ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ : ୧ ନମ୍ବର ସ୍ଥାନରେ ଓଡ଼ିଶା
ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଅନ୍ତର୍ଗତ ରାଜ୍ୟମାନଙ୍କର ପ୍ରଦର୍ଶନକୁ ନେଇ ପ୍ରଥମ ଥର ପାଇଁ ପ୍ରକାଶ ପାଇଛି ‘ଏନଏଫଏସଏ ପାଇଁ ରାଜ୍ୟ ମାନ୍ୟତା ସୂଚକାଙ୍କ’ । ଏହି ମାନ୍ୟତାର ସାଧାରଣ ବର୍ଗ ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି । ଉତ୍ତର ପ୍ରଦେଶକୁ ଦ୍ବିତୀୟ…