ଖାଦ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍
ଭିଜିଲାନ୍ସ ରେଡ୍ ଯେତେ ବାଢୁଛି ସରକାରୀ ବାବୁମାନେ ଯେତେ ଧରାପଡିଲେ ମଧ୍ୟ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଚେତା ପଶୁନି |ପୁଣି ଜଣେ ସୁବର୍ଣ୍ଣପୁର ଜିଲ୍ଲାର ଦୁର୍ନୀତିଗ୍ରସ୍ତ ଅଧିକାରୀ ତଥା ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢାଉ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ…