ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍
ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍ । କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଉପସ୍ଥିତିରେ ସେ ବିଜେପିରେ ମିଶିଛନ୍ତି । କୈଳାସ ଗେହଲୋଟ୍ ଦିଲ୍ଲୀରୁ ଦୁଇ ଥର ବିଧାୟକ ହେବା ସହ ଆପର ବଡ ଚେହେରା ଥିଲେ। ଗୁରୁତ୍ବପୂର୍ଣ୍ଣ ବିଭାଗ ମଧ୍ୟ ସମ୍ଭାଳିଛନ୍ତି। …