Browsing Tag

News

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍

ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେଣ୍ଡର୍ ବା ହାଲୁକା ଗୋଲାପୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସ ମାନେ। ନର୍ସ ମାନେ ଉଭୟ ଗୋଲାପୀ ରଙ୍ଗର ପ୍ୟାଣ୍ଟ୍ ସର୍ଟ ପିନ୍ଧିବେ। ଆସିଷ୍ଟାଣ୍ଟ୍ ନର୍ସିଂ ସୁପରିଟେଣ୍ଡଣ୍ଟ୍ ମାନେ ସାୟନ୍ ବ୍ଲୁ…

ନୂଆ CJI ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ।  ୫୧ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆ CJI ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା । ସୁପ୍ରିମକୋର୍ଟର ୫୧ ତମ…

ଲେବାନନ ଓ ଗାଜା ଉପରେ ଇସ୍ରାଏଲର ବୋମା ବର୍ଷା

ଲେବାନନ ଓ ଗାଜା ଉପରେ ଆକ୍ରମଣ ଜାରୀ ରଖିଛି ଇସ୍ରାଏଲ । ଗତ କାଲି ମଧ୍ୟ ରାତିରେ ଦକ୍ଷିଣ ଲେବାନନରେ ରକେଟ ମାଡ କରିଛି ମୋସାଦ, ଆଉ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୩୧ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଲେବାନନ ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି । ଲେବନାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି…

ଦ୍ବିତୀୟ ଟି-୨୦ ମ୍ୟାଚରେ ପରାସ୍ତ ହେଲା ଭାରତ

ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ବିତୀୟ ଟି-୨୦ ମ୍ୟାଚରେ ଭାରତ ୩ ୱିକଟରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ୧୨୪ ରନ ସ୍କୋର କରିଥିଲା। ପ୍ରଥମ ମ୍ୟାଚରେ ଶତକ ହାସଲ କରିଥିବା ସଞ୍ଜୁ ସାମସନ ଏ ମ୍ୟାଚରେ ଖାତା ଖୋଲି ପାରିନଥିଲେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୩୯ ରନ…

ଆଜି ସୁପ୍ରିମକୋର୍ଟର ନୂତନ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା ଶପଥ ନେବେ

ଆଜି ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ। ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ । ଗତ 8 ତାରିଖରେ ସିଜେଆଇ ଡିୱାଇ…

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ ଘୋଷଣା

ରାଜ୍ୟରେ ମହିଳାମାନଙ୍କୁ ନ୍ୟାୟ ପ୍ରଦାନ ଲାଗି ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ରାଜ୍ୟ ସରକାର। ମହିଳାଙ୍କ ବିରୋଧରେ ବଢ଼ିଚାଲିଥିବା ଅପରାଧକୁ ନ୍ୟାୟ ଦେବା ଲାଗି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହି ୪ଟି କୋର୍ଟ ପ୍ରତିଷ୍ଠା ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏହି…

ଝାଡ଼ଖଣ୍ଡରେ ନିର୍ବାଚନୀ ପ୍ରଚାର କରିବାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ଭୋଟ୍‌…

ଜାଣନ୍ତୁ କେଉଁ ରାଶିରେ ଆଜି ଅର୍ଥଲାଭ ହେବ ?

ମେଷ : ଆଜି ଏକାଦଶ ଭାବରେ ଶନି ସହ ଚନ୍ଦ୍ରଙ୍କ ସଂଯୋଗ ରାଶ୍ୟାଧିପ ମଙ୍ଗଳଙ୍କ ନୀଚତ୍ୱ କାରଣରୁ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ବନ୍ଧୁଙ୍କ ସ୍ମୃତିଚାରଣ, ଆନୁଷ୍ଠାନିକ କାମ ସକାଶେ ଉସତ୍ାହିତ ରହିବେ। କିନ୍ତୁ ପାରିବାରିକ କଳହ, ଲୋକ ସମ୍ପର୍କ ଦିଗରୁ ବ୍ୟତିକ୍ରମର ସାମ୍ନା…

ଆତଙ୍କବାଦୀ ଗୁଳିରେ ସେନା ଯବାନ ସହିଦ

ଜମ୍ମୁ-କଶ୍ମୀରର ବାରାମୁଲ୍ଲା, ଶ୍ରୀନଗର ଏବଂ କିସ୍ତୱାର ଜିଲ୍ଲାର ୩ଟି ସ୍ଥାନରେ ଶନିବାର ସନ୍ଧ୍ୟାରୁ ବ୍ୟାପକ ସୁରକ୍ଷା ଅଭିଯାନ ଜାରି ରହିଛି। କଶ୍ମୀର ଉପତ୍ୟକାରେ ୪୮ ଘଣ୍ଟା ମଧ୍ୟରେ ୩ଟି ଏନକାଉଣ୍ଟର ହୋଇଥିବା ବେଳେ ଜମ୍ମୁ ଅଞ୍ଚଳର ଚେନାବ ଉପତ୍ୟକାର କିସ୍ତୱାର ଅଞ୍ଚଳରେ ଚାଲିଥିବା ସେନା-…

ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍

ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ସେଣ୍ଟ ଜର୍ଜ ପାର୍କରେ ଖେଳାଯିବ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ମ୍ୟାଚରେ ୬୧ ରନରେ ବିଜୟଲାଭ କରିଥିଲା । ଆଜି ଖେଳିଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ବିଜୟ ଲାଭ କରି ୪ ମ୍ୟାଚ୍‌…