ଝରାଫୁଲ ନାୟକ ମୃତ୍ୟୁ ମାମଲାରେ ଶେଷରେ ଆସିଛି ବଡ଼ ରାୟ ,ଘଟଣାର ମୁଖ୍ୟ ନାୟକ ରାକେଶ ସ୍ୱାଇଁକୁ ଆଜୀବନ କାରାଦଣ୍ଡରେ…
ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଦେଇଥିବା ବହୁ ଚର୍ଚ୍ଚିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକ ମୃତ୍ୟୁ ମାମଲାରେ ଶେଷରେ ଆସିଛି ବଡ଼ ରାୟ। ଦୀର୍ଘ ଦିନର ବିଚାର ପ୍ରକ୍ରିୟା ପରେ ଅଦାଲତ ସୋମବାର ମୁଖ୍ୟ ଅଭିଯୁକ୍ତଙ୍କୁ କଡ଼ା ସଜା ଶୁଣାଇଛନ୍ତି। ଝରାଫୁଲଙ୍କ ପୁରୁଷ ବନ୍ଧୁ ତଥା…