ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ଶ୍ରୀଜିଉଙ୍କ ସୁନାବେଶ
ମେଟ୍ରୋ ଟିଭି ଓଡିଶା,୧୭/୧: ଆଜି ପୌଷ ପୂର୍ଣ୍ଣିମାରେ ପ୍ରଭୁ ଜଗନ୍ନାଥଙ୍କ ନିତ୍ୟ ପୂଜାପରେ ନୂତନବସ୍ତ୍ର, ଭୂଷଣ ଓ ଗନ୍ଧ ପୁଷ୍ପାଦି ଦ୍ୱାରା ଠାକୁରଙ୍କୁ ବେଶ କରାଇ ଯାତ୍ରା ମଣ୍ଡପକୁ ନିଆଯାଏ ।ଶ୍ରୀଜିଉଙ୍କ ପୁଷ୍ପାଭିଷେକ ନୀତି ଅନୁଷ୍ଠିତ ହେବ । ସେଠାରେ ବରୁଣ ପୂଜା, ସ୍ୱସ୍ତିବାଚନ,!-->!-->!-->…