ନିଠାରୀ ହତ୍ୟାକାଣ୍ଡ: ଦୁଇ ଅଭିଯୁକ୍ତ ହେଲେ ଦୋଷମୁକ୍ତ
ନୂଆଦିଲ୍ଲୀ: ନିଠାରୀ ହତ୍ୟାକାଣ୍ଡ ମାମଲାରେ ଦୁଇ ଅଭିଯୁକ୍ତ ହେଲେ ଦୋଷମୁକ୍ତ । ନୋଏଡାର ବହୁ ଚର୍ଚ୍ଚିତ ନିଠାରୀ ମାମଲାରେ କୋର୍ଟଙ୍କ ବଡ଼ ରାୟ ଆସିଛି। ୨୦୦୬ ଡିସେମ୍ବର ୨୯ ତାରିଖରେ ନୋଏଡାର ଗୌତମ ବୁଦ୍ଧ ନଗରର ନିଠାରୀ ଅଞ୍ଚଳରୁ ମୋନିନ୍ଦର ସିଂ ପଣ୍ଡେରଙ୍କ ଘର ପଛପଟୁ ୧୯ଟି ନରକଙ୍କାଳ…