରେ ଭାରତର ଧୂଆଁଦାର ପ୍ରଦର୍ଶନ

ଦ୍ବିତୀୟ ଇନିଂସରେ ୫୩୪ ରନର ଟାର୍ଗେଟର ପିଚ୍ଛା କରୁଛି ଅଷ୍ଟ୍ରେଲିଆ। ଅଷ୍ଟ୍ରେଲିଆର ପର୍ଥରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ୍‌ରେ ଭାରତର ଦବଦବା ଦେଖିବାକୁ ମିଳିଛି। ପ୍ରଥମ ଇନିଂସରେ ଭାରତୀୟ ଟିମ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କିନ୍ତୁ ବୋଲିଂରେ ନିଜେ ଅଧିନାୟକ…

ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି

ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଆଜି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି। ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି। ଏନେଇ ଶିବସେନାର ଏକନାଥ ସିନ୍ଦେ ଗୋଷ୍ଠୀର ବରିଷ୍ଠ ମନ୍ତ୍ରୀ ଦୀପକ କେସରକର ସୂଚନା ଦେଇଛନ୍ତି। ଆଜି କେବଳ ମୁଖ୍ୟମନ୍ତ୍ରୀ…

28ରେ ଶପଥ ନେବେ ହେମନ୍ତ ସୋରେନ୍‌

ଗତକାଲି ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେବ ସହିତ ପୁନର୍ବାର ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଚଳିତ ନିର୍ବଚନରେ ଝାଡ଼ଖଣ୍ଡରେ ପୁଣି ବାଜି ମାରିଛି ଜେଏମ୍‌ଏମ୍‌। ପୁଣିଥରେ ହେମନ୍ତ ସୋରେନଙ୍କ ନେତୃତ୍ବରେ ଝାଡ଼ଖଣ୍ଡରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି।…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ବହୁତ ଲାଭ ହୋଇପାରେ । ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି। ବୃଷ : ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ…

ଆଇପିଏଲ୍‌ ୨୦୨୫ର ସବୁଠାରୁ ଦାମୀ ଖେଳାଳି ପନ୍ତ

ଆଇପିଏଲ୍‌ ୨୦୨୫ ନିଲାମରେ ଋଷଭ ପନ୍ତଙ୍କ କ୍ରେଜ୍‌। ଜୋରଦାର ନିଲାମ ଡାକରା ପରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ତାଙ୍କୁ ୨୭ କୋଟି ଟଙ୍କାରେ କିଣିଛି। ଏଭଳି ସେ ଆଇପିଏଲ୍‌ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ପାଲଟିଛନ୍ତି। କିଛି ସମୟ ପୂର୍ବରୁ ପଞ୍ଜାବ କିଙ୍ଗ୍ସ ଶ୍ରେୟସ ଆୟାରଙ୍କୁ ୨୬.୭୫ ଟଙ୍କାରେ…

ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ…

ଜାମା ମସଜିଦ୍ ସର୍ଭେ ବେଳେ ପଥରମାଡ

ଜାମା ମସଜିଦର ସର୍ଭେକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଆକ୍ରୋଶ । ସର୍ଭେ କରିବାକୁ ଯାଇଥିବା ଟିମ୍‌ ଉପରକୁ ଉତ୍ୟକ୍ତ ଲଘୁସମ୍ପ୍ରଦାୟର ଲୋକେ ପଥର ମାଡ଼ କରିଥିବା ଦେଖିବାକୁ ମିଳିଛି । କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ଭଲରେ ଥିବା ଜାମା ମସଜିଦର ଦ୍ୱିତୀୟ ଥର ସର୍ଭେ କରିବା ସକାଳ ୬ଟାରେ…

ଆସନ୍ତାକାଲି ୪ଘଣ୍ଟା ବନ୍ଦ ରହିବ ଜାଗା ଦର୍ଶନ

ଆସନ୍ତାକାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଲାଗି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । କାଲି ଅନୁଷ୍ଠିତ ହେବାକୁ ଯାଉଛି ଶ୍ରୀଜିଉଙ୍କ ପଇତାଲାଗି ନୀତି । ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଜଗା ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ…

ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଅଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼ ସରକାରୀ କଲେଜ ନିକଟସ୍ଥ ଯାତ୍ରା…