ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ଅତ୍ୟଧିକ ବାୟୁ ପ୍ରଦୂଷଣ
ରାଜଧାନୀ ଦିଲ୍ଲୀ ଓ ଏନସିଆରରେ ବାୟୁ ପ୍ରଦୂଷଣ ରେକର୍ଡ ସ୍ତରରେ ପହଞ୍ଚିଛି। ଯାହାକୁ ନେଇ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ଦେଖା ଗଲାଣି। ଏଭିତରେ ହରିଆଣାର ଗୁରୁଗ୍ରାମରେ ବାୟୁ ପ୍ରଦୂଷଣ ଉପରେ ନିୟନ୍ତ୍ରଣ ଆଣିବା ଲାଗି ଆର୍ଟିଫିସିଆଲ ରେନ୍ ତଥା କୃତ୍ରିମ ବର୍ଷା କରାଯାଇଛି। ଏହି ବର୍ଷା…