Browsing Tag

News

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ। ଏ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ ମଧ୍ୟ କହିଛନ୍ତି। ୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ…

ସୁରକ୍ଷା ବାହିନୀଙ୍କ ଗୁଳିରେ ଆତଙ୍କବାଦୀ ନିହତ

ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ କୁପୱାରାର ଲୋଲାବର…

ଇଡକୋ ଜୁନିୟର ମ୍ୟାନେଜରଙ୍କ ଘର ସମେତ ୬ଟି ଜାଗାରେ ଭିଜିଲାନ୍ସର ଚଢାଉ

ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ…

ବିହାରର ଲୋକପ୍ରିୟ ଗାୟିକା ଶାରଦା ସିହ୍ନାଙ୍କ ପରଲୋକ

ବିହାରର ପ୍ରସିଦ୍ଧ ଗାୟିକା ତଥା ଛଟ ଗୀତ ପାଇଁ ଲୋକଙ୍କ ହୃଦୟରେ ରାଜ୍ କରୁଥିବା ଶାରଦା ସିହ୍ନାଙ୍କ ଦେହାନ୍ତ ହୋଇଛି। କିଛି ଦିନ ହେଲାଣି ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ୭୨ବର୍ଷ ବୟସରେ ମଙ୍ଗଳବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ଜଣାଯାଇଛି।  ଅକ୍ଟୋବର ୨୧ରୁ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ:ଟ୍ରମ୍ପ ଆଗରେ

ୱାସିଂଟନ: ଆମେରିକା ନିର୍ବାଚନରେ ଟ୍ରମ୍ପ ଆଗରେ । ଭୋଟ ଗଣତି ଚାଲିଛି ।  ଡେମୋକ୍ରାଟିକ୍ ପ୍ରାର୍ଥୀ କମଳା ‌ହାରିସ୍ ଏବଂ ତାଙ୍କ ରିପବ୍ଲିକାନ୍ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିଛି।  ରାଷ୍ଟ୍ରପତି ନିର୍ବାଚନର ଭାଗ୍ୟ ନିର୍ଦ୍ଧାରଣ…

କାମରେ ଠକୁଥିବା ରାଜସ୍ବ ଅଧିକାରୀ,RI, ଅମିନଙ୍କ ଉପରେ ରହିବ କଡ଼ା ନଜର

ସାବାଡ଼ ହେବେ କାମରେ ଠକୁଥିବା ରାଜସ୍ବ ଅଧିକାରୀ। ଠକୁଥିଲେ ହେବ କଡ଼ା ଆକ୍ସନ। RI, ARI ଓ ଅମିନଙ୍କ କାମ ଉପରେ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି କରିଛି। ମନ୍ତ୍ରୀ କହିଲେ, କାମରେ ଅବହେଳା | ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କାମରେ ଅବହେଳା କରୁଥିଲେ ବଡ…

୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ

ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ।…

ଆଜି ବିଶ୍ଵ ସୁନାମି ସଚେତନତା ଦିବସ

 ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭାର ୨୨…

କିଏ ହେବେ ଓଡିଶା କଂଗ୍ରେସର ନୂଆ ସଭାପତି ?

ସବୁ ବିଧାୟକ ଏବଂ  ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା କଂଗ୍ରେସର ଏହି ବୈଠକ । କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ପିସିସି କାର୍ଯ୍ୟାଳୟ ଭିତରେ ଘମାସନ ଆଲୋଚନା  ହୋଇଥିଲା । ଛତିଶଗଡ଼ର କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନ ଉପସ୍ଥିତିରେ ବସିଥିଲା ବୈଠକ…

ଦୁଇଦିନ ଭିତରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା

ଦିନକ ପରେ ବାତ୍ୟା କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତେଣୁ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ…